Today Horoscope / ଗଣେଶ ଚତୁର୍ଥୀରେ କେମିତି କଟିବ ଆପଣଙ୍କ ଦିନ ? ପଢନ୍ତୁ ଆଜିର ରାଶିଫଳ
·1 hour ago·3 min read

Key Points
ଗଣେଶ ପୂଜାରେ କେମିତି ବିତିବ ଆପଣଙ୍କ ଦିନ
କେଉଁ ରାଶିରେ ବିଘ୍ନ ଘଟାଇବେ ବିଘ୍ନରାଜ
ଘରୁ ବାହାରିବା ପୂର୍ବରୁ ପଢନ୍ତୁ ଆଜିର ଭାଗ୍ୟଫଳ

ମେଷ-
ଆଜି ସକାଳୁ ସକାଳୁ ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ରହିବ । ସାମାଜିକ ସ୍ତରରେ ପ୍ରତିଷ୍ଠାଲାଭ ପାଇପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି । କଠୋର ପରିଶ୍ରମଜନିତ କାରଣରୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ପାରାକୁ ଚାଉଳ ଖାଇବାକୁ ଦିଅନ୍ତୁ
ବୃଷ-
ବିଭିନ୍ନ ଘରୋଇ ଝାମେଲା କାରଣରୁ ମନଟା ଭଲ ରହିବ ନାହିଁ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ବନ୍ଧୁମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ପ୍ରେମାନୁରାଗୀ ହୋଇପାରନ୍ତି । ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ହଜିଯିବା ସମ୍ଭାବନା ରହିଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା' କମଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ଅସୁବିଧାରେ ପଡ଼ିବେ । କୌଣସି କାର୍ଯ୍ୟ ସମ୍ପନ୍ନ କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିବେ । କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବାର ଅନୁଭବ କରିବେ । ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ
କର୍କଟ-
ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି । ବ୍ୟବସାୟ , ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେବ । ପରିବାରରେ ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ଚିନ୍ତିତ ରହିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା' ଭୁନନେଶ୍ଵରୀଙ୍କର ମହାକବଚ ଧାରଣ କରନ୍ତୁ
ସିଂହ-
ଆପଣଙ୍କ କଥା ଓ କାମରେ ତାଳମେଳ ରହିବ ନାହିଁ । ସ୍ଵାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବ ପରି ରହିବା ହେତୁ ସାମୟିକ ଚିନ୍ତା କରିବେ । ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି । ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
କନ୍ୟା-
ଯାତ୍ରା କାଳରେ ଖଳଲୋକଙ୍କ କଥାରେ ପଡ଼ି ଭୁଲ୍ ମାର୍ଗର ଅନୁସରଣ କରିବେ । ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ । ମାଲିମକଦ୍ଦମା, ତର୍କବିତର୍କ, ସଭାସମିତି , ସଙ୍ଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ । କଚେରି ମାମଲାରେ ବିଜୟପ୍ରାପ୍ତି ଯୋଗ ରହିଛି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ବନ୍ଧୁମାନଙ୍କ ସାହାଯ୍ୟ ପାଇଁ ପଥ ପରିଷ୍କାର କରିପାରେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ । ଆଜି ସଭାସମିତି, ସତ୍ସଙ୍ଗ, ଆଧ୍ୟାତ୍ମିକତା, ରାଜନୀତି, ପ୍ରଶାସନ ପାଇଁ ଭଲ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କ ପୂଜା ପାଠ କରନ୍ତୁ
ବିଛା-
ଦୀର୍ଘଦିନର ଅଭିଳାଷ ପୂରଣ ହେବାରୁ ମନ ପ୍ରଫୁଲ୍ଲ ରହିବ । ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ । ଯାତ୍ରା ସମୟରେ ଦବ୍ର୍ୟ ନଷ୍ଟହେବାରୁ ଅନ୍ୟ ଉପରେ ରାଗି ପାରନ୍ତି । କଳା, ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତି ଓ ସଙ୍ଗଠନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
ସମସ୍ୟାର ସମାଧାନ କରି ଲକ୍ଷ୍ୟ ହାସଲ କରିପାରିବେ । ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବେ । ବନ୍ଧୁଙ୍କ ସହାନୁଭୂତି ଲାଭକରି ଆର୍ଥିକ ସମସ୍ୟାର ସମାଧାନ କରିପାରିବେ । କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେକରୁଛନ୍ତି ସେପରି କିଛି ହେବନି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦୀ ରଙ୍ଗର ପୋଷାକ ପିନ୍ଧନ୍ତୁ
ମକର-
ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ ନ କଲେ କଳହର ସମ୍ମୁଖୀନ ହେବେ । ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଓ ଅଭିଳଷିତ ଜିନିଷ ପାଇବେ । ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ପଡ଼ୋଶୀ କ୍ରୋଧ କରିପାରନ୍ତି । ପ୍ରକାଶନ, ପ୍ରଶାସନ, ଏଜେନ୍ସି ଏବଂ ସାମ୍ବାଦିକତାରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ-
କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟାକୁ ସାମନା କରି ବ୍ୟସ୍ତତା ବୃଦ୍ଧି ପାଇବ । ଅବଶ୍ୟ ଆତ୍ମୀୟ ସ୍ବଜନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିପାରେ । ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ମୀନ-
ଆତ୍ମୀୟସ୍ଵଜନଙ୍କ ସହାୟତାରେ ଅର୍ଥ ଓ ସମ୍ମାନ ପାଇବେ । ଆଲୋଚନା ପରିସରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମନରେ ସରସତା ରହିବ ନାହିଁ । ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ଶ୍ରୀବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

Related Topics
Explore more stories