Horoscope / କେମିତି କଟିବ ଆଜି ? ସତର୍କ ରୁହନ୍ତୁ ଏହି ୫ ରାଶିର ବ୍ୟକ୍ତି ବିଶେଷ
·1 hour ago·4 min read

Key Points
ବିଭିନ୍ନ ଦିଗରୁ ଅର୍ଥ ରୋଜଗାର କରିବେ ଏବଂ ପାରିବାରିକ ସ୍ଥିତିରେ ଉନ୍ନତି ଦେଖା ଦେବ । ଶତ୍ରୁମାନେ ସେମିତି କିଛି ଅସୁବିଧା କରି ପାରିବେନି ।
ମେଷ-
ପ୍ରେମ ସମ୍ପର୍କ ମଜଭୁତ୍ ରହିବ । ଭଲ କଥା କହି ବନ୍ଧୁ ମନରେ ବିଶ୍ଵାସ ଆଣିବେ । କର୍ମଜୀବୀ ମାନଙ୍କ ପାଇଁ କର୍ମ କ୍ଷେତ୍ରରେ ଉନ୍ନତି ଆସିପାରେ । ଶିକ୍ଷାର୍ଥୀ ମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଜମିବାଡ଼ି, ସମ୍ପର୍କୀୟ ବିବାଦରୁ ମୁକ୍ତି ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ
ବୃଷ-
ଅନ୍ୟମାନଙ୍କ ଭୁଲ୍ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ । ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତା, କଳା, ସଙ୍ଗୀତ କ୍ଷେତ୍ରରୁ ସୁଫଳ ମିଳିବ । କ୍ରୟ, ବିକ୍ରୟ କ୍ଷେତ୍ରରେ ସତର୍କ ନହେଲେ ଠକାମିରେ ପଡ଼ି ପାରନ୍ତି । ଏକାଧାରରେ ଶାରୀରିକ ଓ ମାନସିକ ଅସୁସ୍ଥତା ବଶତଃ କେତେକ କାମ ସ୍ଥଗିତ ରହିଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ଗୃହରେ କୌଣସି ବ୍ୟକ୍ତିଙ୍କ ଠାରୁ ସୁ-ସମ୍ବାଦ ପାଇବେ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ପଇସାର ଅଭାବ ଦେଖାଯାଇପାରେ । ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶ ଯିବାର ସୁଯୋଗ ରହିଛି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ
କର୍କଟ-
ବାକି ପଡ଼ିଥିବା ଅର୍ଥ ଆଦାୟରେ ସକ୍ଷମ ହେବେ । ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟ ପୂରଣ ହୋଇଯିବ । ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବାରେ ଆପଣଙ୍କ କୌଶଳପୂର୍ଣ୍ଣ କାର୍ଯ୍ୟକଳାପ ସହାୟକ ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ଚୁପ୍ଚାପ ହୋଇ ବସି ରହିବା ଅପେକ୍ଷା କିଛି କରିବା ଠିକ୍ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ମା ଭୂବନେଶ୍ଵରୀଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ନିଜର ମୂଲ୍ୟବାନ ବାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା-
ଶାରୀରିକ ଓ ମାନସିକ ସ୍ଥିତି ଭଲ ରହିବ । ବିଭିନ୍ନ ଦିଗରୁ ଅର୍ଥ ରୋଜଗାର କରିବେ ଏବଂ ପାରିବାରିକ ସ୍ଥିତିରେ ଉନ୍ନତି ଦେଖା ଦେବ । ଶତ୍ରୁମାନେ ସେମିତି କିଛି ଅସୁବିଧା କରି ପାରିବେନି । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା ଓ ସାମ୍ବାଦିକତା କ୍ଷେତ୍ରରୁ ଶୁଭ ଫଳ ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କିଛି ଖାଦ୍ୟ ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ
ତୁଳା-
ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ, ଆୟ ଅବ୍ୟାହତ ହେବ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ସାମାଜିକ ସହଯୋଗ ଲାଭ କରିବେ । ନେତା ବା ଉଚ୍ଚ ପଦସ୍ଥ ଅଧିକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶ୍ରୀ ଭାର୍ଗବୀଙ୍କ ଫଟୋକୁ ପୂଜା କରନ୍ତୁ
ବିଛା-
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ପ୍ରତିହତ କରିବାର ସାମର୍ଥ୍ୟ ରହିବ । ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିବେ। କାର୍ଯ୍ୟ ସାଧନ ପରିସରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ-
ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । ଗଣମାଧ୍ୟମ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
ସମସ୍ୟା ସମାଧାନ ପାଇଁ ଯେତେ ଚେଷ୍ଟା କଲେ ମଧ୍ୟ ଅସଫଳ ହେବେ । ପରିବାରରେ ଗୋଳମାଳିଆ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି । ପିଲାଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୂଆଁଇବାକୁ ପଡ଼ିପାରେ । ବନ୍ଧୁଙ୍କ ଅନୁରୋଧ କ୍ରମେ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦର ଅନୁଭବ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ
କୁମ୍ଭ-
ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୌଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ, ବର୍ଗଙ୍କ ସହିତ ସଂପର୍କ ମଜଭୁତ ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ
ମୀନ-
କର୍ମକ୍ଷେତ୍ରରେ ଠିକ୍ ଓ ଯୁକ୍ତିଯୁକ୍ତ କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ । ଅନ୍ୟାୟ ବିରୋଧରେ ସ୍ବର ଉଠାଇ ପରୋକ୍ଷ ଶତ୍ରୁତା ସୃଷ୍ଟି କରିପାରନ୍ତି । ପରିଜନଙ୍କ ସ୍ବାସ୍ଥ୍ଯ ସମସ୍ୟା ଜନିତ ମନ ବିଚଳିତ ରହିବ । ଏଜେନ୍ସି, ସାମ୍ବାଦିକତା, ରାଜନୀତି, କର୍ମାରମ୍ଭ, କଳା ଓ ସାହିତ୍ୟ ପ୍ରଭୃତିରୁ ସୁଫଳ ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- “ଓଁ ବୁଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପାଠ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories