Today Zodiac Signs / ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ଭଲ ପଦ ପାଇପାରନ୍ତି...
·2 hours ago·3 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ?
ଜାଣନ୍ତୁ...
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ?
ଜାଣନ୍ତୁ...
ମେଷ
ପ୍ରେମ ଓ ସାଂସାରିକ ଜୀବନ ହସଖୁସିରେ କଟିବ । ନିଜ କାର୍ଯ୍ୟ ପାଇଁ ପ୍ରଶଂସିତ ହେବେ । ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବେ । ସାମ୍ୱାଦିକତା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତି ପାଦିତ କରିବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ମଧୁର କଥା ଦ୍ୱାରା ଅନ୍ୟମାନଙ୍କୁ ଖୁସି କରିବେ ।
ଶୁଭ ରଙ୍ଗ- - ଲାଲ୍
ଶୁଭ ସଂଖ୍ୟା ୯
ପ୍ରତିକାର – ମହାଦେବଙ୍କୁ କ୍ଷୀରାଭିଷେକ କରନ୍ତୁ
ବୃଷ
କର୍ମ କ୍ଷେତ୍ରରେ ନୀରବତା ଅବଲମ୍ବନ କରିବେ । କୌଣସି ବଡ଼ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ଶିକ୍ଷାର୍ଥୀମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରଶାସନ କ୍ଷେତ୍ରରେ ଶୁଭ ଫଳ ପାଇବେ । ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜୀବିକା ଅର୍ଜନରେ ସଫଳତା ଲାଭ ପାଇବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର- ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ
ବ୍ୟପାର ବୃତ୍ତିରେ ପ୍ରଗତି ହେବ । ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । କର୍ତୁପକ୍ଷ ଆପଣଙ୍କୁ କୌଣସି ବଡ଼ ଦାୟିତ୍ୱ ଦେବେ । ମହିଳାଙ୍କ ଭାଗ୍ୟ ଉଜ୍ଜଳ ହେବ । ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ପୂଜା ସହିତ ସହସ୍ର ନାମ ପାଠ କରନ୍ତୁ
କର୍କଟ
ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପାରିବାରିକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ
ସିଂହ
ନିସ୍ପଳତା ଓ ନିରାଶ ଭାବ ଦେଖାଦେବ । ବ୍ୟବସାୟରେ ସୌଜନ୍ୟ ହାନି ଘଟିବ । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ଅଫିସର ମାନଙ୍କର ଚାପ ବୃଦ୍ଧି ପାଇବ । କୌଣସି କାର୍ଯ୍ୟକୁ ନେଇ ଚିନ୍ତିତ ରହିବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା
ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ଦୁର୍ଘଟଣାର ସମ୍ଭାବନା ଅଛି, ସତର୍କ ରୁହନ୍ତୁ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର-ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା
ଆଶା କରିଥିବା ଦିଗରୁ ଅର୍ଥ ଓ ସମ୍ମାନ ମିଳିବ । ଦୂର ସ୍ଥାନକୁ ଯିବାର ସୁଯୋଗ ପାଇବେ । ଭଲକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଆଣିବେ ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । ବହୁଦିନରୁ ଅଟକି ରହିଥିବା କାମକୁ ପୂର୍ଣ୍ଣାଙ୍ଗ କରିପାରିବେ । ଆଇନ ସହୟତା ସାଙ୍ଗକୁ ବିଦେଶ ଯାତ୍ରା କରିବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା
ଘରୋଇ ଜୀବନ ସୁଖ, ଶାନ୍ତିମୟ ହେବ । କାର୍ଯ୍ୟରେ ନୂଆ ଉପାୟ ପ୍ରୟୋଗ କରିବାକୁ ଚେଷ୍ଟା କରିବେ । ମାନସିକ ଦୁଶ୍ଚିନ୍ତା ଟିକେ କମ୍ ରହିବ । ପେସାଦାର ବ୍ୟବସାୟୀ ମାନଙ୍କ ଠାରୁ ସାବଧାନ୍ ରୁହନ୍ତୁ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର-ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ
ଧନୁ
ନିଜର ଶକ୍ତି ଓ ସାମର୍ଥ ପାଇଁ ସୁନାମ ଅର୍ଜନ କରିବେ । କୌଣସି ବଡ଼ ଧରଣର ଯୋଜନା କାର୍ଯ୍ୟକାରୀ ହୋଇପାରେ । ପରୋକ୍ଷ ଷଡ଼ଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବେ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ପୂଜା ପାଠ କରନ୍ତୁ
ମକର
ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜି ବୁଲିବେ । ସବୁକାମ ଆପଣଙ୍କ ମନ ମୁତାବକ ସଂପୂର୍ଣ୍ଣ କରିବେ । କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ । ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ ।
ଶୁଭ ରଙ୍ଗ - ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର-ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ
କୁମ୍ଭ
କର୍ମକ୍ଷେତ୍ରରେ ଓ କୃଷି କ୍ଷେତ୍ରରେ ଉନ୍ନତି କରିବେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ପିଲାମାନେ ପାଠ ପଢାରେ ଅଗ୍ରସର ହୋଇ ପାରନ୍ତି । ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ
କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେବା କାରଣରୁ ଟେନସନ୍ କମିଯିବ । ମନର ଅସ୍ଥିରତା ହେତୁ ଆପଣଙ୍କ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ । ପରିବାରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ବାଣିଜ୍ୟ, ବ୍ୟବସାୟ, ଆନୁଷ୍ଠାନିକ କାମରେ ସାମାନ୍ୟ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର- କଦଳୀ ଗଛକୁ ଜଳ ପ୍ରଦାନ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories