Horoscope / ଜାଣନ୍ତୁ ଆଜିର ରାଶିଫଳ କେମିତି ରହିବ ଆପଣଙ୍କ ଭାଗ୍ୟ ?
·17 hours ago·3 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ
ଜାଣନ୍ତୁ ଆଜି କଣ କହୁଛି ଆପଣଙ୍କ ଭାଗ୍ୟ
ଏମାନଙ୍କ ଅଛି ଭ୍ରମଣ ଯୋଗ
ଜାଣନ୍ତୁ ଆଜି କଣ କହୁଛି ଆପଣଙ୍କ ଭାଗ୍ୟ
ଏମାନଙ୍କ ଅଛି ଭ୍ରମଣ ଯୋଗ
ମେଷ-
ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ । କାର୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ଆଶା କରିଥିବା ଦିଗରୁ କୌଣସି ମୂଲ୍ୟବାନ ଜିନିଷ ପ୍ରାପ୍ତ ହେବ । ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ସଫଳତା ପାଇବେ । ପାରିବାରିକ କ୍ଷେତ୍ରରେ ନକାରାତ୍ମକ ଚିନ୍ତାଧାରା ଯୋଗୁ ଚିନ୍ତିତ ରହିପାରନ୍ତି । ଆତ୍ମିୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ବ୍ୟବସାୟ, ବାଣିଜ୍ୟ, ଜମିଜମା କାରବାର, ନିର୍ମାଣ, ପରିବହନରୁ ଭଲ ଲାଭ ପାଇବେ । ଆର୍ଥିକ ଉନ୍ନତି ସାଙ୍ଗକୁ ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦିତା, ଅଦାଲତ କ୍ଷେତ୍ରରେ ସୁଫଳ ପାଇବେ । ପଡୋଶୀଙ୍କ ଘରୋଇ କଥାରେ ମୁଣ୍ଡ ପୂରାଇଲେ ସମାଲୋଚିତ ହୋଇପାରନ୍ତି । ଘର ତିଆରି, ଯାନବାହନ ମରାମତିରୁ ଉପକୃତ ହେବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ସିଂହ-
ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ମହିଳା ମାନେ କଠିନ ପରିଶ୍ରମ କରିବେ । ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ । ଆପଣଙ୍କ କାମର ଦାୟିତ୍ୱ ନେଇଥିବା ବନ୍ଧୁମାନେ କାର୍ୟ୍ୟ ସମ୍ପନ୍ନ କରିବାରେ ହେଳା କରିପାରନ୍ତି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ
କନ୍ୟା-
ପର ଉପରେ ନିର୍ଭର କରିବା କାରଣରୁ କେତେକ ବ୍ୟତିକ୍ରମ ଦେଖାଦେଇପାରେ । ଦାୟିତ୍ୱପୂର୍ଣ୍ଣ କାମରେ ଅବହେଳା କରି ପଦସ୍ଥ ବ୍ୟକ୍ତିଙ୍କ ଦ୍ୱାରା ଅପମାନିତ ହୋଇପାରନ୍ତି । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ବନ୍ଧୁଙ୍କ ଜରିଆରେ ପାଇ ଉଲ୍ଲସିତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ
ତୁଳା-
ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ। ଶିକ୍ଷା କ୍ଷେତ୍ରରେ କୈାଣସି ଶୁଭ ସମାଚାର ମଧ୍ୟ ମିଳିପାରେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ବିଛା-
କର୍ମ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହୋଇପାରନ୍ତି । ଯାତ୍ରା କାଳରେ ବନ୍ଧୁଙ୍କ ସହ ନୂତନ ସମ୍ପର୍କରୁ ଖୁସି ରହିବେ । ଗୁରୁଜନମାନଙ୍କ ପରାମର୍ଶ କ୍ରମେ ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ଜମିଜମା କାରବାର, ନିର୍ମାଣ ବାଣିଜ୍ୟ, ବ୍ୟବସାୟରେ ଆଶାନୁଯାୟୀ ସୁଫଳ ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କ ପୂଜା ସହ ଚାଳିଶା ପାଠ କରନ୍ତୁ
ଧନୁ-
ସୁଖ, ସମୃଦ୍ଧି ବଢିବ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ । ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
କର୍ମକ୍ଷେତ୍ରରେ ଆନୁଷଙ୍ଗିକ ସହଯୋଗ ସହ ସୁଖ ସମ୍ମାନ ପାଇ ଖୁସି ହେବେ । ସାମୟିକ ଭାବରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି । ଅଜଣା ଲୋକଙ୍କ ଉପରେ ବିଶ୍ୱାସ କରି ହଇରାଣରେ ପଡିବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ , ବର୍ଗଙ୍କ ସହିତ ସଂପର୍କ ମଜବୁତ୍ ରହିବ । ଖବରଦାତା, ଆୟନଜ୍ଞ ମାନେ ବିଶେଷ ଉପକୃତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ସାଧାରଣ ଲୋକଙ୍କୁ ସାହାର୍ଯ୍ୟ କରି ଖୁସି ଅନୁଭବ କରିବେ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତା ଓ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories