Horoscope / ଯାଉଥିଲେ ରହିଯାଆନ୍ତୁ, ବଡ଼ ଦୁର୍ଘଟଣା ଆପଣଙ୍କ ରାସ୍ତାରେ ଅଛି...
·2 months ago·3 min read

Key Points
ଆଜିର ରାଶିଫଳ ଖବର
ସତର୍କ ରୁହନ୍ତୁ ଏହି ସମସ୍ତ ରାଶି
ସତର୍କ ରୁହନ୍ତୁ ଏହି ସମସ୍ତ ରାଶି
ମେଷ-
ପତୀ ପତ୍ନୀଙ୍କ ସମ୍ପର୍କରେ ଉନ୍ନତି ଆସିବ। ସରକାରି କ୍ଷେତ୍ରରୁ ମଧ୍ୟ କିଛି ଆର୍ଥିକ ସହୟତା ମିଳିପାରେ । ଶିକ୍ଷାର୍ଥୀ ମାନେ ଶିକ୍ଷକଙ୍କର ପରାମର୍ଶ ମାନି ଅଗ୍ରସର ହେବେ । ଦୂର ସ୍ଥାନକୁ ଯିବାର ସୁଯୋଗ ପାଇବେ । ନିଦ୍ଧିଷ୍ଟ କାର୍ଯ୍ୟରେ କୃତକାର୍ଯ୍ୟ ହେବେ । ଭଲକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଆଣିବେ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
ସ୍ୱାସ୍ଥ୍ୟ ସମସ୍ୟା କେତେକାଂଶରେ ସୁଧୁରିଯିବ। ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିବେ । ଆକସ୍ମିକ ଭାବରେ ଜଣେ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ । ସାମ୍ବାଦିକତା ତଥା ସଭାସମିତିରେ ପ୍ରଶଂସିତ ହେବେ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ଧୈର୍ଯ୍ୟ ଓ ସହନଶୀଳତା ସମ୍ବଳ କରି ଲକ୍ଷ୍ୟ ସାଧନ ଦିଗରେ ଆଗେଇ ଚାଲିବେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
କର୍କଟ-
ଆର୍ଥିକ ଓ ପାରିବାରିକ ପରିସ୍ଥିତି ଭଲ ରହିବ । ସ୍ୱାସ୍ଥ୍ୟ ସମସ୍ୟା, ଅର୍ଥ ସଙ୍କଟ ଓ ଏକାଧିକ କାମରୁ ମାନସିକ ଚାପଗ୍ରସ୍ତ ହୋଇପାରନ୍ତି । ନିଜ ଲୋକ ହଇରାଣରେ ପକାଇବାକୁ ଚେଷ୍ଟା କରିବେ । ପରୋକ୍ଷ ଶତ୍ରୁତା କାରଣରୁ ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
ଭାଇ ଭଉଣୀଙ୍କର ସମ୍ପର୍କରେ ଉନ୍ନତି ଆଣିବେ । ସଞ୍ଚିତ ଅର୍ଥ ଖର୍ଚ୍ଚ ହେବାର ଯୋଗ ରହିଛି । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ପରିକ୍ଷାରେ ଶ୍ରେୟ ହାସଲ କରିବେ । ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି । ଧର୍ମ ଓ ସାଂସୃତିକ କାର୍ୟ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା-
ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଆବଶ୍ୟକତାରୁ ଅଧିକ କହିବା ଅହିତକର ହୋଇପାରେ । ଅଫିସ୍ରେ ମିଠାକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବେ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ତୁଳା-
ପୂର୍ବ ସମୟ ଠାରୁ ସ୍ୱାସ୍ଥ୍ୟ ସମସ୍ୟା ଅନେକାଂଶରେ କମ୍ ରହିବ କିନ୍ତୁ ଗୁରୁଜନ ମାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାକରି ପାରନ୍ତି । ଅଧାରୁ ଛାଡିଦେଇଥିବା ବ୍ୟବସାୟକୁ ପୁନର୍ବାର ଆରମ୍ଭ କରିବେ । ଧୀରେ ଧୀରେ ଧନ ସଂଗ୍ରହରେ ବୃଦ୍ଧି ଘଟିବ । ଛାତ୍ରମାନେ ଶିକ୍ଷା ସମ୍ବନ୍ଧୀୟ ସୂଚନା ମଧ୍ୟ ପାଇବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ବିଛା-
ଦେହ ପିଡା ହେତୁ ସବୁ କାର୍ୟ୍ୟ ଅଧା ରହିବ । ପତୀପତ୍ନୀଙ୍କ ଭିତରେ ସାମାନ୍ୟ ମନମାଳିନ୍ୟ ଦେଖାଦେବ । ବ୍ୟବସାୟରେ ଉଥନ-ପତନ ଲାଗି ରହିବ । ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି । ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ୟ୍ୟାଦା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
କୋର୍ଟର ଫଇସଲା ଆପଣଙ୍କ ପାଖକୁ ଆସିପାରେ । କାରବାରରେ ବକୟ ଅର୍ଥ ପାଇବେ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବେ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ । ସଙ୍ଗୀତ କ୍ଷେତ୍ରରେ ପ୍ରଶଂସା ପାଇପାରନ୍ତି । ଭାତୃ ସଂପର୍କରେ ଉନ୍ନତି ଘଟିବ
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର –ସକାଳୁ ସୂର୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ମକର-
ବନ୍ଧୁମାନେ ଖାଲରେ ପକାଇବାକୁ ଚେଷ୍ଟା କଲେ ମଧ୍ୟ ସଫଳ ହେବେ ନାହିଁ । ସମସ୍ୟା ଆସିଲେ ମଧ୍ୟ କାମକୁ ପୂରା ଦମ୍ ରେ କରିବା ପାଇଁ ନିଷ୍ପତ୍ତି ନେବେ । ଯାନବାହାନରେ ସତର୍କତା ଅବଲମ୍ବନ କରିବା ଭଲ । ଚାହୁଁ ନ ଥିବା କିଛି କାମ ପରିସ୍ଥିତିରେ ପଡ଼ି କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ-
ସମସ୍ତ ଶାରୀରିକ ସମସ୍ୟାରୁ ମୁକ୍ତି ପାଇବା ସହିତ ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । କର୍ମ କ୍ଷେତ୍ରରେ ନିଜ ମନ ଅନୁଯାୟୀ କର୍ମ କରିବାର ସ୍ୱାଧିନତା ପାଇବେ ଅନ୍ୟ ରାଜ୍ୟକୁ ବ୍ୟପାର କରିବାକୁ ଯାଇ ପାରନ୍ତି । ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ-
ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ । ବିଦ୍ୟାର୍ଥୀ ମାନେ ପଢାରେ ଅବହେଳା କରିପାରନ୍ତି। ନିର୍ମାଣାଧୀନ କାମରେ କିଛିଟା ସମସ୍ୟା ଅବଶ୍ୟ ଆସିଲେ ମଧ୍ୟ କିଛି ଅସୁବିଧା ହେବନି। ଜମିରେ ଆଜି ନିବେଶ କରନ୍ତୁ ନାହିଁ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର:

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: