Today Horoscope / ଆଜିର ରାଶିଫଳ: ଏହି ରାଶିର ବ୍ୟକ୍ତିଙ୍କ ସ୍ବାସ୍ଥ୍ୟବସ୍ଥାରେ ସମସ୍ୟା ଦେଖାଦେଇପାରେ
·10 months ago·3 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ ? କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...
ମେଷ
ନୂଆ, ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗିରହିବ । ଗତକାଲିଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ଅବଶ୍ୟ ହେବେ । ଲେଖା ପଢ଼ାରୁ, କଳା, ସାହିତ୍ୟରେ ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇବେ। ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ
ବୃଷ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ଦେଖାଦେଇପାରେ । ଆଳସ୍ୟଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି । କାହାକୁ କିଛି ନ କହିଲେ ମଧ୍ୟ ମନ ଭିତରଟା ବିଶେଷ ଭଲ ରହିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କଠାରୁ ଦୂରତା ରଖି କାମ କରିବା ଭଲ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
କର୍ମକ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ମନରେ ଭାବାନ୍ତର ସୃଷ୍ଟି କରିବ । ଦୁର୍ବଳତାରୁ ସ୍ବାସ୍ଥ୍ୟ ବିଗିଡ଼ିପାରେ କିନ୍ତୁ ବିଶେଷ ଅସୁବିଧା ହେବନାହିଁ । ବନ୍ଧୁଙ୍କ ସହାୟତାରେ ଭାଙ୍ଗିପଡ଼ିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବେ । ଟେନସନ୍ ଲାଗି ରହିପାରେ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ
ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ସୁଧୁରି ଯାଇପାରେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି । ଅଭିଳଷିତ ଜିନିଷ ପ୍ରାପ୍ତି ହେବା ସାଙ୍ଗକୁ ବନ୍ଧୁଙ୍କ ଆଦରଣୀୟ ହେବେ । ନିଜର ଲୋକମାନଙ୍କ କାର୍ଯ୍ୟକଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି।
ଶୁଭ ରଙ୍ଗ - ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ସିଂହ
ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଏକାଧାରେ ଅର୍ଥ, ସମ୍ମାନ ବିଭିନ୍ନ କ୍ଷେତ୍ରରୁ ଲାଭ କରିବାର ସୁଯୋଗ ପାଇବେ । ବନ୍ଧୁ ମିଳନ ସାଙ୍ଗକୁ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପରିବହନାଦି ମଧ୍ୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା

କେତେ ଗୁଡିଏ ମହତ୍ୱପୂର୍ଣ୍ଣ କାର୍ଯ୍ୟର ପରିବର୍ତ୍ତନ ହୋଇ ଆପଣଙ୍କ ଆର୍ଥିକ ସ୍ଥିତି ବହୁତ ଭଲ ରହିବ । ପ୍ରତ୍ୟେକ କ୍ଷେତ୍ରରେ ସମ୍ମାନ ଓ ସହାନୁଭୂତି ଲାଭ କରିବେ । ଆଇନ ଅଦାଲତ, କଳା, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ କ୍ଷେତ୍ର ଭଲ ରହିବ । ଜମିଜମା, କଳ କାରଖାନା, ହୋଟେଲ ଶିଳ୍ପ, ରେଷ୍ଟୁରାଣ୍ଟ ପ୍ରଭୃତିରେ ସମସ୍ୟା ସମାଧାନ ହୋଇଯିବ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ
ତୁଳା
ଘର ସକାଶେ, ଜମିଜମା କ୍ରୟ ହେତୁକ କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । କ୍ରୀଡ଼ା, ସଙ୍ଗୀତ, କଳା କିମ୍ବା ସାହିତ୍ୟ ଚର୍ଚ୍ଚାଦିରେ ସଫଳତା ପାଇପାରିବେ । ଆକସ୍ମିକ ଭାବରେ ମୋଟାଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ
ବିଛା
ଦୁର୍ବଳତା କାରଣରୁ ପରିବେଶରେ କିଛି ଗଡ଼ବଡ଼ ସୃଷ୍ଟି ହେବା କାରଣରୁ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ। କର୍ମ କ୍ଷେତ୍ରରେ ବାଧା ଉପୁଜିବ। ସାମନାରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପଡ଼ୋଶୀ ସହଯୋଗରୁ କୌଣସି କାମ ଅଟକିବ ନାହିଁ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ
ଆଶା ଓ ଅଭିଳାଷ ପୂରଣ ହେବ। ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ଖୁସି ହେବେ । ଶିଳ୍ପ, ସାମ୍ବାଦିକତା, ପରିବହନ, ବାଣିଜ୍ୟରେ ଲାଭ ଆଶାନୁରୂପ ପାଇପାରିବେ । ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । ସବୁ କଥାରେ ନରମି ରହି ପାରିଲେ ହିଁ ସୁଫଳ ପାଇବେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ଭୋଗ ଲଗାନ୍ତୁ
ମକର
ପରିସ୍ଥିତି ପ୍ରତି ସଚେତନ ରହି କାମ କରିବାରେ ସଫଳ ହେବେ । କୁଟୁମ୍ବ ଲୋକଙ୍କ ସହ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ରହିଲେ ମଧ୍ୟ କିଛି କହିପାରିବେ ନାହିଁ । ସଭା ସମିତିରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ରାଜନୀତି, ସାଙ୍ଗଠନିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର୍ଯ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ
ପାରିବାରିକ ଅଶାନ୍ତି କ୍ଷେତ୍ରରେ ଭୁଲ୍ ବୁଝାମଣା ପ୍ରଧାନ କାରଣ ହେବ। ବନ୍ଧୁଙ୍କ ସହ ଭାଙ୍ଗି ପଡ଼ିଥିବା ସମ୍ପର୍କ ଯୋଡ଼ି ହୋଇଯାଇପାରେ। ଅବଶ୍ୟ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ, ତଥାପି କାମ ଅଟକିବ ନାହିଁ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ
କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଇପାରନ୍ତି । ପାରିବାରିକ ସ୍ଥିତି ପ୍ରାୟତଃ ପୂର୍ବପରି ରହିବ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ନିୟନ୍ତ୍ରଣାଧୀନ ରହିବ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – କୌଣସି ବ୍ରାହ୍ମଣର ସେବା କରନ୍ତୁ

Related Topics
Explore more stories