Horoscope News / ଏହି ରାଶିର ବ୍ୟକ୍ତି ଗରିବ ଲୋକଙ୍କୁ ଦାନ ଧର୍ମ କଲେ ଶାନ୍ତି ପାଇବେ
·3 months ago·3 min read

Key Points
ମେଷ-
ପ୍ରସାଧନ ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ହେବ। ଜୀବନସାଥୀଙ୍କ ସହିତ ଜିନିଷ କିଣିବାକୁ ଯିବେ।

ପ୍ରସାଧନ ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ହେବ। ଜୀବନସାଥୀଙ୍କ ସହିତ ଜିନିଷ କିଣିବାକୁ ଯିବେ। କାର୍ଯ୍ୟକ୍ଷେତ୍ର ଓ ଘର ମଧ୍ୟରେ ଭାରସାମ୍ୟ ବଜାୟ ରଖିବାକୁ ଚେଷ୍ଟା କରିବେ। ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ
ବୃଷ-
ହାତକୁ ନେଇଥିବା କାମ ଅଟକିବ ନାହିଁ ଏବଂ ସେଥିରେ ଆଶାଜନକ ଫଳ ପାଇବେ । ସାମାଜିକ ଜୀବନରେ ଅନ୍ୟାୟ ବିରୋଧରେ ସ୍ୱର ଉଠାଇ ଶତ୍ରୁ ଅର୍ଜିବେ । ଅନିଦ୍ରା ଏବଂ ଅବହେଳା କାରଣରୁ ସ୍ୱାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- “ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ମିଥୁନ-
ବ୍ୟବସାୟୀଙ୍କ ଲାଗି ଦିନଟି ସାମାନ୍ୟ ରହିବ। ତାଳମେଳ ବଜାୟ ରଖନ୍ତୁ, ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ। ପ୍ରତିଯୋଗିତାମୂଳକ ପରୀକ୍ଷାର ପ୍ରସ୍ତୁତି କରୁଥିବା ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ। ରାଜନୈତିକ ସାହାଯ୍ୟର ସହଯୋଗ ମିଳିବ । ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ବନ୍ଧୁଙ୍କ କାର୍ଯ୍ୟକଳାପରେ ମନରେ ବିରକ୍ତି ଭାବ ସୃଷ୍ଟି ହୋଇପାରେ । ଉପରିସ୍ଥ ଅଧିକାରୀଙ୍କ ବଦାନ୍ୟତାରୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ । ପ୍ରତ୍ୟେକ କ୍ଷେତ୍ରରେ କୌଶଳ ପ୍ରୟୋଗ କରି କାର୍ଯ୍ୟ ହାସଲ କରିବାରେ ସମର୍ଥ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- “ଓଁ ଶ୍ରୀଂ କ୍ରୀଂ ଚଂ ଚନ୍ଦ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ସିଂହ-
ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । ଚାକିରିରେ ପଦୋନ୍ନତିର ଯୋଗ ଅଛି। ଆର୍ଥିକ ମାମଲାରେ ଜୀବନସାଥୀଙ୍କ ସହଯୋଗ ପାଇବେ। ଅଧୁରା କାମ ପୂରା କରିବା ପାଇଁ ଠିକ୍ ସମୟ। ସଭାସମିତିରେ ସୀମାରେ ନରହିଲେ ଆଗକୁ ଅସୁବିଧାର ସାମ୍ନା କରିବାକୁ ପଡିବ
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – କୁଳ ଦେବତାଙ୍କ ପୂଜା କରନ୍ତୁ
କନ୍ୟା-
ସାଧାରଣ କଥାରେ ଭୁଲ୍ ବୁଝାମଣା କାରଣରୁ ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଯାତ୍ରା ସମୟରେ ଅନ୍ୟମନସ୍କ ହେତୁ ଦ୍ରବ୍ୟ ନଷ୍ଟ ହେବାର ଆଶଙ୍କା ରହିଛି। ଅନ୍ୟମାନଙ୍କ ଭୁଲ୍ ଧାରଣା ଯୋଗୁ କର୍ମକ୍ଷେତ୍ରରେ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିପାରନ୍ତି। ଆର୍ଥିକ ସ୍ଥିତି ବଦଳିଯିବା କାରଣରୁ ଉଦ୍ବିଗ୍ନତା ବୃଦ୍ଧି ପାଇବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ତୁଳା-
ସହକର୍ମୀଙ୍କ ସହଯୋଗରେ କାମକୁ ଭଲଭାବେ ସଂପୂର୍ଣ୍ଣ କରିବେ। ଝିଅର ଉନ୍ନତିରେ ଘରୋଇ ପରିବେଶ ଉତ୍ସବମୁଖର ରହିବ। ଶିକ୍ଷକଙ୍କୁ ଭଲ ଅବସର ମିଳିବ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ। ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇପାରେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ବିଛା-
ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ସୁଦ୍ଧା ସମାଲୋଚିତ ହେବେ। ମାଲିମକଦ୍ଦମାରୁ ଚିନ୍ତା ବଢ଼ିଯିବ କିନ୍ତୁ ଆଇନର ସହାୟତା ଲାଭକରି କିଛିଟା ଆଶ୍ୱସ୍ତି ଲାଭ କରିବେ। ଶିଳ୍ପ , ବାଣିଜ୍ୟ, ପରିବହନ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ। କଳା, ସାହିତ୍ୟ, ସଂସ୍କୃତି, କ୍ରୀଡ଼ା, ସଙ୍ଗୀତ ପ୍ରଭୃତିରେ ସମସ୍ୟାର ଅନ୍ତ ଘଟିବାର ଆଶା କରାଯାଇପାରେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- “ଓଁ ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଧନୁ-
ଶରୀର ପ୍ରତି ଅବହେଳା ନକରି ଡାକ୍ତରଙ୍କ ପରାମର୍ଶ ନେବା ଉଚିତ୍ । ବେପାର ବୃତିରେ ସଫଳତା ହାସଲ କରିବେ । ଧନଲାଭ ସହିତ ଖର୍ଚ୍ଚ ବଢ଼ିବ। ସଂଯମ ବଳରେ ଅଶାନ୍ତିରୁ ବାହାରି ଆସିବେ। ବ୍ୟାବସାୟିକ ଚୁକ୍ତି ଫାଇନାଲ ହେବ। ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ
ମକର-
ପରିବାରର ବାଧ୍ୟବାଧକତାରେ ମନୋରଞ୍ଜନ ସମ୍ପର୍କିତ ଦ୍ରବ୍ୟ କ୍ରୟ କରିପାରନ୍ତି।ସମ୍ପର୍କୀୟଙ୍କ ସାହାଯ୍ୟ ନେଇ ଗୁରୁତ୍ୱପୂର୍ଣ୍ଣ କାମଟି ହାସଲ କରିବେ। ବନ୍ଧୁଙ୍କ ନିକଟରୁ ଅର୍ଥ ସାହାଯ୍ୟ ପ୍ରତିଶ୍ରୁତିଲାଭ କରି ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ସରକାରୀ ସ୍ତରରେ ଅଟକି ରହିଥିବା ସ୍ଥଗିତ କାମକୁ ବନ୍ଧୁଙ୍କ ଜରିଆରେ ତ୍ୱରାନ୍ବିତ କରିପାରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
କୁମ୍ଭ-
ପରିବାର ସହିତ ଭଲ ସମୟ କାଟିବେ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ। ବେପାରୀଙ୍କ ଲାଗି ସମୟ ଅନୁକୂଳ। ଦାମ୍ପତ୍ୟ ଜୀବନରେ ଖୁସି ଆସିବ। କୌଣସି ଖବର ଆପଣଙ୍କ ଖୁସିକୁ ଆହୁରି ବଢ଼େଇ ଦେବ । କୌଣସି ପୁରୁଣା ସାଙ୍ଗ ସ୍ମୃତିକୁ ମନେ ପକାଇବେ
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ
ମୀନ-
ଇଚ୍ଛା ନ ଥାଇ ମଧ୍ୟ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବାକୁ ପଡିପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସହମତିରେ କାମ କଲେ ଉପକୃତ ହେବେ । ପୁରାଣ ପଠନ ଏବଂ ଧର୍ମକାର୍ଯ୍ୟ ପ୍ରତି ଆଗ୍ରହୀ ହୋଇପାରନ୍ତି । ନିର୍ମାଣଧୀନ ଗୃହ କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories