Today Horoscope / ଆଜିର ରାଶିଫଳ: ନିଜ ଲୋକ ଆପଣଙ୍କୁ ହଇରାଣରେ ପକାଇପାରନ୍ତି
·4 months ago·3 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ?
ଜାଣନ୍ତୁ...
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ?
ଜାଣନ୍ତୁ...
ମେଷ
ମିତ୍ରଙ୍କଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତ୍ରୁମାନଙ୍କୁ ମୁକାବିଲା କରିପାରିବେ । ବିଦେଶରେ ରହି ବ୍ୟବସାୟ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଅତ୍ୟଧିକ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଉତ୍ଥାନ-ପତନରେ ଗତି କରିବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ
ବୃଷ
ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ନିଜର ଖର୍ଚ୍ଚ ଉପରେ ଆୟତ୍ତ ରଖନ୍ତୁ । ମହିଳାମାନେ ଦାୟିତ୍ୱବାନ୍ ରହିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି । ଶତ୍ରୁମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ଛାତ୍ରଛାତ୍ରୀମାନେ ଅଧିକ ସମୟ ଖେଳରେ କଟାଇବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ
ମିଥୁନ
ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ । ଉତ୍ତରାଧିକାରୀ ଓ ପୈତୃକ ସମ୍ପତିକୁ ନେଇ କୋର୍ଟ କଚେରୀ ମାମଲାରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରୀ ପାଠ କରନ୍ତୁ
କର୍କଟ
ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – କୌଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ
ସିଂହ
ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ବେମାର, ବୃଦ୍ଧିଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ
କନ୍ୟା
ପରିବାର ଭିତରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି । ଛାତ୍ରଛାତ୍ରୀମାନେ ପଢାରେ ମନଦେବେ । ସରକାରୀ ସଂସ୍ଥା କାମରେ ସହଯୋଗ କରିପାରନ୍ତି । ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି । ଆଜି ଦିନଟି ବନ୍ଧୁମେଳରେ କଟିବ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା
କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପ୍ରତିଯୋଗିତାରେ ଉତିର୍ଣ୍ଣ ହୋଇ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଶତ୍ରୁ ଓ ବିରୋଧି ଅପଦସ୍ଥ ହେବେ । ପତିପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର –ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା
ବନ୍ଧୁମାନେ ପ୍ରତ୍ୟେକ କ୍ଷେତ୍ରରେ ସହଯୋଗର ହାତ ବଢ଼ାଇପାରନ୍ତି । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ନଚେତ୍ ଅସୁବିଧାର ସମ୍ମୁଖୀନ ହେବେ । କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିବେ । ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେବାର ସମ୍ଭାବନା ଅଛି ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ
କର୍ମକ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବୃଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ବ୍ୟବସାୟରେ ବିଶେଷ ଲାଭାନ୍ୱିତ ହୋଇପାରନ୍ତି । ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଭୈତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମକର
ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । ପରିବାରରେ ଗୁରୁଜନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । କାର୍ଯ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ । ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାର ଭିତରେ ଯୁକ୍ତିତର୍କ ହୋଇପାରେ । ରାଜନୀତି, ସଭାସମିତି, ପ୍ରଶାସନ କ୍ଷେତ୍ରରେ ଲୋକମାନଙ୍କ ସହ ଭଲ ସମ୍ପର୍କ ଗଢିବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ
ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । କଳା, ଚଳଚ୍ଚିତ୍ର କ୍ଷେତ୍ରରେ ଆଗେଇବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
ମୀନ
ପରିବାରର ସମସ୍ତ ବ୍ୟକ୍ତି ମନ୍ଦିର ଭ୍ରମଣ ପାଇଁ ଯିବେ । ବ୍ୟବସାୟରେ ଅତ୍ୟଧିକ ଲାଭବାନ୍ ହେବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ବିଭିନ୍ନ ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories