Today Horoscope / ସୁନା କିଣିବା ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ; ଏମାନଙ୍କ ଉପରେ ହେବ ଟଙ୍କା ବର୍ଷା
·3 hours ago·3 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ
ଜାଣିନିଅନ୍ତୁ ଆଜିର ଭାଗ୍ୟଫଳ
ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ
ଜାଣିନିଅନ୍ତୁ ଆଜିର ଭାଗ୍ୟଫଳ
ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ
ମେଷ-
ଅଧିକ ପରିଶ୍ରମ କାରଣରୁ ସ୍ୱାସ୍ଥ୍ୟ ହାନିର ସମ୍ଭାବନା ଅଛି । କାରବାରରେ ଆପଣଙ୍କର ବହୁତ ଲାଭ ହେବ । ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ଧାର୍ମିକ କାର୍ଯ୍ୟକ୍ରମରେ ସାମିଲି ହେବାର ସୁଯୋଗ ପାଇବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବ ।
ଶୁଭ ରଙ୍ଗ- - ଲାଲ୍ ଏବଂ ଶୁଭ ସଂଖ୍ୟା ୯
ପ୍ରତିକାର – ମହାଦେବଙ୍କୁ କ୍ଷୀରାଭିଷେକ କରନ୍ତୁ
ବୃଷ-
ପାରିବାରିକ ଓ ବୈବାହିକ ଜୀବନ ସୁଖମୟ ହେବ । ଅର୍ଥ ପାଇଁ କୌଣସି କାମ ସ୍ଥଗିତ ହୋଇପାରେ । କୌଣସି ବ୍ୟକ୍ତି କ୍ଷତି ପହଞ୍ଚାଇପାରନ୍ତି । ତେଣୁ ସତର୍କ ରୁହନ୍ତୁ । ଅଫିସ କାମରେ ଦୂରସ୍ଥାନକୁ ଯିବେ । ଗୃହ ନିର୍ମାଣ ବା ଯାନବାହନ, ଭୂମି କ୍ରୟ କରି ପାରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କୌଣସି ମନ୍ଦିରରେ କିଛି ଦାନ କରନ୍ତୁ
ମିଥୁନ-
ପ୍ରେମ ସମ୍ପର୍କ ଭଲ ରହିବ । ନୂଆ କଳା କୌଶଳ ଶିଖିବାକୁ ସୁଯୋଗ ମିଳିବ । ମନ ଭଲ ରହିବ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଆକସ୍ମିକ ବିପଦ ଦେଖାଦେଇପାରେ । ସତର୍କତା ଅବଲମ୍ବନ ନ କଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ପୂଜା ସହିତ ସହସ୍ର ନାମ ପାଠ କରନ୍ତୁ
କର୍କଟ-
ଆପଣଙ୍କ କାମ ନିର୍ଦ୍ଧାରିତ ସମୟ ପୂର୍ବରୁ ସଂପୂର୍ଣ୍ଣ ହୋଇଯିବ । କାମରେ ବନ୍ଧୁର ପରାମର୍ଶ ନେବା ଲାଭପ୍ରଦ ରହିବ । ରାଜନୀତି କ୍ଷେତ୍ରରେ ଥିବା ଲୋକ କୌଣସି ସମାରୋହକୁ ଯିବାର ମଉକା ପାଇବେ । ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ ଆଦି ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଭୂବନେଶ୍ୱରୀଙ୍କ ମନ୍ତ୍ର ପାଠ କରନ୍ତୁ
ସିଂହ-
ସାମୟିକ ଶାରିରୀକ ପୀଡା ଭୋଗିବାକୁ ପଡିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । କୋର୍ଟରେ ଅପବ୍ୟବହାର ଦେଖାଇବେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା-
ସମସ୍ତଙ୍କ ସହଯୋଗ ପାଇବେ । ବ୍ୟବସାୟରେ ମନ ଚାହୁଁଥିବା ସଫଳତା ଓ ଲାଭ ପାଇବେ। ଜୀବନସାଥୀଙ୍କ ସହ ଭଲ ତାଳମେଳ ରହିବ । ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ନିର୍ବାଚନ କ୍ଷେତ୍ରରେ ଶତ୍ରୁମାନଙ୍କୁ ମୁକାବିଲା କରିପାରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ଜପ କରନ୍ତୁ
ତୁଳା-
ବ୍ୟବସାୟରେ ଭାଇଙ୍କ ଠାରୁ ସାହାଯ୍ୟ ସହେଯାଗ ପାଇ ଚିନ୍ତାମୁକ୍ତ ରହିବେ । ରାଜନୀତିରେ ପଛ କଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କରିପାରନ୍ତି । ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ଅଫିସରେ ସମସ୍ତଙ୍କର ସହଯୋଗ ପାଇବେ । ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ । କୌଣସି ବନ୍ଧୁ ସହିତ ବସି ଭବିଷ୍ୟତ ଯୋଜନା ଉପରେ ବିଚାର ବିମର୍ଶ କରିବେ । ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ଜମି କିଣିବା ଯୋଗ ଅଛି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଓଁ ଅଂ ଅଙ୍ଗାରକାୟ ଜପ କରନ୍ତୁ
ଧନୁ-
କୌଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାର୍ଯ୍ୟ ପାଇବେ । ଜମିଜମା କିଣିବାର ସୁଯୋଗ ରହିଛି । ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ । କୈାଣସି ଗୋଟେ ବଡ ପଦବୀ ଯାଇପାରେ । ସବୁ ସମସ୍ୟାକୁ ଦୃଢ ଭାବରେ ମୁକାବିଲା କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀରାମଙ୍କ ପୂଜା ପାଠ କରନ୍ତୁ
ମକର-
ଆଧ୍ୟାତ୍ମିକ ଓ ଧାର୍ମିକ ବିଷୟରେ ରୁଚି ବଢ଼ିବ । ଜମି ସମ୍ବନ୍ଧୀୟ କାମରେ ପୁଞ୍ଜି ଲଗାନ୍ତୁ ଲାଭ ହେବ । ଘରକୁ କୁଣିଆ ଆସିବେ । ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ବହୁତ ଭଲ ରହିବ । ମହିଳାମାନେ ସୁନା ଅଳଙ୍କାର କିଣିବା ଲାଗି ଭାବିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ପାରିବାରିକ ମାଙ୍ଗଳିକ କାର୍ୟ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ । ରାଜନୀତିରେ ସହଯୋଗ ମିଳିବ । ପାଠପଢାରେ ପରିଶ୍ରମ କରିବାକୁ ପଡିବ । ଅଫିସ୍ରେ ଆପଣଙ୍କ କାମ ଦେଖି କର୍ତ୍ତୃପକ୍ଷ ଖୁସି ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ପରିବାର ଓ ବ୍ୟବସାୟରେ ନିଜର ଦାୟିତ୍ଵକୁ ଭଲଭାବେ ତୁଲାଇବେ । ଆର୍ଥିକ ସ୍ଥିତିରେ ଉନ୍ନତି ହେବ । ଅନ୍ୟମାନଙ୍କ ସହିତ କଥା ହେବାବେଳେ ଠିକ୍ ଭାଷା ପ୍ରୟୋଗ କରନ୍ତୁ । କୋର୍ଟର ନିଷ୍ପତ୍ତି ଆପଣଙ୍କ ପକ୍ଷରେ ହେବ । ମହିଳା ମାନଙ୍କର ଦିନଟି ଶୁଭ ରହିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories