Today Horoscope / ଆଜିର ରାଶିଫଳ: ଚାକିରିରେ ବଢ଼ିବ କାମର ଚାପ, ସ୍ୱାସ୍ଥ୍ୟ ପ୍ରତି ରୁହନ୍ତୁ ସତର୍କ
·13 mins ago·3 min read

Key Points
ଆଜି କେମିତି କଟିବ ଦିନ ?
ଜାଣନ୍ତୁ ଆପଣଙ୍କ ରାଶିର ଭାଗ୍ୟଫଳ
ଆଜି ଏହି ରାଶିଙ୍କ ପାଇଁ ଭଲ ଦିନ
ଜାଣନ୍ତୁ ଆପଣଙ୍କ ରାଶିର ଭାଗ୍ୟଫଳ
ଆଜି ଏହି ରାଶିଙ୍କ ପାଇଁ ଭଲ ଦିନ
ମେଷ
ଅଟକି ରହିଥିବା କାମଟି ସୁବିଧାରେ ସମ୍ପନ୍ନ ହେବ । ଆତ୍ମୀୟମାନଙ୍କ ଉପରେ ଭୁଲ୍ ବୁଝାମଣା ହେତୁ ପାରିବାରିକ ସମସ୍ୟା ବଢ଼ିପାରେ । ଆର୍ଥିକ ଦିଗଟି ବିଶେଷ ଭଲ ନ ରହିଲେ ମଧ୍ୟ କାମ ଅଟକି ରହିବ ନାହିଁ । ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ସାମିଲ୍ କରି ପ୍ରଶଂସିତ ହେବେ ।
ଶୁଭ ରଙ୍ଗ - ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ
ଅନ୍ୟମାନଙ୍କଠାରୁ ଶ୍ରଦ୍ଧା ଓ ସମ୍ମାନ ହାସଲ କରିବାର ମଉକା ମିଳିବ । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ବ୍ୟବସାୟରେ ପ୍ରତିହିଂସା ଲାଗି ରହିବ । କର୍ମ କ୍ଷେତ୍ରରେ ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ
ମିଥୁନ
ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ବ୍ୟସ୍ତ ହେବେ । କାହାରି କଥାରେ ପ୍ରଭାବିତ ହୋଇ ମୂଲ୍ୟହୀନ କାମରେ ମୁଣ୍ଡ ପୂରାଇପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସହମତିରେ କାମ କଲେ ଉପକୃତ ହେବେ । ପୁରାଣ ପଠନ, ସତ୍ସଙ୍ଗ ସାଙ୍ଗକୁ ଧର୍ମକାର୍ଯ୍ୟ ପ୍ରତି ଆଗ୍ରହୀ ହୋଇପାରନ୍ତି ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ
କର୍କଟ
ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାକୁ ନେଇ ମାନସିକ ଆଶ୍ୱସ୍ତି ଲାଭ କରିବେ । ସାମୟିକ ଭାବପ୍ରବଣତାରେ ହଜି ନ ଯାଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କଲେ ଉପକାର ମିଳିବ । ସଭାସମିତି, ମାଲିମକଦ୍ଦମା କଥା କିମ୍ବା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ
ଯେମିତି ଚାହୁଁଛନ୍ତି ସେମିତି କାମ ସମ୍ପନ୍ନ ହେବାରେ ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟିର ଆଶଙ୍କା ରହିଛି । ପରିବାରର ଅସଜଡ଼ା ପରିସ୍ଥିତିକୁ ପଡ଼ୋଶୀଙ୍କ ସହାୟତାରେ ସଜାଡ଼ି ନେବେ । ଯାତ୍ରା, ବାଣିଜ୍ୟ, ଭ୍ରମଣ ଶାନ୍ତିପ୍ରଦ ରହିବ ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ
କନ୍ୟା
କର୍ମକ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ଘରେ କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ନୂତନ ଜମି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ତୁଳା
ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । କଳା, ସାହିତ୍ୟ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ । ମାଲିମକଦ୍ଦମାରେ ବିଜୟୀ ହେବେ । ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବାର ସୁଯୋଗ ପାଇପାରିବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ବିଛା
ଘରେ ବନ୍ଧୁମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନରୁ ଖୁସି ହୋଇଯିବେ । ସାମାଜିକ ସ୍ତରରେ ସାଧାରଣ ସ୍ବାର୍ଥକୁ କେନ୍ଦ୍ରକରି କଳହର ସମ୍ମୁଖୀନ ହୋଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟର ମତକୁ ସମ୍ମାନ ଦେଲେ ଉପକୃତ ହେବେ । ଅତୀତରେ ଘଟିଯାଇଥିବା ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତାକରି ଚିନ୍ତିତ ରହିବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ
କର୍ମ ଜଞ୍ଜାଳ ବୃଦ୍ଧି ହେତୁ ସ୍ୱାସ୍ଥ୍ୟ ସମସ୍ୟା ବଢିଯାଇପାରେ । ଆର୍ଥିକ ଅଭିବୃଦ୍ଧି ସହ ଭୂସମ୍ପତ୍ତି ଲାଭ କରିପାରନ୍ତି । କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହି ନ ପାରେ, ଫଳତଃ ସ୍ବାସ୍ଥ୍ୟହାନିର ସମ୍ଭାବନା ରହଛି ।
ଶୁଭ ରଙ୍ଗ - ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ଗୋମତାଙ୍କୁ ସବୁଜ ଖାଦ୍ୟ ଏବଂ କିଛି ଗୁଣ୍ଡ ଖାଇବାକୁ ଦିଅନ୍ତୁ
ମକର
କର୍ମକ୍ଷେତ୍ରରେ ଫାଇଲ୍ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ପରିବାରରେ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ସାମୟିକ ଅସନ୍ତୁଷ୍ଟ ରହିପାରନ୍ତି । ଉଦାରତା ଓ ସହନଶୀଳତା ଗୁଣରୁ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ । ଅର୍ଥ ସାହାଯ୍ୟ ପାଇବେ ଏବଂ ଆଶା କରିଥିବା କୌଣସି ଖବର ପାଇ ଖୁସି ହେବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ

କୁମ୍ଭ
ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନକାରତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ସମ୍ମାନିତ ଲୋକଙ୍କ ସହ ମିଶିବେ । ବୟସ୍କ ବ୍ୟକ୍ତିଙ୍କ ସମର୍ଥନ ପାଇ ବ୍ୟବସାୟରେ ହରେଇଥିବା ଟଙ୍କା ଫେରି ପାଇପାରନ୍ତି । ଜୀବନସାଥୀଙ୍କ ସହିତ ସମୟ ବିତାଇବାକୁ ଭଲ ସୁଯୋଗ ପାଇବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ
ଶିଳ୍ପ, ବ୍ୟବସାୟ, ପରିବହନ, ଏଜେନ୍ସି ପରେ ଉନ୍ନତି କରିବେ । ପିଲାଙ୍କ ବିବାହ ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ । ସାଂସ୍କୃତିକ ଅନୁଷ୍ଠାନରେ ପ୍ରଶଂସନୀୟ କାମକରି ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଆକସ୍ମିକ ଭାବରେ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ହୋଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ

Related Topics
Explore more stories