Today Horoscope / ଆଜିର ରାଶିଫଳ; ଏମାନେ ଗାଡ଼ି ଚଳାଇବା ବେଳେ ସତର୍କତା ଅବଲମ୍ବନ କରନ୍ତୁ
·4 months ago·3 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ
ପଢନ୍ତୁ ଆଜିର ରାଶିଫଳ
ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ
ପଢନ୍ତୁ ଆଜିର ରାଶିଫଳ
ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ
ମେଷ-
ସ୍ୱାସ୍ଥ୍ୟ ଭଲ ରହିବା ସହ ଅର୍ଥଲାଭ ହେବ । ଲକ୍ଷ୍ୟ ପୂରଣ ହେବାରେ ସାମାନ୍ୟ ଅସୁବିଧା ଦେଖାଦେଇପାରେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କାମ ହାସଲ ସକାଶେ ଅନ୍ୟ ଉପରେ ନିର୍ଭର କରିପାରନ୍ତି । ବନ୍ଧୁଙ୍କ ସାହାଯ୍ୟରେ ଅଟକିଥିବା ଜମିବାଡି କାମ ସଫଳ ହେବ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କର ଆରାଧନା କରନ୍ତୁ
ବୃଷ-
ପରିବାରରେ ବ୍ୟତିକ୍ରମ କାରଣରୁ ଆଶା କରୁଥିବା ଜିନିଷଟି ପାଇପାରିବେ ନାହିଁ । ବନ୍ଧୁମାନେ ଠିକ୍ ଖବର ଦେବାରେ ହେଳା କରିବାରୁ ସୁଯୋଗ ହାତଛଡ଼ା ହେବ। ଗୁରୁ୍ତ୍ୱପୂର୍ଣ୍ଣ କାମ ସକାଶେ ମୋଟାଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢ଼ାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ଯାନବାହନ ଚଳାଇବା ସମୟରେ ସତର୍କତା ଅବଲମ୍ବନ କରନ୍ତୁ । ପଡ଼ୋଶୀଙ୍କ ସହାୟତାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଦୂର ହେବ । ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଜାଗା, ଜମି ଓ ଯାନବାହନ କ୍ରୟ କରିବା ପାଇଁ ମନ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
କୌଣସି ଘଟଣା ମନକୁ ବାରମ୍ବାର ଆଲୋଡ଼ିତ କରିବା ଫଳରେ ବିଷାଦଗ୍ରସ୍ତ ରହିବେ । ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । ଭୁଲ୍ ବୁଝାମଣା କାରଣରୁ ପ୍ରକୃତ ଘଟଣା ନ ବୁଝି ବନ୍ଧୁ କ୍ରୋଧ ପ୍ରକାଶ କରିପାରନ୍ତି। ସଭାସମିତିରେ କିମ୍ବା କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହେବାକୁ ପଡ଼ିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ-
ସବୁ ଜାଗାରେ ଅଯଥା ଆବଶ୍ୟକତାଠାରୁ ଅଧିକ ଖର୍ଚ୍ଚ କରିବେ । ଆଜି ଦିନଟି ପିତାମାତାଙ୍କ ସହ ବିତାଇ ବହୁତ ଖୁସି ହେବେ । ଯାନବାହନରେ ଭ୍ରମଣ ବେଳେ ଆପଣଙ୍କ ଜିନିଷ ଚୋରି ହୋଇପାରେ । କୋର୍ଟର ନିଷ୍ପତ୍ତି ଆପଣଙ୍କ ଲାଗି ଫଳପ୍ରଦ ହେବ । ବନ୍ଧୁ ବର୍ଗଙ୍କ ସହାନଭୂତି ଲାଭ କରି କାମ ହାସଲ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି । ଦୀର୍ଘ ଦିନରୁ କଥାବାର୍ତ୍ତା କରୁନଥିବା ବନ୍ଧୁଟି ନିକଟକୁ ଆସିବେ । ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ ଘଟଣାକୁ ସୁଧାରି ନେବେ । ସାମାଜିକ ସ୍ତରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କିଛି ଖାଦ୍ୟ ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ
ତୁଳା-
ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । କଳା ସାହତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡିକରେ ସମସ୍ୟା ସମାଧାନ ହୋଇଯିବ । ପରୀକ୍ଷା , ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି ଚଳିବା ଭଲ ହେବ। ଛାତ୍ର ଛାତୀମାନେ ପଢାରେ ମନ ଦେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ
ବିଛା-
ପାରିବାରିକ କ୍ଷେତ୍ରରେ ଅପୂରଣୀୟ ଆଶା ସାଙ୍ଗକୁ ବିଭିନ୍ନ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ଅଫିସ୍ରେ ଅଧସ୍ତନ କର୍ମଚାରୀଙ୍କ କାର୍ୟ୍ୟର ବାରମ୍ବାର ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପଡ଼ିବେ। ନିର୍ମାଣ, ଚୁକ୍ତିପତ୍ର, ସାମ୍ବାଦିକତା, ବିବାଦୀୟ ମନ୍ତବ୍ୟକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ। ଅଦାଲତ ମାମଲା ଅନୁକୂଳ ହେବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ-
କୌଣସି ଆନୁଷ୍ଠାନିକ କାମ ସକାଶେ ସାମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସହାୟତା ପାଇ ଆଶ୍ୱସ୍ତି ଲାଭ କରିବେ । ପିତା ମାତା ପିଲାଙ୍କ କାମ ଦେଖି ବହୁତ୍ ଖୁସି ଅନୁଭବ କରିବେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହୋଇ କର୍ମ ନିଯୁକ୍ତିରେ ସଫଳ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଅସହାୟଙ୍କୁ ସାହାର୍ଯ୍ୟ କରନ୍ତୁ
ମକର-
ଶାରୀରିକ ପରିଶ୍ରମ ଜନିତ କ୍ଲାନ୍ତି ଅନୁଭବ କରିବେ । ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ । ସାମର୍ଥ୍ୟ ଅନୁଯାୟୀ କାମ କଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ଥିବା ଅନୁଭବ କରିବେ। ସାମାଜିକ ସ୍ତରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବଢ଼ିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ

କୁମ୍ଭ-
ପାରିବାରିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ବଢ଼ିପାରେ । ପରୀକ୍ଷାର୍ଥୀ ମାନେ କଠିନ ପରିଶ୍ରମ କରି ସଫଳତା ହାସଲ କରିବେ । ସହକର୍ମୀ ମାନଙ୍କ ଦ୍ୱାରା ଲାଭ ବାନ୍ ହେବା ସହ କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସସମ୍ମାନ ପାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀକୁ ଉତୀର୍ଣ୍ଣ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ
ମୀନ-
ପରିସ୍ଥିତି ପ୍ରତି ଲକ୍ଷ୍ୟ ରଖି କାମ କରି ଚାଲିଲେ କୌଣସି ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରି ମାନସିକ ଅସନ୍ତୋଷ ବୃଦ୍ଧିର କାରଣ ହେବ । ଆନୁଷ୍ଠାନିକ କିମ୍ବା ସାମାଜିକ ସ୍ତରରେ ସମ୍ମାନ ଲାଭ ଓ ପଦମର୍ୟ୍ୟାଦା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- “ଓଁ ବୁଂ ବୃହସ୍ପତୟେ ନମଃ”ଏହି ମନ୍ତ୍ରକୁ ପାଠ କରନ୍ତୁ

Related Topics
Explore more stories