Today Horoscope / କେମିତି କଟିବ ଆଜି; ସ୍ୱାସ୍ଥ୍ୟ ପ୍ରତି ସତର୍କ ରୁହନ୍ତୁ, ଆଧ୍ୟାତ୍ମିକତା ପ୍ରତି ବଢ଼ିବ ମନ
·1 hour ago·3 min read

Key Points
ଆଜି କେମିତି କଟିବ ଦିନ ?
ଜାଣନ୍ତୁ ଆପଣଙ୍କ ରାଶିର ଭାଗ୍ୟଫଳ
ଆଜି ଏହି ରାଶିଙ୍କ ପାଇଁ ଭଲ ଦିନ
ଜାଣନ୍ତୁ ଆପଣଙ୍କ ରାଶିର ଭାଗ୍ୟଫଳ
ଆଜି ଏହି ରାଶିଙ୍କ ପାଇଁ ଭଲ ଦିନ
ମେଷ
ପ୍ରଶାସନିକ ସ୍ତରରେ ପ୍ରତିବନ୍ଧକ ଦେଖାଦେଇପାରେ। ପୁତ୍ରକନ୍ୟାଙ୍କ ହେତୁ ସମସ୍ୟା ଲାଗି ରହିବ କିନ୍ତୁ ସେପରି କିଛି ବିଶେଷ ଅସୁବିଧା ହେବ ନାହିଁ । ଶିଳ୍ପ, ବାଣିଜ୍ୟ ବ୍ୟବସାୟ ସାଧାରଣ ବାଧାପ୍ରାପ୍ତ ହୋଇପାରେ । ଆତ୍ମୀୟସ୍ବଜନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରାରେ କାର୍ଯ୍ୟସିଦ୍ଧି ଅବଶ୍ୟ ଘଟିବ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
ବୃଷ
ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ବନ୍ଧୁମାନଙ୍କ ସହେଯାଗ ହେତୁ ସଫଳତା ହାସଲ କରିବେ । ରାଜନୀତିରେ ସଫଳତା ପାଇ ପାରନ୍ତି । ବ୍ୟବସାୟରେ ରୋଜଗାର ବୃଦ୍ଧି ଓ ଅନ୍ୟର ସହଯୋଗ ମିଳିବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ
ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଶିକ୍ଷାର୍ଥୀମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରିପାରନ୍ତି । ଭୁଲ୍ ନିଷ୍ପତ୍ତି ନେଇ ସମାଲୋଚିତ ହେବା ସାଙ୍ଗକୁ ମାନସିକ ସ୍ତରରେ ଅଶାନ୍ତି ଅନୁଭବ କରିପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୫
ପ୍ରତିକାର- କୌଣସି ଧର୍ମାନୁଷ୍ଠାନରେ ତେଲ, କଳା ଲୁଗା ଦାନ କରନ୍ତୁ
କର୍କଟ
ପାରିବାରିକ ଜୀବନରେ ସୁଖ ଏବଂ ଶାନ୍ତି କଟିବ । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ । ଜମିଜମା କ୍ରୟ ବିକ୍ରୟ କିମ୍ବା ନୂତନ ବାଣିଜ୍ୟାରମ୍ଭ ପାଇଁ ମନ ବଳାଇବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ
ବନ୍ଧୁ ପରିଜନଙ୍କ ଆଦରବୋଳା କଥାରେ ମନ ଚହଲି ଯାଇପାରେ । ବିଭିନ୍ନ ସୁବିଧା ସୁଯୋଗ ଲାଭକରି ଖୁସିରେ ସମୟ କାଟିବେ । ସହକର୍ମୀଙ୍କ ସହାନୁଭୂତି ଯୋଗୁ ସ୍ଥଗିତ କାମ ସଂପନ୍ନ କରିବାରେ ଅସୁବିଧା ହେବ ନାହିଁ । ସାଂସ୍କୃତିକ କାମରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା
ପରିବାରରେ ସନ୍ତାନଙ୍କ କୃତିତ୍ୱରେ ଖୁସି ହୋଇପାରନ୍ତି । ଟଙ୍କା ରୋଜଗାର କରିବ। ଦିଗରେ ପ୍ରୟାସ ଜାରି ରଖିବେ ଏବଂ ସଫଳ ହେବେ । ବ୍ୟବସାୟରେ ଆଶା ଅନୂରୂପ ଫଳ ପାଇବେ । ଗୃହସୀମା ପାଇଁ ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ମହିଳାମାନେ ଦାୟିତ୍ୱବାନ୍ ରହିବେ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ତୁଳା
ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖାଦେଇପାରେ । ବ୍ୟବସାୟରେ ଆୟ-ବ୍ୟୟ ସମାନ ରହିବ । ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ । ମାଲିମକଦ୍ଦମାରେ କାର୍ଯ୍ୟ ହାସଲ ସକାଶେ ନୂଆ ଚିନ୍ତା କରିପାରନ୍ତି ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ବିଛା
ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ । ରାଜନୀତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ହାତ ମିଶାଇବେ । ପୁତ୍ରକନ୍ୟାଙ୍କ ହେତୁ ସମସ୍ୟା ଲାଗି ରହିବ କିନ୍ତୁ ସେପରି କିଛି ବିଶେଷ ଅସୁବିଧା ହେବ ନାହିଁ । ଭ୍ରମଣ ହେତୁ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଧନୁ
ଗୃହିଣୀ ମାନେ ଘର ସଜ୍ଜାରେ ବ୍ୟସ୍ତ ରହିବେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ । ସମସ୍ୟା ସୃଷ୍ଟିକାରୀଙ୍କ ସକ୍ରିୟତା ବୃଦ୍ଧି ପାଇବ। ଅନ୍ୟକୁ ଆପଣାର କରିବାରେ ପ୍ରଲୋଭନ ଓ କୌଶଳ ଆପଣଙ୍କୁ ସାହାଯ୍ୟ କରିବ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର - ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର
ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ ।
ଜମି ମାମଲା ତୁଟି ଯାଇପାରେ । କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ସରକାରୀ ପ୍ରଶାସନଠାରୁ କ୍ଷତିପୂରଣ ପାଇପାରିବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କୁମ୍ଭ
ଜୀବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀମାନେ ପରିଶ୍ରମ ମୁତାବକ ଫଳ ପାଇବେ । ବ୍ୟବସାୟ, ପରିବହନ, ଯାତ୍ରା, ସଭାସମିତି କ୍ଷେତ୍ରର ଅସ୍ଥିରତା ଦୂରେଇଯିବ । ଗୃହ ସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ
ମୀନ
ଅର୍ଥନୈତିକ ଅଭିବୃଦ୍ଧି ସହ ଆନୁଷ୍ଠାନିକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ କରାଇବ । ସାମାଜିକ ସ୍ତରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି । ପରିସ୍ଥିତି ବଶତଃ ନିକଟ ସମ୍ପର୍କୀୟ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ । କୋର୍ଟର ରାୟ ଡେରି ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

Related Topics
Explore more stories