Daily Horoscope / ବଦଳିବ ଏହି ୫ ରାଶିଙ୍କ ଭାଗ୍ୟ; ଘରୁ ବାହାରିବା ପୂର୍ବରୁ ଏମାନେ ସତର୍କ ରୁହନ୍ତୁ
·1 hour ago·3 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ ?
ପଢନ୍ତୁ ଆଜିର ଭାଗ୍ୟଫଳ
ଘରୁ ବାହାରିବା ପୂର୍ବରୁ ଏମାନେ ରୁହନ୍ତୁ ସତର୍କ

ମେଷ-
ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ରାଜନେତାଙ୍କ ସାମାଜିକ ସ୍ତର ବଢିବ । କୋର୍ଟ କଚେରୀ ମାମଲାକୁ ନେଇ ଚିନ୍ତାରେ ରହିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ଶ୍ରୀହନୁମାନଙ୍କ ପାଖରେ ପେଡା ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ
ବୃଷ-
ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକରିଲେ ବିବାଦଗ୍ରସ୍ତ ହେବେ । ବ୍ୟବସାୟରେ ମାନେ ମତାନ୍ତର ଦେଖାଦେବ । ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ୍ଣ ହୋଇଯିବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । ମାଲିମକଦମା ସମସ୍ୟାର ସମାଧାନ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ସନ୍ତାନ ମାନଙ୍କ ସଫଳ ମନରେ ଖୁସି ଆଣିଦେବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ । ସଙ୍ଗୀତଜ୍ଞଙ୍କୁ ବଡ ସୁଯୋଗ ମିଳିବ । ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗୋଟାମୁଗ କୈାଣସି ଗ୍ରହବିପ୍ରଙ୍କୁ ଦାନ କରନ୍ତୁ
କର୍କଟ-
ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଅନ୍ୟ କାହାର ସହେଯାଗ ନ ପାଇଲେ ମଧ୍ୟ ଯେଉଁ କାର୍ୟ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ । ପ୍ରକୃତିର ଆନନ୍ଦ ନେବା ପାଇଁ ମନ ହେବ । ପ୍ରଶାସନିକ କାମ ଧୈର୍ଯ୍ୟର ସହ କରନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ସିଂହ-
ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ । ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ପ୍ରଭୁ ବିଷ୍ଣୁଙ୍କର ପୂଜା କରନ୍ତୁ
କନ୍ୟା-
ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ରାଜନିତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ । ସାମାଜିକ ମିଳାମିଶା ବଢିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ମିଠା ଖାଇ ଘରୁ ବାହରନ୍ତୁ
ତୁଳା-
ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୂରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- କୈାଣସି ଅସାହାୟ ବା ଗରିବ ସ୍ତ୍ରୀ ଲୋକଙ୍କୁ ସାହାର୍ୟ୍ୟ କରନ୍ତୁ
ବିଛା-
ପାରିବାରିକ ଜୀବନରେ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ୟ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ
ଧନୁ-
ପେଟ ବ୍ୟଥାରୁ ମୁକ୍ତି ମିଳିବ । ଯେକୌଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । ବ୍ୟବସାୟରେ ପରିଶ୍ରମ ଅନୁଯାୟୀ ଫଳ ପାଇବ । ରାଜନୈତିକ କ୍ଷେତ୍ରରେ ଟିକିଏ ଜଟିଳ ଆଡକୁ ଗତି କରିବ କିନ୍ତୁ ପରିମାଣ ବିଶେଷ କିଛି ଖରାପ ହେବ ନାହିଁ । ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀହରିଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଆୟ ଖୁବ୍ ଭଲ ହେବ ଓ ବ୍ୟୟ ସାମାନ୍ୟ ବଢିବ । ଅନେକ ଦିନରୁ ଲାଗି ରହିଥିବା ଦେହ ପୀଡାରୁ ମୁକ୍ତ ରହିବେ । ପାରିବାରିକ ଜୀବନ ହସ ଉଲ୍ଲାସରେ କଟିବ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ, ଭଉଣୀଙ୍କ ସହଯୋଗ ପାଇବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା' ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈାଭାଗ୍ୟ ପ୍ରଦାନ କରିବ । ବିଦ୍ୟାର୍ଥୀମାନେ କିଛି ସଫଳତା ପାଇପାରନ୍ତି । ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ଗୃହିଣୀମାନେ କର୍ତ୍ତବ୍ୟ ପରାୟଣ ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ
ମୀନ-
ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ । ପାରିବାରିକ ଜୀବନ ଶାନ୍ତିମୟ ହେବ । ଅଫିସ୍ରେ ଆପଣଙ୍କୁ ଅଧିକ ସମୟ କାମ କରିବାକୁ ପଡିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀକୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories