Horoscope / ବାହାରକୁ ବାହାରିବା ସମୟରେ ସତର୍କ ରୁହନ୍ତୁ ଏହି ସବୁ ରାଶି
·3 hours ago·3 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ ?
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ମେଷ-
ପ୍ରତ୍ୟେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍ ହୋଇଯିବ । ମହିଳା ମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
ଦୃଢ ମନୋବଳ ନେଇ କାମ କଲେ ସଫଳତା ପାଇବେ । ସମସ୍ତଙ୍କ ମନଧରି ଚଳିଲେ ମଧ୍ୟ ପରିବାରରେ ପ୍ରଶଂସା ସୂଚକ ପଦୁଟିଏ ଶୁଣିବାକୁ ମିଳିବ ନାହିଁ। ବ୍ୟବସାୟରେ ଲାଭ କମ୍ ମିଳିଲେ ମଧ୍ୟ ଆଗାମୀ କ୍ଷେତ୍ର ପ୍ରସ୍ତୁତ ହୋଇରହିବ। ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହୋଇପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ
ମିଥୁନ-
ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ଆପଣଙ୍କର କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ନ ରହିଲେ ଅଦଳବଦଳ ହୋଇଯିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ପାରିବାରିକ ଜୀବନ ଶାନ୍ତିରେ କଟିବ । ଆନୁଷ୍ଠାନିକ କାର୍ୟ୍ୟ ସମ୍ପନ୍ନ କରିବା ପାଇଁ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। କେତେକ କ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହେବାକୁ ପଡ଼ିପାରେ। ଜମିଜମା କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି । ନିଜର ବିଚାରଧାରା ଅନୁଯାୟୀ କାର୍ୟ୍ୟ ସମ୍ପନ୍ନ ସାଙ୍ଗକୁ ଅର୍ଥ ଲାଭ ହେବ। ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା-
ବହୁଦିନରୁ ଚିନ୍ତାକରିପାରି ନ ଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ। ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ହେତୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ଘଟିବ। ପରିବାର ଭିତରେ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସଭାସମିତ, ସଙ୍ଗଠନ, ରାଜନୀତି, ପ୍ରଶାସନ, ଆଲୋଚନା, କ୍ଷେତ୍ରରୁ ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ତୁଳା-
ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତାଧାରା କାର୍ୟ୍ୟହାନିର କାରଣ ପାଲଟିଯିବ। ସାଧାରଣ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଭଲ ରହିବ । ଲେଖକ, ପତ୍ରକାର, ଠିକାଦାର ବ୍ୟକ୍ତିମାନଙ୍କର ଅନେକ ଶୁଭ ହେବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ବିଛା-
ସତ କହିବା କାରଣରୁ ନିଜ ଲୋକମାନେ ଦୂରେଇ ଯାଉଥିବା ଲକ୍ଷ୍ୟକରିବେ। ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସଭାସମିତି, ପରିବହନ, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ। ଘରୋଇ କାମ ସକାଶେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ
ଧନୁ-
ସ୍ୱାସ୍ଥ୍ୟରେ ସୁଧାର ଆସିବ । ପାରିବାରିକ କଷ୍ଟ ଦୂର ହୋଇପାରେ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କାରଣରୁ ମନରେ ସରସତା ରହିବ ନାହିଁ । ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମଧ୍ୟ କାମରେ ଶିଥିଳତା ପରିଲକ୍ଷିତ ହେବ। ନିର୍ମାଣ, ମରାମତି କାମ ଓ ପ୍ରତିଟି ପଦକ୍ଷେପରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ସନ୍ତାନଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିପାରନ୍ତି। ଅତ୍ୟାବଶ୍ୟକ ନୂତନ ଗୃହୋପକରଣ କ୍ରୟ କରିପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ-
ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ । ପାରିବାରିକ ସମସ୍ୟା କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ଆକସ୍ମିକ ଅନାବଶ୍ୟକ ଖର୍ଚ୍ଚ ପରିମାଣ ହୋଇପାରେ । ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ। ପାଖ ପଡ଼ୋଶୀଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ା ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ବୃତ୍ତିଗତ ଧନ୍ଦାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories