Horoscope / ରାଶିଫଳ: ଖୁସି ଖବର ପାଇବେ ଏହି ରାଶିଦ୍ୱୟ
·9 months ago·3 min read

Key Points
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ଏହି ରାଶି ପାଇଁ ସତର୍କ ବାଣୀ
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ଏହି ରାଶି ପାଇଁ ସତର୍କ ବାଣୀ
ମେଷ-
ବନ୍ଧୁ ମାନେ ଠିକ ଖବର ଦେବାରେ ହେଳା କରିପାରନ୍ତି । ପାରିବାରିକ ଶାନ୍ତି ଓ ସ୍ଥିରତା ଅବ୍ୟାହିତ ରହିବ । ରାଜନୀତିରେ କୈାଣସି ପଦକ୍ଷପ ଗ୍ରହଣ କରିପାରନ୍ତି । ଅଫିସିଆଲି କ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀମାନେ କଳହର ମାତ୍ରାକୁ ବଢାଇ ଦେଇପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ
ବୃଷ-
ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି । ଜୋର୍ କରି ଅନ୍ୟମାନଙ୍କଠାରୁ ଅର୍ଥ, କାମ, ଆଦାୟ କରିବାରେ ସଫଳ ହେବେ । ଅଫିସ୍ରେ ମିଠାକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବେ । ଯାନବାହାନରେ ସତର୍କତା ଅବଲମ୍ବନ କରିବା ଭଲ । ଚାହୁଁ ନ ଥିବା କିଛି କାମ ପରିସ୍ଥିତିରେ ପଡ଼ି କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କୌଣସି ମନ୍ଦିରରେ କିଛି ଦାନ କରନ୍ତୁ
ମିଥୁନ-
ଗୃହ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇ ପଡିବେ । ମାନସିକ ସ୍ତରରେ ଉନ୍ନତି ଆସିବ । ସାସ୍କୃତିକ କାର୍ୟ୍ୟରେ ସମ୍ମାନିତ ହେବାର ଯୋଗ ରହିଛି । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିପାରେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
କର୍କଟ-
ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ଭାବିଚିନ୍ତି ଜମିରେ ନିବେଶ କରନ୍ତୁ । ମହିଳା ମାନଙ୍କର କାମରେ ଉତ୍ସାହ ବଢିବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ । ସାମ୍ବାଦିକତା ତଥା ସଭା ସମିତିରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଭୂବନେଶ୍ୱରୀଙ୍କ ମନ୍ତ୍ର ପାଠ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ-
ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।
କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ । ରାଜନୀତିରେ ଆଗକୁ ଯିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
କର୍ମ କ୍ଷେତ୍ରରେ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ପାରିବାରିକ ଜୀବନ ଶାନ୍ତିମୟ ହେବ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଓଁ ଶ୍ରୀଂ ମହାଲକ୍ଷୈା÷ ନମଃ ଜପ କରନ୍ତୁ
ତୁଳା-
ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ଓ ଆର୍ଥିକ ଉନ୍ନତି ଘଟିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି । ସକଳ ଗୁଣର ଆଧାର ହେବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ବିଛା-
ଆପଣଙ୍କ ଜୀବନ ସାଥୀଙ୍କ ମଧ୍ୟରେ ପ୍ରେମ ବଢିବ ଓ ଆପଣ ନିକଟତର ହେବେ । ଅଫିସରେ ଆପଣଙ୍କୁ ଅଧିକ ସମୟ କାମ କରିବାକୁ ପଡିବ । କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଓଁ ଅଂ ଅଙ୍ଗାରକାୟ ଜପ କରନ୍ତୁ
ଧନୁ-
ବୈବାହିକ ଜୀବନରେ ମଧୁରତା ଆସିପାରେ । କର୍ମ କ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ
ମକର-
ଶାରୀରିକ ଦୃଷ୍ଟିରୁ ଦୁର୍ବଳ ହେବାର ସମ୍ଭାବନା ଅଛି । ବିବାହ ଆଦି ଶୁଭ କାର୍ଯ୍ୟରେ ଯୋଗ ଦେଇ ମନ ଖୁସି ରହିବ । ଆପଣଙ୍କ କାମରେ ଜୀବନ ସାଥୀ ପ୍ରଶନ୍ନ ରହିବେ । ମହିଳା ମାନେ ଖାଦ୍ୟ ପ୍ରିୟ ରହିବେ । ନୂଆ ଗୃହ ନିର୍ମାଣ କରି ଘରକୁ ଅଧିକ ଆକର୍ଷଣ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

କୁମ୍ଭ-
ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ସମ୍ପତି ପାଇଁ ସାମାନ୍ୟ ମତାନ୍ତର ସୃଷ୍ଟି ହୋଇପାରେ । ମହିଳା ମାନେ ଉତ୍ସାହିତ ରହିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମୀନ-
କୌଣସି କାମରେ ଯଥେଷ୍ଟ ଲାଭ ହେବ । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର୍ଯ୍ୟ କରିବା ଉଚିତ୍ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ । ଭାବିଥିବା କାମ ନିଜ ଦକ୍ଷତା ବଳରେ ପୁରା କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦୀ ଖଣ୍ଡକୁ ଘୋରି ତିଲକ ଭାବରେ ମଥାରେ ଲଗାନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର:

Related Topics
Explore more stories