Zodiac Prediction / ହୋଲିରେ ଏହି ରାଶିର ବ୍ୟକ୍ତିଙ୍କ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିବ
·4 months ago·4 min read

Key Points
ଆଜି ରଙ୍ଗର ପର୍ବ ହୋଲି। କାରଣ ଏହି ଦିନଟି ସମସ୍ତଙ୍କ ପାଇଁ ଖାସ୍ । ଏହା ଖୁସି ଏବଂ ପ୍ରେମର ପ୍ରତୀକ। ହୋଲି କେବଳ ଧାର୍ମିକ ନୁହେଁ ଜ୍ୟୋତିଷ ଦୃଷ୍ଟିକୋଣରୁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ରହିବ।
ଆଜି ରଙ୍ଗର ପର୍ବ ହୋଲି। କାରଣ ଏହି ଦିନଟି ସମସ୍ତଙ୍କ ପାଇଁ ଖାସ୍ । ଏହା ଖୁସି ଏବଂ ପ୍ରେମର ପ୍ରତୀକ। ହୋଲି କେବଳ ଧାର୍ମିକ ନୁହେଁ ଜ୍ୟୋତିଷ ଦୃଷ୍ଟିକୋଣରୁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ରହିବ। ହୋଲି ଦିନ ଅର୍ଥାତ୍ ମାର୍ଚ୍ଚ ୪ରେ, ବିଳାସର ଗ୍ରହ ଶୁକ୍ର, ତାଙ୍କର ଉଚ୍ଚ ରାଶି, ମୀନରେ ରହିବେ। ଯାହା ଶନି ସହିତ ସଂଯୋଗ କରିବ। ଏହି ସଂଯୋଗ କିଛି ରାଶି ପାଇଁ ବରଦାନ ପ୍ରମାଣିତ ହେବ। ଆସନ୍ତୁ ଜାଣିବା ଏହି ଭାଗ୍ୟବାନ ରାଶିମାନଙ୍କ ବିଷୟରେ।
ମେଷ-
ପାରିବାରିକ ସମସ୍ୟାର ଅନ୍ତ ଘଟିବ। ଆପଣ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ ଏବଂ ଆତ୍ମ ନିୟନ୍ତ୍ରଣ ବଜାୟ ରଖିବା ପାଇଁ କାର୍ଯ୍ୟ କରିବେ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୂତି ପ୍ରଦର୍ଶନ କରିବେ। ସାଂସାରିକ କ୍ଷେତ୍ରରେ ଭୁଲ ବୁଝାମଣା ଦେଖାଦେବ। ପିତାମାତା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବୃଷ-
ଭୁଲ୍ ବୁଝାମଣାରୁ ପାରିବାରିକ କଳହର ସମ୍ଭାବନା ରହିଛି। ଯାତ୍ରା କାଳରେ କୌଣସି ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ। ଗୃହ ସଜ୍ଜାରେ ମନୋନିବେଶ କରିବା ସହ ବନ୍ଧୁଙ୍କ ଜରିଆରେ ଦ୍ରବ୍ୟଲାଭ କରି ଖୁସି ହେବେ। ମାଲିମକଦ୍ଦମାରେ ସଫଳତା ମିଳିବା ସାଙ୍ଗକୁ ପ୍ରଶାସନିକ ସ୍ତରରେ ଆଲୋଚନା ମଧ୍ୟ ଫଳପ୍ରଦ ହୋଇପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା' ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ବ୍ୟବସାୟରେ ଉନ୍ନତି କରିବେ । ପ୍ରେମ ଜୀବନ ଭଲ ରହିବ । କାର୍ଯ୍ୟକ୍ଷେତ୍ର ବିଳମ୍ବରେ ସଫଳ ହେବ। ଶତ୍ରୁମାନଙ୍କର ଷଡଯନ୍ତ୍ରର ଶିକାର ହୋଇ ବିଭିନ୍ନ ଅସୁବିଧାରେ ପଡି ପାରନ୍ତି । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦତ୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ-
ଦିନର ଅଧିକାଂଶ ସମୟ ସମସ୍ୟା ଭିତରେ ଗତି କରୁଥିବାରୁ ଅନ୍ୟମନସ୍କ ରହିପାରନ୍ତି। ବିବାଦୀୟ ପରିସ୍ଥିତିରେ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ପଡ଼ୋଶୀ କଣ୍ଟାବାଡ଼ରେ ଲୁଗାଛାଟି କଳି କରିବାର ଉପକ୍ରମ କରିପାରନ୍ତି । ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ରହିପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ
ସିଂହ-
ଶାରୀରିକ ପିଡା କମ ରହିବ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ ଆଶା ଅନୁରୂପ ଫଳ ପାଇବେ ଓ ଜମା ରାଶି ବୃଦ୍ଧି ପାଇବ । ପୈତୃକ ସମ୍ପତ୍ତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ। ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ସାଧାରଣ କଥାରେ ବାଦବିବାଦ, ଧନହାନି ଓ ବିଭିନ୍ନ ସମସ୍ୟା ଭିତରକୁ ଟାଣି ହୋଇ ପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବା ସାଙ୍ଗକୁ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ। ଶିଳ୍ପ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ତୁଳା-
ନିଷ୍ପତ୍ତିମୂଳକ କାର୍ଯ୍ୟରେ ଆଗପଛ ହୋଇ ପାରନ୍ତି । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ। ଜୀବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ
ବିଛା-
ସମସ୍ତ ସୁବିଧା ଥାଇ ମଧ୍ୟ କାମ ହାସଲରେ ବାଧା ଉପୁଜିବ। ଦୀର୍ଘଦିନରୁ ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ ବିଫଳତାକୁ ନେଇ ଚିନ୍ତିତ ରହିବେ। କୌଣସି ବିବାଦୀୟ ବିଷୟ ସକାଶେ ପାଖ ପଡ଼ୋଶୀମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି। ପରିସ୍ଥିତିବଶତଃ କାମ ଚାପରେ ନିଜକୁ ଆଡ୍ଜଷ୍ଟ କରିବାକୁ ବାଧ୍ୟ ହେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଭୋକିଲା ଲୋକଙ୍କୁ ଖାଇବାକୁ ଦିଅନ୍ତୁ
ଧନୁ-
ସହକର୍ମୀଙ୍କ ସହାନୁଭୂତି ଯୋଗୁ ସ୍ଥଗିତ କାମ ସଂପନ୍ନ କରିବାରେ ଅସୁବିଧା ହେବ ନାହିଁ । ସାଂସ୍କୃତିକ କାମରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପରିବେଶରେ କୌଣସି ବ୍ୟକ୍ତିଙ୍କ ସହ ମିତ୍ର ବନ୍ଧନରେ ଆବଦ୍ଧ ହେବେ । ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଲକ୍ଷ୍ୟ କରାଯାଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ମକର-
କଳେବଳେ କୌଶଳେ ଅର୍ଥ ପାଇବା ସକାଶେ ଚେଷ୍ଟା କରି ଆଶାକୁ ଚରିତାର୍ଥ କରିପାରନ୍ତି। ଅସୁବିଧାରେ ପଡିଥିବା ଲୋକଟି ପ୍ରତି ଦୟାଭାବ ପୋଷଣ କରି ପ୍ରଶଂସା ଭାଜନ ହେବେ। ସହକର୍ମୀଙ୍କ ସାହାଯ୍ୟ ବିନା କାମ ହାସଲ କଷ୍ଟକର ହେବ। ପାରିବାରିକ ସୁଖ, ସୌହାର୍ଦ୍ଦ୍ୟ ମଧ୍ୟରେ ଦୈନନ୍ଦିନ ଜୀବନଯାତ୍ରା ସୁରୁଖୁରୁରେ ଅତିବାହିତ ହେବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳୀଙ୍କୁ ପୂଜା କରନ୍ତୁ
କୁମ୍ଭ-
ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ । ଗତକାଲିଠାରୁ ଭାବୁଥିବା କାମଟି ଆଜି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ । ପ୍ରଶାସନିକ ସ୍ତରରେ ପ୍ରତିବନ୍ଧକ ଦେଖାଦେଇପାରେ। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ କିନ୍ତୁ ସେପରି କିଛି ବିଶେଷ ଅସୁବିଧା ହେବ ନାହିଁ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ-
ଭୁଲ୍ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ରରେ ସମସ୍ୟା ମନକୁ ଆନ୍ଦୋଳିତ କରିବ। ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ କିନ୍ତୁ ଋଣ ପରିଶୋଧର ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ। ପରିସ୍ଥିତି ବଶତଃ ଦୁଇ ପଇସା ଜାଗାରେ ଛ’ପଇସା ଖର୍ଚ୍ଚ କରିବେ। ସଭାସମିତିରେ ସମ୍ମାନିତ ହେବେ କିନ୍ତୁ ବହୁତ କଷ୍ଟ ସ୍ବୀକାର କରିବାକୁ ପଡିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଧର୍ମ ସ୍ଥାନରେ ଡାଲି , ଚାଉଳ ଦିଅନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories