Horoscope / କଣ ରହିଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ ଜାଣନ୍ତୁ...
·6 months ago·3 min read

Key Points
ଆଜିର ରାଶିଫଳ ଖବର
ଜାଣନ୍ତୁ ବର୍ଷ ଶେଷରେ କେମିତି କଟିବ
ଜାଣନ୍ତୁ ବର୍ଷ ଶେଷରେ କେମିତି କଟିବ
ମେଷ
କର୍ମ କରିବା ଶୈଳୀରେ ପରିବର୍ତ୍ତନ ଆଣିବେ । ଜୀବନ ସାଥୀଙ୍କ ସହିତ ସମ୍ବନ୍ଧ ଭଲ ରହିବ । ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ରୋଜଗାର ବୃଦ୍ଧି ଓ ଅନ୍ୟର ସହେଯାଗ ମିଳିବ । ଛାତ୍ରଛାତ୍ରୀମାନେ ସ୍ୱାଭିମାନୀ ହେବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବୃଷ
ଅନ୍ୟମାନଙ୍କଠାରୁ ଶ୍ରଦ୍ଧା ଓ ସମ୍ମାନ ହାସଲ କରିବାର ମଉକା ମିଳିବ । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ବ୍ୟବସାୟରେ ପ୍ରତିହିଂସା ଲାଗି ରହିବ । କର୍ମ କ୍ଷେତ୍ରରେ ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ
ମିଥୁନ
କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ । ଶାରୀରିକ କଷ୍ଟ ଦୂର ହେବ । ନୃତ୍ୟାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ । ଅଫିସ୍ରେ ବଡ଼ ଅଧିକାରୀମାନଙ୍କର ସହଯୋଗ ପାଇ ଖୁସି ରହିବେ । ନିଜର ଦୋଷ ତ୍ରୁଟି ସ୍ୱକାର କରିବେ । ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ
ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାକୁ ନେଇ ମାନସିକ ଆଶ୍ୱସ୍ତି ଲାଭ କରିବେ । ସାମୟିକ ଭାବପ୍ରବଣତାରେ ହଜି ନ ଯାଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କଲେ ଉପକାର ମିଳିବ । ସଭାସମିତି, ମାଲି ମକଦ୍ଦମା କଥା କିମ୍ବା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ
ସିଂହ
ନିଜ ମନର କଥା ବନ୍ଧୁକୁ ପ୍ରକାଶ କରନ୍ତୁ, ମନ ହାଲକା ହୋଇଯିବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ । ଧନ ସମ୍ପତ୍ତି ବୃଦ୍ଧି ହୋଇପାରେ । ଗାଡ଼ି ମଟର କ୍ରୟ କରିବାର ଅଭିଳାଷା ପୂରଣ ହେବ । ମନ ବୁଝିବାଭଳି କଥା କହି ବନ୍ଧୁଙ୍କୁ ଆପଣେଇବେ ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା
କର୍ମକ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ । ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ଘରେ କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ନୂତନ ଜମି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ତୁଳା
ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ଯ୍ୟ ଅବସ୍ଥା ଅନୁକୂଳ ହେବ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ । ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତ୍ତନ ଆପଣଙ୍କୁ ନିରାଶ କରିପାରେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର୍ଯ୍ୟକଳାପ ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ବିଛା
ଘରେ ବନ୍ଧୁମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନରୁ ଖୁସି ହୋଇଯିବେ । ସାମାଜିକ ସ୍ତରରେ ସାଧାରଣ ସ୍ବାର୍ଥକୁ କେନ୍ଦ୍ର କରି କଳହର ସମ୍ମୁଖୀନ ହୋଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟର ମତକୁ ସମ୍ମାନ ଦେଲେ ଉପକୃତ ହେବେ । ଅତୀତରେ ଘଟିଯାଇଥିବା ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତାକରି ଚିନ୍ତିତ ରହିବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଦୂର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ
କମ୍ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ନୂଆ ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ମକର
କର୍ମକ୍ଷେତ୍ରରେ ଫାଇଲ୍ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ପରିବାରରେ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ସାମୟିକ ଅସନ୍ତୁଷ୍ଟ ରହିପାରନ୍ତି । ଉଦାରତା ଓ ସହନଶୀଳତା ଗୁଣରୁ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ। ଅର୍ଥ ସାହାଯ୍ୟ ପାଇବେ ଏବଂ ଆଶା କରିଥିବା କୌଣସି ଖବର ପାଇ ଖୁସି ହେବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ
କୁମ୍ଭ
ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବେ । ଘରପାଇଁ ଆସବାବ କ୍ରୟ କରିପାରନ୍ତି । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ନୂଆ କଳା କୌଶଳ ଶିଖିବାକୁ ସୁଯୋଗ ମିଳିବ । ଶିକ୍ଷାକ୍ଷେତ୍ରରେ ଉନ୍ନତି କରିବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ
ଶିଳ୍ପ, ବ୍ୟବସାୟ, ପରିବହନ, ଏଜେନ୍ସିରେ ଉନ୍ନତି କରିବେ । ପିଲାଙ୍କ ବିବାହ ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ। ସାଂସ୍କୃତିକ ଅନୁଷ୍ଠାନରେ ପ୍ରଶଂସନୀୟ କାମକରି ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଆକସ୍ମିକ ଭାବରେ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ହୋଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories