Horoscope / କେମିତି କଟିବ ଆଜିର ଦିନ ? ଜାଣନ୍ତୁ କ'ଣ କହୁଛି ଆପଣଙ୍କ ରାଶି...
·1 hour ago·3 min read

Key Points
ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ, କିନ୍ତୁ ଏଥିପାଇଁ ଟଣା ଓଟରା ଲାଗିପାରେ । ବିବାଦୀୟ ଘଟଣାରେ ଶତ୍ରୁଠାରୁ ଦୂରେଇ ରହି କାମ କରିବା ଭଲ ହେବ ।
ମେଷ-
ସ୍ଥିର ମନ ନେଇ କାମ କଲେ ସମସ୍ୟାର ସମାଧାନ ହେବ । ଈର୍ଷା ପରାୟଣ ହୋଇ ଆତ୍ମୀୟମାନେ ଶତ୍ରୁତା କରିପାରନ୍ତି । ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ ଏବଂ ପ୍ରତିଯୋଗିତା, ଯାତ୍ରା ପ୍ରଭୃତିରେ ଲକ୍ଷ୍ୟ ହାସଲ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ସୂର୍ଯ୍ୟଦେବଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବୃଷ-
ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କାରବାର ସଙ୍କୁଚିତ ହେବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ । ବିଦ୍ୟାର୍ଥୀ ମାନେ ପଢ଼ାପଢ଼ିରେ ମନ ନିବେଶ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ମିଥୁନ-
ଅଧିକାଂଶ କାମରେ ପାରିବାରିକ ପ୍ରତିରୋଧ ମଧ୍ୟ କାମକୁ ବିଶୃଙ୍ଖଳିତ କରିପାରେ । ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟ ସ୍ଥଳକୁ ଯିବାରେ ଅସୁବିଧାର ସମ୍ମୁଖୀନ ହେବେ । ଘର ମାଲିକଙ୍କ ସହ ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୌଖିନ ଦ୍ରବ୍ୟ ସଂଗ୍ରହ କରିବେ । ଗୋଡ଼ରେ କିଛି ସମସ୍ୟା ଦେଖାଦେବ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷଟିଏ କିଣିକି ଆଣିବାରେ ସମର୍ଥ ହେବେ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ
ସିଂହ-
ପରିବାରରେ ତିକ୍ତ ସମ୍ପର୍କ ଉଭେଇ ଯିବ, ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ । ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ, କିନ୍ତୁ ଏଥିପାଇଁ ଟଣା ଓଟରା ଲାଗିପାରେ । ବିବାଦୀୟ ଘଟଣାରେ ଶତ୍ରୁଠାରୁ ଦୂରେଇ ରହି କାମ କରିବା ଭଲ ହେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସନ୍ଦେହ ଓ ସମସ୍ୟାକୁ ସୁଧାରି ନେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ମାତଙ୍ଗିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତା ଯୋଗୁ କାମ ଗୁଡ଼ିକ ସହଜ ହୋଇଯିବ । ଗୃହିଣୀ ମାନେ ଗୃହ ଉପକରଣ ସଂଗ୍ରହ କରି ପାରନ୍ତି । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ହରିଡ଼ା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ତୁଳା-
କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ପାରିବାରିକ କ୍ଷେତ୍ର, ନୂତନ ଯୋଜନାରମ୍ଭ ଓ ବନ୍ଧୁ ମିଳନରୁ ଖୁସି ରହିପାରନ୍ତି । ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ । ସାମୟିକ ପ୍ରତିବନ୍ଧକଜନିତ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ମିଠା ଦହି ଖାଇ ଘରୁ ବାହାରନ୍ତୁ
ବିଛା-
କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି । ଶରୀର ପ୍ରତି ଅବହେଳା ନକରି ଡାକ୍ତରଙ୍କ ପରାମର୍ଶ ନେବା ଉଚିତ୍ । କ୍ୟାରିୟରେ ନୂଆ କିର୍ତ୍ତୀ ମାନ ସ୍ଥାପନ କରିବେ । ନୃତ୍ୟ ଆଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । କୌଣସି ସହପାଠୀ ଆପଣଙ୍କର ସାହାଯ୍ଯ ଆଶା କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ-
ଅର୍ଥ ସମ୍ବନ୍ଧୀୟ କାରବାରରେ ବନ୍ଧୁ ସହିତ ମନୋମାଳିନ୍ୟ ଘଟିବାର ଆଶଙ୍କା ରହିଛି । ସାମୟିକ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ । ଶିଳ୍ପ, ବାଣିଜ୍ୟ, ପରିବହନ, ବ୍ୟବସାୟ ଏବଂ ଦୂର ଯାତ୍ରା ସକାଶେ ଦିନଟି ମନ୍ଦ ନୁହେଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । କୌଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ । ସନ୍ତାନ ଚିନ୍ତା ଦେଖା ଦେଇପାରେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଖାଲି ସମୟରେ ଆପଣଙ୍କ ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଦକ୍ଷିଣକାଳୀଙ୍କୁ ପୂଜା କରନ୍ତୁ
କୁମ୍ଭ-
ବନ୍ଧୁଙ୍କ ସାକ୍ଷାତରୁ ଉପକୃତ ହୋଇପାରନ୍ତି । ଅନ୍ୟମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି । ଅଫିସ୍ରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ । କାର୍ଯ୍ୟହାନି ହେତୁ କିମ୍ବା ପରୋକ୍ଷ ଶତ୍ରୁତାରୁ ମନ ଠିକ୍ ରହି ନ ପାରେ । ଦୀର୍ଘ ଦିନରୁ ଅପେକ୍ଷା କରିଥିବା ଖବରଟି ଅପରାହ୍ନରେ ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ସାତଟି ଗୋଲ ମରିଚ ନୀଳ କପଡ଼ାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ
ମୀନ-
ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । କର୍ମ କ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ପଡ଼ୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ଚାକିରିଆ ମାନେ ଉପରିସ୍ଥ ମାନଙ୍କର ଶ୍ରଦ୍ଧା ଲାଭ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories