Daily Rashifal / ହଠାତ୍ ଦୂରଯାତ୍ରା କରିବେ ଏହି ରାଶି; ଏମାନେ ଭାବୁଥିବା କାମକୁ ଆଜି ହିଁ ଶେଷ କରନ୍ତୁ
·2 months ago·3 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ
ଘରୁ ବାହାରିବା ପୂର୍ବରୁ ଏମାନେ ସତର୍କ ରୁହନ୍ତୁ
ପଢନ୍ତୁ ଆଜିର ରାଶିଫଳ

ମେଷ-
ସ୍ୱାସ୍ଥ୍ୟରେ ସକାରତ୍ମକ ପରିବର୍ତ୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହ ଜନକ ରହିବ । ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣ ତଥା ବ୍ୟବସାୟ ଭିତିକ କାମଗୁଡିକ ସୁରୁଖୁରୁରେ ହୋଇଯିବ । ଆନୁଷ୍ଠାନିକ କାମରେ ଭଲ ପରାମର୍ଶ ଦେଇ ପ୍ରିୟପାତ୍ର ହୋଇପାରିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ
ବୃଷ-
ଗୁରୁଙ୍କ କୃପାରୁ ଆନୁଷ୍ଠାନିକ କାମରେ ବନ୍ଧୁମିଳନ ଜନିତ ଆନନ୍ଦ ଅନୁଭବ କରିବେ । ଦୀର୍ଘ ପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି । ଆକସ୍ମିକ ଭାବରେ ଦୂରଯାତ୍ରାର ସୁଯୋଗ ପାଇବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା' କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତ୍ରୁମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ । ମାଲିମକନ୍ଦମା କ୍ଷେତ୍ରରେ ଉତ୍ତମ ଫଳ ପାଇବେ । ରାସ୍ତା ଘାଟରେ ଯଥେଷ୍ଟ ସତର୍କ ସହିତ ଯାତାୟତ କରିବା ଉଚିତ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖା ଦେଇପାରେ । ପ୍ରଶାସନ, ଆଇନ ଅଦାଲତ, ସଭା ସମିତି ଓ ରପ୍ତାନି ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଉପକୃତ ହେବେ । ଜନକଲ୍ୟାଣ ଦିଗରେ ଅଗ୍ରଣୀ ଭୂମିକା ଗ୍ରହଣ କରି ସାମାଜିକ ସ୍ତରରେ ପ୍ରଶଂସିତ ହୋଇପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା' ଭୁବନେଶ୍ଵରୀଙ୍କର ମହାକବଚ ଧାରଣ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ-
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ । ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ବିଭିନ୍ନ ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହି ନ ପାରେ । କର୍ମକ୍ଷେତ୍ରରେ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ସତ୍ସଙ୍ଗ ଓ ଭ୍ରମଣ ସୁଯୋଗ ପାଇଲେ ମଧ୍ୟ ତାହାକୁ ଅସ୍ବୀକାର କରିଦେଇପାରନ୍ତି । ସଭାସମିତି, ଜମିଜମା, ଚୁକ୍ତିପତ୍ର, ଆଇନ ଅଦାଲତ କ୍ଷେତ୍ରରେ ସୁଫଳ ପାଇବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ । ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ଛାତ୍ରଛାତ୍ରୀ ପାଠପଢାରେ କଷ୍ଟ କରିବେ । ମନ ଚାହୁଁ ନଥିବା କେତେକ ପରିସ୍ଥିତିର ସମ୍ମୁଖୀନ ହେବା କାରଣରୁ ଧୈର୍ଯ୍ୟଚ୍ୟୁତି ଘଟିପାରେ । ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କାରଣରୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବେ । ପରିବାରର ଖର୍ଚ୍ଚ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ କିଛି ସାହାଯ୍ୟ କରିପାରେ । ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ବିଳମ୍ବରେ ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ । ମୂଲ୍ୟବାନ ଜିନିଷ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିବ । ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବା ଆଶଙ୍କା ରହିଛି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଦୀର୍ଘ ଦିନରୁ ଚିନ୍ତା କରିଥିବା କାମଗୁଡିକ ବାସ୍ତବତାରେ ପରିଣତ ହେବ। ବନ୍ଧୁ ମେଳରେ ଆଜିର ମନୋରଞ୍ଜନ କାର୍ଯ୍ୟକ୍ରମ ପ୍ରୀତିପ୍ରଦ ରହି ବ। କଳା, ସାହିତ୍ୟ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ଅଫିସ କାମର କେତେକ ଘଟଣାର ବିବରଣୀ ଜାଣି ସୁଦ୍ଧା ଚୁପ୍ ରହିବାକୁ ବାଧ୍ୟ ହୋଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା' ଶାରଳାଙ୍କ ଆରାଧନା କରନ୍ତୁ

କୁମ୍ଭ-
ଉଚିତ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ଯଶମାନ ବୃଦ୍ଧି ହୋଇପାରେ । ପ୍ରେମିକା,ପ୍ରେମିକ ମାନଙ୍କୁ ଆଶାଜନକ ଫଳ ପ୍ରାପ୍ତି ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମୀନ-
ପଡୋଶୀଙ୍କ ନିକଟରୁ କୌଣସି ଖବର ପାଇ ବିସ୍ମିତ ହେବେ । ଦୀର୍ଘ ଦିନାନ୍ତେ ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିଙ୍କ କ୍ଷେତ୍ରରୁ ଉପକୃତ ହେବେ। ସ୍ବାସ୍ଥ୍ୟରେ ଉନ୍ନତି ଦେଖାଯିବା ଫଳରେ ଟେନସନ୍ କିଛି ମାତ୍ରାରେ କମି ଯାଇପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବିଷ୍ଣୁଙ୍କ ପୂଜା ପାଠ କରନ୍ତୁ

Related Topics
Explore more stories