Horoscope Today / ଏହି ରାଶି ପାଇଁ ମାସ ସାରା ଖରାପ
·2 months ago·3 min read

Key Points
ଆଜିର ରାଶିଫଳ ଖବର
ଏହି ରାଶି ପାଇଁ ମାସ ସାରା ଖରାପ
ଏହି ରାଶି ପାଇଁ ମାସ ସାରା ଖରାପ
ମେଷ-
ପ୍ରେମ ସମ୍ପର୍କ ମଜବୁତ ରହିବ । ଭଲ କଥା କହି ବନ୍ଧୁ ମନରେ ବିସ୍ୱାସ ଆଣିବେ । କର୍ମଜିବୀ ମାନଙ୍କ ପାଇଁ କର୍ମ କ୍ଷେତ୍ରରେ ଉନ୍ନତି ଆସିପାରେ । ଶିକ୍ଷାର୍ଥୀମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ଜମିବାଡି ସମ୍ପର୍କୀୟ ବିବାଦରୁ ମୁକ୍ତି ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ
ବୃଷ-
ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । କୌଣସି ବିଶିଷ୍ଠ ବ୍ୟକ୍ତିଙ୍କ ସହଯୋଗ ମନୋବଳକୁ ବଢେଇ ଦେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ପଇସାର ଅଭାବ ଦେଖାଯାଇପାରେ ଜ୍ଝ ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ
କର୍କଟ-
ପରୋକ୍ଷ ଶତୃତା ଦୈନିକ ଜିବନ ଚର୍ୟ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ । ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ । ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ସିଂହ-
ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା-
ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ
ତୁଳା-
ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ। ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ସାମାଜିକ ସହଯୋଗ ଲାଭ କରିବେ । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ
ବିଛା-
ବ୍ୟବସାୟରେ କୈାଣସି ପରିସି୍ଥତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ । ଚେଷ୍ଟା କରିଲେ ଅନ୍ୟକୁ ଦେଇଥିବା ଧନ ମିଳିପାରିବ । ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । ରାଜନିତିରେ ସାଧାରଣ କଥାକୁ କେନ୍ଦ୍ରକରି ମତ ପାର୍ଥକ୍ୟ ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୈାଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ , ବର୍ଗଙ୍କ ସହିତ ସଂପର୍କ ମଜବୁତ୍ ରହିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ
ମୀନ-
କଅଁଳ କଥା କହି କାମ ହାସଲ କରିବେ । ନୂତନ ଘର ତିଆରି, ଯାନବାହନ ମରାମତି, ଦୋକାନ ଉନ୍ନତିକରଣ କରିପାରିବେ । କର୍ମ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ସାମ୍ନା କରିବାକୁ ପଡିପାରେ । ପଡୋଶୀଙ୍କ ସହିତ ସମସ୍ୟାମୂଳକ ପରିସ୍ଥିତି ସୃଷ୍ଟି ହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର:

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories