Today Horoscope / ସଜବାଜରେ ବଦଳିବ ଏହି ରାଶିଙ୍କ ଭାଗ୍ୟ; ଏମାନେ ଆଜି ବନ୍ଧୁଙ୍କୁ ଭେଟିବେ
·2 hours ago·4 min read

Key Points
ଆଜି ସଜବାଜରେ କେମିତି କଟିବ ଆପଣଙ୍କ ଦିନ
ପଢନ୍ତୁ ଆଜିର ଭାଗ୍ୟଫଳ, ରୁହନ୍ତୁ ସତର୍କ
ପଢନ୍ତୁ ଆଜିର ଭାଗ୍ୟଫଳ, ରୁହନ୍ତୁ ସତର୍କ
ମେଷ-
କୌଣସି ଜରୁରୀ କାମରେ ବନ୍ଧୁର ସାହାଯ୍ୟ ପାଇବେ । ଆର୍ଥିକ ସ୍ଥିତିରେ ସ୍ଥିରତା ବଜାୟ ରହିବ । ବ୍ୟବସାୟରେ ଉନ୍ନତି ହେବ । ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ପରିଣାମ ନେଇ ଆସିବ । ସମାଜରେ ଆପଣଙ୍କର ମାନ ସମ୍ମାନ ବଢ଼ିବ । ଜୀବନସାଥୀ ସହିତ ଆପଣଙ୍କ ସମ୍ବନ୍ଧ ବହୁତ ଭଲ ହେବ । ଦୈନିକ କାମରେ ଆପଣଙ୍କୁ ପୂର୍ଣ୍ଣରୂପେ ସଫଳତା ମିଳିବ । ଧନଲାଭର ସମ୍ଭାବନା ଅଛି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବୃଷ-
ଭୁଲ୍ ବୁଝାମଣାରୁ ପାରିବାରିକ କଳହର ସମ୍ଭାବନା ରହିଛି । ଯାତ୍ରା କାଳରେ କୌଣସି ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ । ଗୃହ ସଜ୍ଜାରେ ମନୋନିବେଶ କରିବା ସହ ବନ୍ଧୁଙ୍କ ଜରିଆରେ ଦ୍ରବ୍ୟଲାଭ କରି ଖୁସି ହେବେ । ମାଲିମକଦ୍ଦମାରେ ସଫଳତା ମିଳିବା ସାଙ୍ଗକୁ ପ୍ରଶାସନିକ ସ୍ତରରେ ଆଲୋଚନା ମଧ୍ୟ ଫଳପ୍ରଦ ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା' ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ଆପଣଙ୍କ ମନ ସାମାଜିକ କାର୍ଯ୍ୟ ଆଡ଼କୁ ରହିବ। ଆର୍ଥିକ ଲାଭ ପାଇଁ ଅଧିକ ପରିଶ୍ରମ କରନ୍ତୁ । ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ପରିବାର ଲୋକଙ୍କ ମଧ୍ୟରେ ସୌହାର୍ଦ୍ଦ ବଢ଼ିବ । କାହାରି ସହିତ କଥା ହେବା ସମୟରେ ନିଜର ଭାଷା ଉପରେ ସଂଯମତା ରକ୍ଷା କରନ୍ତୁ। କୌଣସି ନୂଆ କାମ ଶିଖିବାରେ ଅବସର ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦତ୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ-
ଦିନର ଅଧିକାଂଶ ସମୟ ସମସ୍ୟା ଭିତରେ ଗତି କରୁଥିବାରୁ ଅନ୍ୟମନସ୍କ ରହିପାରନ୍ତି । ବିବାଦୀୟ ପରିସ୍ଥିତିରେ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜିପାରେ । ପଡ଼ୋଶୀ କଣ୍ଟାବାଡ଼ରେ ଲୁଗାଛାଟି କଳି କରିବାର ଉପକ୍ରମ କରିପାରନ୍ତି । ପିଲାଙ୍କ ସ୍ଵାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ରହିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ
ସିଂହ-
ବ୍ୟବସାୟରେ ଆପଣଙ୍କୁ ଲାଭ ମିଳିପାରେ । କାହାରି ସହିତ ଯୁକ୍ତିତର୍କ କରନ୍ତୁ ନାହିଁ । ସନ୍ଧ୍ୟାରେ ପରିବାରର କାହାରି ସହିତ ମହତ୍ଵପୂର୍ଣ୍ଣ ବିଷୟରେ ଆଲୋଚନା କରିବେ । ଭାବିଥିବା କାମ ନିର୍ଦ୍ଧାରିତ ସମୟରେ ପୂରା ହୋଇଯିବ । କୌଣସି କ୍ଷେତ୍ରରେ ନିବେଶ କରିବାକୁ ଚାହୁଁଥିଲେ ଅନୁଭବୀ ବ୍ୟକ୍ତିଙ୍କର ପରାମର୍ଶ ନିଅନ୍ତୁ । ଦାମ୍ପତ୍ୟ ଜୀବନରେ ଖୁସି ଆସିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ସାଧାରଣ କଥାରେ ବାଦବିବାଦ, ଧନହାନି ଓ ବିଭିନ୍ନ ସମସ୍ୟା ଭିତରକୁ ଟାଣି ହୋଇ ପାରନ୍ତି । ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ଵନା ମିଳିବା ସାଙ୍ଗକୁ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ । ଶିଳ୍ପ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀବିଷ୍ଣୁଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ତୁଳା-
ବ୍ୟବସାୟରେ ଆପଣଙ୍କୁ ଲାଭ ମିଳିପାରେ । କାହାରି ସହିତ ଯୁକ୍ତିତର୍କ କରନ୍ତୁ ନାହିଁ । ସନ୍ଧ୍ୟାରେ ପରିବାରର କାହାରି ସହିତ ମହତ୍ଵପୂର୍ଣ୍ଣ ବିଷୟରେ ଆଲୋଚନା କରିବେ। ଯାହା ବି କାମ କରିବାକୁ ଚାହିଁବେ ତାହା ଆରାମରେ ହେବ । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ । ଅନ୍ୟମାନଙ୍କ ଆଗରେ ନିଜର କଥା ସ୍ପଷ୍ଟଭାବରେ କହନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ବିଛା-
ସମସ୍ତ ସୁବିଧା ଥାଇ ମଧ୍ୟ କାମ ହାସଲରେ ବାଧା ଉପୁଜିବ । ଦୀର୍ଘଦିନରୁ ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ ବିଫଳତାକୁ ନେଇ ଚିନ୍ତିତ ରହିବେ । କୌଣସି ବିବାଦୀୟ ବିଷୟ ସକାଶେ ପାଖ ପଡ଼ୋଶୀମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି । ପରିସ୍ଥିତିବଶତଃ କାମ ଚାପରେ ନିଜକୁ ଆଡ୍ଜଷ୍ଟ କରିବାକୁ ବାଧ୍ୟ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଭୋକିଲା ଲୋକଙ୍କୁ ଖାଇବାକୁ ଦିଅନ୍ତୁ
ଧନୁ-
ଆପଣଙ୍କୁ ବଢ଼ିଆ ଅବସର ମିଳିବ । ଆପଣଙ୍କ ବୁଦ୍ଧି ବିବେକରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ । କୌଣସି ନୂଆ ଲୋକଙ୍କ ସହିତ ଜଣାଶୁଣା ହେବ । ଛାତ୍ରଛାତ୍ରୀଙ୍କର ଆତ୍ମବିଶ୍ବାସ ଉଚ୍ଚା ରହିବ । ନିଜର କାମ ନିର୍ଦ୍ଧାରିତ ସମୟରେ ପୂରା କରିବାରେ ସଫଳ ହେବେ । ମାଆଙ୍କ ସ୍ଵାସ୍ଥ୍ୟରେ ସୁଧାର ହେବ । କାରବାରରେ ଉଠିବା ପଡ଼ିବାର ସ୍ଥିତି ବନିବ । ପ୍ରେମୀ ଯୁଗଳଙ୍କ ସମ୍ବନ୍ଧରେ ମଧୁରତା ଆସିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ମକର-
କଳେବଳେ କୌଶଳେ ଅର୍ଥ ପାଇବା ସକାଶେ ଚେଷ୍ଟା କରି ଆଶାକୁ ଚରିତାର୍ଥ କରିପାରନ୍ତି । ଅସୁବିଧାରେ ପଡିଥିବା ଲୋକଟି ପ୍ରତି ଦୟାଭାବ ପୋଷଣ କରି ପ୍ରଶଂସା ଭାଜନ ହେବେ । ସହକର୍ମୀଙ୍କ ସାହାଯ୍ୟ ବିନା କାମ ହାସଲ କଷ୍ଟକର ହେବ । ପାରିବାରିକ ସୁଖ, ସୌହାର୍ଦ୍ଦ୍ୟ ମଧ୍ୟରେ ଦୈନନ୍ଦିନ ଜୀବନଯାତ୍ରା ସୁରୁଖୁରୁରେ ଅତିବାହିତ ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ଆପଣଙ୍କର ଆର୍ଥିକ ପକ୍ଷ ସୁଦୃଢ଼ ରହିବ । ଛାତ୍ରଛାତ୍ରୀ କୌଣସି ପ୍ରତିଯୋଗୀ ପରୀକ୍ଷା ପାଇଁ ତିଆରି କରିବେ । ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରହିବ । ପାରିବାରିକ ସମ୍ବନ୍ଧରେ ମଧୁରତା ବଢ଼ିବ । ଆପଣଙ୍କ ମନରେ ନୂଆ ନୂଆ ବିଚାର ଆସିବ । କାହାରି ସହିତ ତର୍କବିତର୍କ କରନ୍ତୁ ନାହିଁ । ଆୟ ବୃଦ୍ଧି ହେବାର ସମ୍ଭାବନା ଅଛି । ପାରିବାରିକ ସମ୍ବନ୍ଧରେ ମଧୁରତା ବଢ଼ିବ । ଖର୍ଚ୍ଚ ବଢ଼ିପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ-
ଭୁଲ୍ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ରରେ ସମସ୍ୟା ମନକୁ ଆନ୍ଦୋଳିତ କରିବ । ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ କିନ୍ତୁ ଋଣ ପରିଶୋଧର ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ । ପରିସ୍ଥିତି ବଶତଃ ଦୁଇ ପଇସା ଜାଗାରେ ଛ’ପଇସା ଖର୍ଚ୍ଚ କରିବେ । ସଭାସମିତିରେ ସମ୍ମାନିତ ହେବେ କିନ୍ତୁ ବହୁତ କଷ୍ଟ ସ୍ବୀକାର କରିବାକୁ ପଡିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଧାର୍ମିକ ସ୍ଥଳୀରେ ଡାଲି , ଚାଉଳ ଦିଅନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories