Odia Horoscope / ଆଜି ପବିତ୍ର ସାବିତ୍ରୀ ବ୍ରତ; ଆପଣଙ୍କ ଭାଗ୍ୟ କେମିତି ରହିବ ? ପଢନ୍ତୁ ଆଜିର ରାଶିଫଳ
·1 hour ago·3 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ ?
ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ
ପଢନ୍ତୁ ଆଜିର ରାଶିଫଳ
ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ
ପଢନ୍ତୁ ଆଜିର ରାଶିଫଳ
ମେଷ-
ବିଶିଷ୍ଟବ୍ୟକ୍ତିଙ୍କ ସହ ଆଲୋଚନା ଫଳପ୍ରଦ ହେବ । ମନେ ମନେ ଭାବୁଥିବା କାମରେ ସଫଳତା ପାଇବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହୋଇ ଉଠିବ। ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ । ଆନୁଷ୍ଠାନିକ କ୍ଷେତ୍ରରୁ ସଦିଚ୍ଛା ଲାଭ କରିବାର ଯୋଗ ରହିଛି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ
ବୃଷ-
ଭୁଲ୍ ବୁଝାମଣା କାରଣରୁ ସାଧାରଣ କଥାକୁ ନେଇ ଭ୍ରାତୃ ବିବାଦ ଲାଗିପାରେ । ବାଣିଜ୍ୟ ଓ ବ୍ୟବସାୟ, ଆନୁଷ୍ଠାନିକ କାମରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟରୁ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ପୂଜା କରନ୍ତୁ
ମିଥୁନ-
ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟାବସାୟୀ ମାନଙ୍କର ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ଅନ୍ୟମାନଙ୍କ ଫୁସୁଲା ଫୁସୁଲି କଥାରେ ଭାସିଯାଇ ଯେଉଁ କାମ କରିବେ ସେଥି ସକାଶେ ଅନୁତାପ କରିବାକୁ ପଡ଼ିପାରେ । ଆନୁଷ୍ଠାନିକ କାମରେ ବେଠି ଖଟି ପାରନ୍ତି । ବାଣିଜ୍ୟ, ପରିବହନ କ୍ଷେତ୍ରରେ ଆଶାଜନକ ଫଳ ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ବାଣିଜ୍ୟ, ପରିବହନ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ସାଧାରଣ କଥାକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ସୃଷ୍ଟି ହୋଇପାରେ । ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ
ସିଂହ-
ସ୍ଥଗିତ କାମକୁ ତ୍ୱରାନ୍ବିତ କରିବା ସକାଶେ ଜୋରଦାର ଉଦ୍ୟମ କରି ସଫଳତା ହାସଲ କରିବେ । ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସ୍ବାର୍ଥକୈନ୍ଦ୍ରିକ ହୋଇପଡ଼ିବ । ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ । କର୍ମକ୍ଷେତ୍ରରେ ସାଧାରଣ କଥାରେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା-
ଯେମିତି ଭାବୁଛନ୍ତି ତାହା ସମ୍ପନ୍ନ ହେବାରେ ଅସୁବିଧା ହେବନାହିଁ । ଆପଣଙ୍କ କାମରେ ଯୋଗଦେବା ପାଇଁ ଘରକୁ ବନ୍ଧୁ ଆସିପାରନ୍ତି । ପରିବାର ଲୋକମାନଙ୍କ ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ । ସଭାସମିତିରେ ନିଜ ସୀମା ଭିତରେ ରହିବା ଭଲ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ତୁଳା-
ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଶାରୀରିକ ଅସୁସ୍ଥତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷା କରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ
ବିଛା-
ଶାରୀରିକ ସ୍ବାସ୍ଥ୍ୟ ଓ ମାନସିକ ସ୍ଥିତି ଭଲ ରହି ନ ପାରେ । କର୍ମକ୍ଷେତ୍ରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଦୀର୍ଘଦିନରୁ ଚେଷ୍ଟା କରୁଥିବା ସରକାରୀ କ୍ଷେତ୍ରରୁ ଋଣସୂତ୍ରରେ ଅର୍ଥଲାଭର ଆଶା ରହିଛି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
ଦୁଶ୍ଚିନ୍ତା ଦୂର ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ଦାମ୍ପତ୍ୟ ସୁଖରେ ଆଶା ଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ କିଛି ଆଦାୟ ହୋଇ ପାରିବ । ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ
ମକର-
ଦୈହିକ ଦୁର୍ବଳତା ସାଙ୍ଗକୁ ସୁଯୋଗ ହରାଇପାରନ୍ତି । ପାରିବାରିକ ସମସ୍ୟା ଚିନ୍ତାକରି ମାନସିକ ଶାନ୍ତି ବ୍ୟାହତ ହୋଇପାରେ। ଆଲୋଚନା କ୍ଷେତ୍ରରେ ଜାଣିଶୁଣି ନୀରବ ରହିବାକୁ ବାଧ୍ୟହେବେ। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ କ୍ଷେତ୍ରରେ ଆଶାନୁରୂପ ଫଳ ପାଇପାରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ନୂତନ କର୍ମାରମ୍ଭ ସକାଶେ ଅର୍ଥ ଆବଶ୍ୟକ ହୋଇପାରେ। ଆନୁଷ୍ଠାନିକ କାମରେ ଅନ୍ୟମାନଙ୍କ ସହ ସନ୍ଦେହ ଓ ଭୁଲ୍ ବୁଝାମଣା ଘଟିପାରେ। କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି। ଆଲୋଚନା ପରିସରରେ ଅପ୍ରିୟ ସତ୍ୟ କଥା ପ୍ରକାଶ କରି ସମସ୍ୟାକୁ ବଢ଼ାଇ ଦେଇପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
ଭୁଲ୍ ବୁଝାମଣା କାରଣରୁ ସାଧାରଣ କଥାକୁ ନେଇ ଭ୍ରାତୃ ବିବାଦ ଲାଗିପାରେ। ବାଣିଜ୍ୟ ଓ ବ୍ୟବସାୟ, ଆନୁଷ୍ଠାନିକ କାମରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟରୁ ଅସମ୍ପୂର୍ଣ୍ଣ କାର୍ୟ୍ୟକୁ ସମ୍ପୂର୍ଣ୍ଣ କରିବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀକୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories