Zodiac Warning / ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ...ସାବଧାନ ହୋଇଯାନ୍ତୁ ଏହି ରାଶିର ବ୍ୟକ୍ତି…
·5 months ago·4 min read

Key Points
ମେଷ-
ପରିବାର ସହ ଯାତ୍ରାରେ ସଫଳତା ହାସଲ କରିପାରିବେ । ଆପଣଙ୍କ ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ନୂଆ ବ୍ୟବସାୟ ନିର୍ମାଣରେ ଅଗ୍ରଗତି କରିବେ । ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିପାରନ୍ତି।

ପରିବାର ସହ ଯାତ୍ରାରେ ସଫଳତା ହାସଲ କରିପାରିବେ । ଆପଣଙ୍କ ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ନୂଆ ବ୍ୟବସାୟ ନିର୍ମାଣରେ ଅଗ୍ରଗତି କରିବେ । ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିପାରନ୍ତି। ଆପଣ ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ । କ୍ରୀଡ଼ାକ୍ଷେତ୍ରରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ
ବୃଷ-
ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ଛାତ୍ରଛାତ୍ରୀ ମାନେ ପରିଶ୍ରମୀ ହେବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ । ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ମିଥୁନ-
ବନ୍ଧୁଙ୍କ ସାହାଯ୍ୟ ସହେଯାଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । କର୍ମ କ୍ଷେତ୍ରରେ ଏକାଧୀକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ଛାତ୍ରଛାତ୍ରୀ ମାନେ ପଢାରେ ପ୍ରଂଶସିତ ହେବେ। ସରକାରୀ କ୍ଷେତ୍ରରୁ ଉପକୃତ ହୋଇପାରିବେ। ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ ବ୍ୟବସାୟ , ପରିବହନ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ । ଶିକ୍ଷାର୍ଥୀ ମାନଙ୍କୁ ଟିକେ କଷ୍ଟ କରିବା ପାଇଁ ପଡିପାରେ। କୌଣସି ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି । ଅଦାଲତରେ ଜୟଯୁକ୍ତ ହେବେ । ସମ୍ପତ୍ତି ବଢାଇବାର ଯୋଜନା ସଫଳ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଶଙ୍କର ପୂଜା କରନ୍ତୁ
ସିଂହ-
ଆପଣଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେବାର ଦେଖାଯିବ । ଭୁଲ୍ ବୁଝାମଣା ହେତୁ ଟିକିଏ ଟିକିଏ କଥାରେ ପରିବାରରେ କଳହ ଲାଗିପାରେ। ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ଛାତ୍ରଛାତ୍ରୀ ମାନେ ପଢାରେ ମନଯୋଗ ରଖି ପାରିବେ ନାହିଁ । ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ । ଅବଶ୍ୟ ନିଜର କାର୍ଯ୍ୟଦକ୍ଷତା ହେତୁ ବନ୍ଧୁ ମାନଙ୍କ ଗହଣରେ ପ୍ରଂଶସିତ ହେବେ । ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ। ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରିବା ଭଲ ହେବ । ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୌଭାଗ୍ୟ ପ୍ରଦାନ କରିବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଗଣେଷଙ୍କୁ ଦୂବ ଦାନ କରନ୍ତୁ
ତୁଳା-
ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ବିଦେଶରେ ଥିବା ସମ୍ପର୍କୀୟଙ୍କ ଠାରୁ ଆର୍ଥିକ ସହାୟତା ପାଇବେ ସାହିତ୍ୟ, ସଙ୍ଗୀତ ଓ ଆନୁଷ୍ଠାନିକ କାମରେ ସମସ୍ୟା ସମାଧାନ ହେବ। ମାଲି ମକଦ୍ଦମା, ତର୍କବିତର୍କ, ସଭା ସମିତି, ସଙ୍ଗଠନ, ନିର୍ମାଣ, ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବିଦ୍ଧି ପୂର୍ବକ ଶିବଙ୍କର ପୂଜା କରନ୍ତୁ
ଧନୁ-
ବିଦେଶରେ କାମ କରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ । ଦାମ୍ପତ୍ୟ ସମ୍ବନ୍ଧରେ ମିଷ୍ଟତା ଭରି ରହିବ । ଆନୁଷ୍ଠାନିକ କ୍ଷେତ୍ର କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରୁ ଅର୍ଥ ଓ ସମ୍ମାନ ଲାଭ ଯୋଗ ରହିଛି। ସନ୍ତାନଙ୍କ ପାଇଁ ମନ ଉଦ୍ବେଗ ରହିବା ଫଳରେ ମାନସିକ ଅସ୍ଥିରତା ଭିତରେ ରହିବେ। ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ମହିଳା ମାନଙ୍କର ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗ ଅଭାବ ରହିବ ନାହିଁ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଧୀରେ ଧୀରେ ଧନ ସଂଗ୍ରହରେ ବୃଦ୍ଧି ଘଟିବ। ପ୍ରତ୍ୟେକ କ୍ଷେତ୍ରରେ ଦେଖିଚାହିଁ କାମ ନ କଲେ ପରିସ୍ଥିତି ଜଟିଳତା ଆଡ଼କୁ ଗତି କରିପାରେ। ପିଲାମାନଙ୍କ ସକାଶେ ଥିବା ସମସ୍ୟାକୁ ଦୂରେଇବାରେ ସମର୍ଥ ହେବେ । କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମୀନ-
ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତ୍ତନ କରିବାର ଇଚ୍ଛା ହେବ। ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ । କୋର୍ଟ କଚେରୀ ଓ ମାଲିମକଦ୍ଦମାରେ ବିଜୟୀ ହେବ । ମହିଳା ମାନେ କୌଣସି ସଭାରେ ସମ୍ମାନିତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସୂର୍ଯ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories