Horoscope / ବାହାରକୁ ଯାଉଥିଲେ ସତର୍କ ରୁହ ଏହି ରାଶି, ଦୁର୍ଘଟଣା ସମ୍ଭାବନା...
·7 months ago·3 min read

Key Points
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ଯାଉଥିବାବେଳେ ରୁହନ୍ତୁ ସତର୍କ
ବାହାରକୁ ଯାଉଥିବାବେଳେ ରୁହନ୍ତୁ ସତର୍କ
ମେଷ-
ପ୍ରେମ ସମ୍ପର୍କ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକରିଲେ ବିବାଦଗ୍ରସ୍ତ ହେବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ବ୍ୟବସାୟ ବଢ଼ାଇବା ନିମନ୍ତେ ଧାର କରଜ କରି ପାରନ୍ତି କ୍ଷ ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ । ମହିଳା ମାନେ ଆତ୍ମବିଶ୍ଵାସି ରହିବେ । ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ । ସତ୍ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହୋଇପାରନ୍ତି । ମହିଳା ମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଜମି , ଦଲାଲ୍ ଯଥେଷ୍ଟ ଲାଭ ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ-
ସାହସର ସହିତ କାମ କରନ୍ତୁ ସଫଳତା ପାଇବେ । ଶାରିରୀକ ଦୁର୍ବଳତା ଦେଖାଦେବ । ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ । ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମହିଳା ମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବେ ଓ ସୁନାମ ଅର୍ଜନ କରିବେ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କୁକୁର, କାଉକୁ ଖାଇବାକୁ ଦିଅନ୍ତୁ
ତୁଳା-
ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ । ମହିଳା ମାନେ ଦାୟିତ୍ୱବାନ୍ ରହିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ଛାତ୍ର ଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ଅସୁବିଧା ଜନକ ହେବ । ଯାନବାହନ, ବ୍ୟବସାୟରେ ସଫଳତା ଲାଭ କରିବେ । ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ । ମହିଳା ମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ।
ଧନୁ-
ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ମହିଳା ମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର-
ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇପାରନ୍ତି। ପଡ଼ୋଶୀଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ପ୍ରଭାବଶାଳୀ ବ୍ୟକ୍ତି ମାନଙ୍କ ଦ୍ୱାରା ଅଭିଳାଷ ପୂରଣ ହେବ । ଜମିଜମା କିଣିବାର ସୁଯୋଗ ରହିଛି । ଚାକିରିଆ ବ୍ୟକ୍ତି ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ବ୍ୟବସାୟ ସଂପୂର୍ଣ୍ଣ କ୍ଷତିରେ ଚାଲିପାରନ୍ତି । ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇ ପାରନ୍ତି । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବା ସହ ସୁଯୋଗ ହାତଛଡା ହେବାର ନାହିଁ । କର୍ମ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସୁଖ ସମ୍ପତି ଲାଭ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର:

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: