Horoscope / କେମିତି କଟିବ ଆଜି ଆପଣଙ୍କ ଦିନ ? ଜାଣି ନିଅନ୍ତୁ କ'ଣ କହୁଛି ଆପଣଙ୍କ ରାଶି ?
·4 months ago·4 min read

Key Points
ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝିପାରିବେ ନାହିଁ । ଅଫିସ୍ କାମରେ କୌଣସି ଅସୁବିଧା ରହିବ ନାହିଁ ।
ମେଷ-
ଦୀର୍ଘ ଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କ ସୌଜନ୍ୟରୁ ହୋଇଯିବ । ବନ୍ଧୁଙ୍କ ସହାୟତାରେ ବ୍ୟବସାୟୀଙ୍କ ଆର୍ଥିକ ସ୍ଥିତିରେ ଉନ୍ନତି ଆସିପାରେ । ଶିଳ୍ପ, ବ୍ୟବସାୟ, ପରିବହନ, ବାଣିଜ୍ୟ, ଆନୁଷ୍ଠାନିକ କାମ, ରାଜନୈତିକ ପରିସ୍ଥିତି କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ବିବ୍ରତ ହୋଇପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ହନୁମାନଙ୍କର ଚାଳିଶା ପାଠ କରନ୍ତୁ
ବୃଷ-
କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
କର୍ମ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉପକୃତ ହେବେ । ପ୍ରତ୍ୟେକ କାମ କରିବା କ୍ଷେତ୍ରରେ ପୂର୍ବ ଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ । ସାଧାରଣ ଘଟଣାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିବେ । ବକେୟା ଅର୍ଥ ଆଦାୟ କରିବାରେ ଯୁକ୍ତିତର୍କର ସମ୍ମୁଖୀନ ହେବାକୁ ପଡ଼ିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ବୁଧଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କର୍କଟ-
ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇବେ । ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଦିଗ ପ୍ରତି ଗତି କରି ପାରନ୍ତି । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଣ୍ଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ଚେଷ୍ଟା କରୁଥିବା କାମଗୁଡ଼ିକ ନିର୍ଦ୍ଦିଷ୍ଟ ସମୟରେ ସମ୍ପନ୍ନ ହୋଇପାରିବ । ଈର୍ଷା ପରାୟଣ ଶତ୍ରୁମାନେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ । କର୍ମକ୍ଷେତ୍ରରେ କେତେକ ଫାଇଲ୍ କାମ ସକାଶେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ଆନୁଷ୍ଠାନିକ କାମରେ ଖଟଣି ବଢିବ କିନ୍ତୁ ବ୍ୟବସାୟ, ପରିବହନ ଓ ଯାତ୍ରାରୁ ସୁଫଳ ପାଇପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା-
ଉଦର ରୋଗରେ ଆକ୍ରାନ୍ତ ହେବେ । ସବୁ ସମାଧାନକୁ ଦୃଢ଼ ଭାବରେ ମୁକାବିଲା କରିବେ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ । ଦୂର ଜାଗାକୁ ଭ୍ରମଣ ପାଇଁ ଯାଇ ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
କର୍ମ ଜଞ୍ଜାଳ ବୃଦ୍ଧି ହେତୁ ମାନସିକ ଅସ୍ଥିରତା ଲାଗି ରହିବ ଏବଂ କାର୍ଯ୍ୟହାନି ଘଟିପାରେ । ଗୃହସୀମା, ଗାଡ଼ି ମଟର, ପ୍ରତିଦ୍ୱନ୍ଦ୍ୱୀତା କ୍ଷେତ୍ରରେ ଉଦ୍ବେଗ ବୃଦ୍ଧି ପାଇବ । ଅପରାହ୍ନରେ ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶ୍ରୁତି ପାଇ ଚିନ୍ତା ଦୂର ହୋଇପାରେ । କଳା, ସାହିତ୍ୟ କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ ଏବଂ କର୍ମକ୍ଷେତ୍ର ସମସ୍ୟାବହୁଳ ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ
ବିଛା-
ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ଵୀତା ବଢିବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
କର୍ମ କ୍ଷେତ୍ରରେ ପରିସ୍ଥିତିକୁ ଅଖିରେ ରଖି ଏବଂ ଜିଦ୍ରେ ଅଟଳ ରହି କାମ ହାସଲ କରିବେ । ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝିପାରିବେ ନାହିଁ । ଅଫିସ୍ କାମରେ କୌଣସି ଅସୁବିଧା ରହିବ ନାହିଁ । ବିଶେଷ ଲାଭ ନ ହେଲେ ମଧ୍ୟ ବାଣିଜ୍ୟ ଓ ବ୍ୟବସାୟରେ ସଫଳତା ହାସଲ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ମହିଳା ମାନେ ପରିବାରରେ ଉତ୍କଷ୍ଟ ମନୋଭାବ ଜାଗ୍ରତ କରିବେ । ସାମାଜିକ ଜୀବନ ଉନ୍ନତତର ରହିବ । ପଦ ମର୍ଯ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସି ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଗତକାଲିର ନିଷ୍ପତ୍ତି ଅନୁଯାୟୀ ଆଜିର କାମ ସାଧନରେ କିଛି ଅସୁବିଧା ହେବ ନାହିଁ । ମିତ୍ରମାନେ ସୁପରାମର୍ଶ ନ ଦେଇ ସମସ୍ୟାମୂଳକ କାମ ପ୍ରତି ପ୍ରଲୋଭିତ କରାଇପାରନ୍ତି । ସାମାଜିକ ସ୍ତରରେ ସାଧାରଣ କଥାକୁ ଜଟିଳ କରି ଦ୍ୱନ୍ଦ୍ୱରେ ପଡିବେ । ବାଣିଜ୍ୟ, ଯାତ୍ରା, କର୍ମାରମ୍ଭ ଯଥାବିଧି ସମ୍ପନ୍ନ ହୋଇପାରିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମୀନ-
ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖା ଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ । ପୈତୃକ ସମ୍ପତ୍ତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ ହେବେ । ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମା ତାରାଙ୍କର ପୂଜା କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories