Daily Horoscope / ଆଜିର ରାଶିଫଳ: ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତିରେ ମିଳିବ ସଫଳତା ! ବଢ଼ିବ ଦରମା, ମିଳିବ ସମ୍ମାନ
·1 hour ago·3 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ?
ଜାଣନ୍ତୁ...
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ?
ଜାଣନ୍ତୁ...
ମେଷ
ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି । ଛାତ୍ରଛାତ୍ରୀଙ୍କର ସ୍ମରଣ ଶକ୍ତି ବୃଦ୍ଧି ହେବା ସହ ପାଠପଢାରେ ମନ ଦେବେ । ଚାକିରିଆଙ୍କ ଦରମା ବୃଦ୍ଧି ହୋଇପାରେ । ରାଜନୀତିରେ ସମ୍ମାନ ପାଇବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ
ଅର୍ଥ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଲାଭ କରିବାର ସୌଭାଗ୍ୟ ପ୍ରାପ୍ତ ହେବେ । କାର୍ଯ୍ୟବ୍ୟସ୍ତତା କାରଣରୁ କୌଣସି ନିର୍ଦ୍ଦିଷ୍ଟ ସ୍ଥାନରେ ବେଶି ସମୟ ସ୍ଥିର ରହିପାରିବେ ନାହିଁ । ବନ୍ଧୁଙ୍କ ପ୍ରାୟୋଜିତ ଗୁଜବ ମନକୁ ଚହଲାଇ ଦେଇପାରେ । ଆନୁଷ୍ଠାନିକ କିମ୍ବା ସାମାଜିକ ସ୍ତରରେ ମଙ୍ଗଳଜନକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମିଥୁନ
କର୍ମଭାବରେ ଗୁରୁ ଆରୋଗ୍ୟଲାଭ, ପାରିବାରିକ ଶାନ୍ତି, କର୍ମାରମ୍ଭ ପାଇଁ ଖୁରାକି ଯୋଗାଇ ପାରନ୍ତି । ପରିସ୍ଥିତକୁ ସାମ୍ନା କରିବାକୁ ଯାଇ ଉପସ୍ଥିତି ବୁଦ୍ଧି ଯୋଗୁଁ ବିପଦ ମୁକ୍ତ ହେବେ । ଗତକାଲିର ଯୋଜନା ବଦଳାଇବା ପାଇଁ କଷ୍ଟ ସ୍ବୀକାର କରିବେ । ଅର୍ଥ ସମସ୍ୟା, ଯାନବାହନ, ନିର୍ମାଣ, ମାଙ୍ଗଳିକ କାର୍ଯ୍ୟରେ ବାଧା ଉପୁଜିପାରେ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ
ସାମୟିକ ସମସ୍ୟା ଆସିଲେ ମଧ୍ୟ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ଉପକୃତ ହେବେ । ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେଇ କାମ ହାସଲ କରିବେ । ପାଖ ପଡ଼ୋଶୀମାନଙ୍କ ନିମନ୍ତ୍ରଣ କ୍ରମେ ମନୋରଞ୍ଜନରେ ଆଗ୍ରହୀ ହେବେ । ଅଫିସିଆଲି କାମ ସକାଶେ ଅପରାହ୍ନରେ ଟେନ୍ସନ ବଢ଼ିପାରେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ଭୂବନେଶ୍ୱରୀଙ୍କ ମନ୍ତ୍ର ପାଠ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ
ଗୁରୁଜନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଅଧିକାଂଶ ସମୟ ଘର ସାଜସଜ୍ଜା କିମ୍ବା ମରାମତିରେ ସମୟ ଅତିବାହିତ କରିବେ । ପାରିବାରିକ ସମସ୍ୟା ସମାଧାନରେ ଟାଳଟୁଳ ନୀତି ଗ୍ରହଣ କରି ପଶ୍ଚାନ୍ତେ ଅନୁତାପ କରିବାକୁ ପଡିପାରେ । କଚେରୀ ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ମାଙ୍କଡକୁ ଫଳ ଖାଇବାକୁ ଦିଅନ୍ତୁ
କନ୍ୟା
ସମ୍ପର୍କୀୟଙ୍କୁ ସାହାଯ୍ୟ ସହ ଭଲ ପାଇବାକୁ କେନ୍ଦ୍ର କରି ପାରିବାରିକ ସମସ୍ୟା ଦେଖାଦେବ । ଅଫିସିଆଲି ଟେନ୍ସନ ଲାଗି ରହିବାରୁ ରକ୍ତଚାପ ବଢ଼ିପାରେ । ଧାର କରଜ କରି କାମ ତୁଲାଇ ନେବେ କିନ୍ତୁ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ । ନିଜର ଦାୟିତ୍ୱହୀନ କାରଣରୁ ଅପମାନିତ କିମ୍ବା ମନସ୍ତାପ କରିବାକୁ ପଡ଼ିବ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ତୁଳା
ରାଜନୈତିକତା ଉତ୍ପରତା ବଢିବା ନିଶ୍ଚିନ୍ତତା ଅନୁଭବ କରିବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ । ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ଉତ୍ତମ ଫଳ ପାଇବେ । ମହିଳାମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା
କର୍ମକ୍ଷେତ୍ର ଓ ପାରିବାରିକ ଜୀବନରୁ ପ୍ରତିବନ୍ଧକ କ୍ରମଶଃ ଦୂରେଇ ଯିବ । ବାକି ପଡ଼ିଥିବା ଅର୍ଥ ଆଦାୟ କରିବାରେ ବନ୍ଧୁମାନଙ୍କ ଅବଦାନ ଅବିସ୍ମରଣୀୟ ରହିବ। ବ୍ୟବସାୟରୁ ସଂଗୃହୀତ ଅର୍ଥ ଏକ ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟରେ ବ୍ୟୟିତ ହୋଇପାରେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଧନୁ

ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । କୃଷି ପଶୁରେ ଉନ୍ନତି ଓ ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ । କାରବାରରେ ଆପଣଙ୍କୁ ଲାଭ ହୋଇପାରେ । ରାଜନୈତିକତା ଉତ୍ପରତା ବଢିବ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ
ମକର
ଆପଣଙ୍କର ରୁକ୍ଷ ବାକ୍ୟାଳାପ ବନ୍ଧୁଙ୍କୁ ଆପଣେଇ ନେବାରେ ପ୍ରତିବନ୍ଧକ ସାଜିପାରେ । ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ । ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ପ୍ରତିବନ୍ଧକକୁ ଦୂରେଇବାରେ ଜଣେ ହିତାକାଂକ୍ଷୀ ସାହାଯ୍ୟ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ
ଗୃହ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇ ପଡିବେ । ମାନସିକ ସ୍ତରରେ ଉନ୍ନତି ଆସିବ । ସାସ୍କୃତିକ କାର୍ଯ୍ୟରେ ସମ୍ମାନିତ ହେବାର ଯୋଗ ରହିଛି । ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ସଞ୍ଚତ ଅର୍ଥ ବୃଦ୍ଧି ପାଇବା ସହିତ ଅନେକ କ୍ଷେତ୍ରରେ କିଛି ଅର୍ଥ ନିବେଶ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ଜପ କରନ୍ତୁ
ମୀନ
ଯେଉଁ କାମରେ ହାତ ଦେବେ ସଫଳତା ନିଶ୍ଚିତ । ଅଫିସିଆଲି ଟେନସନ୍ କିଛି ମାତ୍ରାରେ ଲାଗିରହିବ । ଆମଦାନୀ କାରବାର, ବ୍ୟବସାୟିକ କାରବାରରେ ଉନ୍ନତି ହେବ। ରାଜନୈତିକ ସ୍ଥିତି କିମ୍ବା ଆଇନ, ଅଦାଲତ ସମ୍ବନ୍ଧୀୟ କେତେକ ଦୁଶ୍ଚିନ୍ତା ମନକୁ ବିଷାଦିତ କରିବ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

Related Topics
Explore more stories