Daily Odia Horoscope / ଆଜିର ରାଶିଫଳ; ଏମାନଙ୍କର ଅଛି ଭ୍ରମଣ ଯୋଗ; ଏହି ରାଶି କିଛି ମିଠା ଖାଇ ଘରୁ ବାହାରନ୍ତୁ
·1 hour ago·3 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ
ଜାଣନ୍ତୁ ଆଜି କଣ କହୁଛି ଆପଣଙ୍କ ଭାଗ୍ୟ
ଏମାନଙ୍କ ଅଛି ଭ୍ରମଣ ଯୋଗ
ଜାଣନ୍ତୁ ଆଜି କଣ କହୁଛି ଆପଣଙ୍କ ଭାଗ୍ୟ
ଏମାନଙ୍କ ଅଛି ଭ୍ରମଣ ଯୋଗ
ମେଷ-
ଘରୋଇ ସମସ୍ୟା ସାଙ୍ଗକୁ ବ୍ୟବସାୟରେ ପ୍ରତିବନ୍ଧକଜନିତ ଟେନ୍ସନ ଲାଗି ରହିବ । କର୍ମକ୍ଷେତ୍ରର ଜଣେ ବନ୍ଧୁଙ୍କ ସହାୟତାରେ କାର୍ଯ୍ୟ ହାସଲ କରିବେ । ପୂର୍ବ ସ୍ଥିରୀକୃତ ଯୋଜନା ପ୍ରକାରେ କୌଣସି ନୂତନ କର୍ମାରମ୍ଭ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ
ବୃଷ-
ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ପିଲାମାନେ ପଢାପଢିରେ ଅବହେଳା କରିପାରନ୍ତି । କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳାମାନେ ସନ୍ତାନଙ୍କ ଚିନ୍ତାରେ ରହିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ
ମିଥୁନ-
ସହାନୁଭୂତିର ସହ ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ଵିତ କରିବେ। ସ୍ଵାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ମଧ୍ୟ ସୂଚନା ରହିଛି । ମାଲି ମକଦ୍ଦମାରେ ସ୍ଥିତି ଅନୁକୂଳ ହେବ ଓ ଅଦାଲତର ରାୟ ସପକ୍ଷରେ ଯିବ । ଶତ୍ରୁଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରୀ ପାଠ କରନ୍ତୁ
କର୍କଟ-
କର୍ମକ୍ଷେତ୍ରରେ ଯେଉଁ କାର୍ଯ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଶତୃ ମାନଙ୍କ ଚକ୍ରାନ୍ତ ଓ କାର୍ଯ୍ୟକଳାପ ଆପଣଙ୍କୁ ଦୁଃଖି କରିପାରେ । ବାଦବିବାଦ ସୃଷ୍ଟି ହୋଇ ପରେ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ
ସିଂହ-
ସମସ୍ୟାବହୁଳ ପରିସ୍ଥିତି ରହିଥିଲେ ମଧ୍ୟ କୌଶଳରେ ସବୁ ସୁଧାରି ନେବେ । ବ୍ୟବସାୟରେ ନୂତନ ଦିଗନ୍ତ ସୃଷ୍ଟି ହେବ ଏବଂ ଆଶାର ଆଲୋକ ନିଶ୍ଚିତ ଦେଖିବେ । ଅଯଥା ତର୍କ ନ କରି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ପାଇ ମନ ସାମୟିକ ହାଲୁକା ହୋଇଯିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ
କନ୍ୟା-
ରୋଗୀ ମାନଙ୍କ ଅସୁସ୍ଥତା କମି ଯାଇପାରେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ଯ୍ୟ ଅବସ୍ଥା ଅନୁକୂଳ ହେବ । ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ମହିଳା ମାନେ ବନ୍ଧୁଙ୍କ ସହିତ ସମୟ କାଟିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ତୁଳା-
ପାରିବାରିକ କ୍ଷେତ୍ର ସହୃଦୟତାପୂର୍ଣ୍ଣ ରହିବ। ଶିଳ୍ପ, ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ଲାଭବାନ ହେବେ । ଅବଶ୍ୟ ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍ ଦେଲେ ଯାତ୍ରା ସଫଳ ହେବ । ସ୍ଵାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ସତ କିନ୍ତୁ ଅବହେଳା ଜନିତ କୈାଣସି ଉପଚାର କରିନପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ପିଲାମାନେ ପରିଶ୍ରମ କରି ମଧ୍ୟ ବିଫଳ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ । ଦୂର ଜାଗାକୁ ସ୍ଥାନାନ୍ତର ହେଲେ ମଧ୍ୟ ସମ୍ମାନ ଓ ପଦବୀରେ ଉନ୍ନତି ଆସିପାରେ । ଗୃହିଣୀମାନଙ୍କ ପାଇଁ ଦିନଟି ଶୁଭପ୍ରଦ ରହିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ଧନୁ-
ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ଅସନ୍ତୋଷ ସୃଷ୍ଟି କରିବ । ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ । ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ତଥାପି କାମର ଚାପ ବହୁତ ବଢିଯିବ । ବନ୍ଧୁମାନଙ୍କୁ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମକର-
ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ । ପୋଲିସ୍ ଓ ଟିକସ କର୍ମଚାରୀମାନଙ୍କ ଠାରୁ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ବିଦେଶ ଭ୍ରମଣର ଯୋଗ ରହିଛି । ସଞ୍ଚତ ଅର୍ଥ ବ୍ୟୟ ହୋଇପାରେ । ମହିଳା ମାନେ ସମସ୍ତଙ୍କ ପ୍ରତି ବ୍ୟବହାର ଭଲ ରଖିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
କୁମ୍ଭ-
କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି । କର୍ମକ୍ଷେତ୍ରରେ ରହିଥିବା କାରଣରୁ ବହୁତ କାମ ହାତକୁ ନେଇ ବ୍ୟଥିତ ହେବେ । ଅପ୍ରିୟ ସତ୍ୟ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ କିନ୍ତୁ ଶତ୍ରୁତା ମଧ୍ୟ ସୃଷ୍ଟି ହେବ । ଅପରାହ୍ନରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇପାରେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
ମୀନ-
ଦୂରସ୍ଥାନକୁ ଯାତ୍ରାକରି ଶାରିରୀକ ଅସୁସ୍ଥତା ଅନୁଭବ କରିବେ । ଅନ୍ୟମାନେ ଆପଣଙ୍କୁ ଭୁଲ୍ ବୁଝିପାରନ୍ତି କିନ୍ତୁ ଠିକ୍ ସିଦ୍ଧାନ୍ତ ଯୋଗୁ କାର୍ଯ୍ୟ ଉତ୍ତମ ହେବ । ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପଶୁପକ୍ଷୀ ମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories