Today Horoscope / ଆଜି କେମିତି କଟିବ ଆପଣଙ୍କ ଦିନ ? ଏମାନଙ୍କ ଉପରେ ହେବ ଧନ ବର୍ଷା
·2 hours ago·4 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ ?
ପଢନ୍ତୁ ଆଜିର ଭାଗ୍ୟଫଳ
ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ ଏମାନେ..

ମେଷ-
ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ । ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ । ରାଜନୀତିରେ ସାଧାରଣ କଥାକୁ ନେଇ ବିରକ୍ତି ଭାବ ପ୍ରକାଶ କରିବେ । ରଚନାତ୍ମକ କାମରେ ଉଚ୍ଚ ପ୍ରଂଶସା ପାଇବେ । ପ୍ରଶାସନରେ ଥିବା ଲୋକଙ୍କ ସହ ସଂପର୍କ ସ୍ଥାପନ ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ
ବୃଷ-
କୌଣସି କଥାରେ ଜୋର୍ ନ କରି କୌଶଳ ଖଟାଇ କାର୍ୟ୍ୟ ହାସଲ ପାଇଁ ଚେଷ୍ଟିତ ହେଲେ ଉପକୃତ ହେବେ । ଅବହେଳା ଯୋଗୁଁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ । ପାରିବାରିକ କ୍ଷେତ୍ରରେ ଭୁଲ୍ ନ କରି ମଧ୍ୟ ଅଶାନ୍ତି ଅନୁଭବ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ
ମିଥୁନ-
ପ୍ରେମ ଜୀବନ ଭଲ ରହିବ । ଉତ୍ପାଦନ ସହିତ ଜଡିତ ବ୍ୟବସାୟ ବୃଦ୍ଧି ପାଇବା ସହ କୈାଣସି ସଂସ୍ଥାରୁ ସମ୍ମାନ ପାଇବାର ସମ୍ଭାବନା ଅଛି । ଜମି କ୍ରୟ କରି ଖୁସି ରହିବେ । ମହିଳାମାନେ ପରିବାରରେ ପୁଷ୍ଟି ସାଧନ କରିବେ । କୈାଣସି କଥାକୁ ନେଇ ଅଧିକ ଭାବୁକ ରହିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା' ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ଆଜି ଦୂରଯାତ୍ରା ସହ ବନ୍ଧୁମିଳନ ଘଟିପାରେ । ଆର୍ଥିକ ସହାୟତାର ଅଭାବ ରହିବ ନାହିଁ । ପାରିବାରିକ ସମସ୍ୟା ସମାଧାନ କରିବାରେ ସଫଳ ହେବେ । କର୍ମକ୍ଷେତ୍ରରେ ନିଜ ଉପରେ ନ୍ୟସ୍ତ ଥିବା କାର୍ୟ୍ୟକୁ ଏକାଗ୍ରତା ସହ ତୁଲାଇ ପ୍ରଶଂସିତ ହୋଇପାରନ୍ତି । ସାମୟିକ କେତେକ କାରଣକୁ ନେଇ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶିବଙ୍କ ସହସ୍ର ନାମ ପାଠ କରନ୍ତୁ
ସିଂହ-
ଛାତ୍ରଛାତ୍ରୀଙ୍କ ଲେଖାପଢାରେ ବାଧା ଦୂର ହେବ । ଆପଣଙ୍କର ବିଦେଶ ଭ୍ରମଣ ଯୋଗ ଅଛି । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସକାଶେ ଯେତେ ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟଙ୍କୁ ତାହା କିଞ୍ଚିତ ମନେ ହେବ । ପାରିବାରିକ ସ୍ଥିରତା ହଠାତ୍ ଆସି ନ ପାରେ, ଯାହାକି ମାନସିକ ଅସୁସ୍ଥତାର କେନ୍ଦ୍ରବିନ୍ଦୁ ପାଲଟିଯିବ । ସ୍ଵାର୍ଥକୁ ଜାବୁଡି ଧରି ଆତ୍ମୀୟମାନେ ଶତ୍ରୁତା କରିବେ । ଆଲୋଚନା ପରିସରରେ ସତର୍କରେ ନ ଚଳିଲେ ବିବାଦରେ ପଡିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ
ତୁଳା-
ବିବାହ ଆଦି ଶୁଭ କାର୍ଯ୍ୟରେ ଯୋଗ ଦେଇ ମନ ଖୁସି ରହିବ । ବ୍ୟପାର ବୃତ୍ତିରେ ପ୍ରଗତି ହେବ । ସବୁ ଭଲ କାମରେ ବିଳମ୍ବିତ ପ୍ରକ୍ରିୟା ଲାଗି ରହିବ । ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ମନ ଚାହୁଁଥିବା କାମ ଯଥାସମୟରେ ସମ୍ପନ୍ନ କରିବାରେ ଅସୁବିଧା ହେବ ନାହିଁ । ପାରିବାରିକ କ୍ଷେତ୍ରରେ ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ । ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ସମସ୍ୟା ସମାଧାନ କରି ବ୍ୟବସାୟ ଓ ପରିବହନରେ, କଳା ସାହିତ୍ୟ ଓ ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଛାତ୍ର ମାନେ ମୌଳିକ ବୁ୍ଦ୍ଧିର ଉପଯୋଗ କରିବେ । ଆଇନ, ଅଦାଲତରେ ଜଡିତ ରହିବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନ ଲାଭର ଯୋଗ ଅଛି । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର-
କୌଣସି ଅସୁବିଧା ନ ଥିଲେ ମଧ୍ୟ ଦୀର୍ଘଦିନ ହେଲା ପ୍ରିୟଜନଟିକୁ ନ ଦେଖି ମନରେ ଭାବାନ୍ତର ସୃଷ୍ଟି ହେବ । ବନ୍ଧୁମାନଙ୍କୁ ମନାଇ କାମ ହାସଲ କରିବେ । ନୂତନ ଯୋଜନା କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଯେଉଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । ସନ୍ଧ୍ୟା ସମୟରେ ଦେବଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା' ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ବ୍ୟକ୍ତିମାନେ ଉପର ମନରେ ଭଲ କଥା କହି ପଛରେ ବହୁତ ସମାଲୋଚନା କରିବେ । ଭାଙ୍ଗିପଡିଥିବା ସମ୍ପର୍କ ଯୋଡ଼ିବାକୁ ଚେଷ୍ଟା କରି ସଫଳ ହୋଇପାରନ୍ତି । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଛାତ୍ରଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମୀନ-
ଆର୍ଥିକ ଦିଗରୁ ଆଜିର ଦିନଟି ବହୁତ ଭଲ, ମୁହଁ ଖୋଲିଲେ କୌଣସି ଅଭାବ ରହିବ ନାହିଁ । ଯେକୌଣସି କାମ ହେଉନା କାହିଁକି ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ । ଏହା ସାଙ୍ଗକୁ ପାରିବାରିକ କ୍ଷେତ୍ରରେ ମଧ୍ୟ କାହାର ଛୋଟ କଥାକୁ ଧରି ବସନ୍ତୁ ନାହିଁ । ବାଣିଜ୍ୟ, ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବିଷ୍ଣୁଙ୍କ ପୂଜା ପାଠ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories