Zodiac Sign Today / ଏହି ରାଶିର ବ୍ୟକ୍ତିଙ୍କ ନୂତନ ବ୍ୟବସାୟର ସୁଯୋଗ ଜୁଟିବ, କର୍ମରେ ସଫଳତା ମିଳିବ
·6 months ago·4 min read

Key Points
ମେଷ-
ପାରିବାରିକ କ୍ଷେତ୍ରରେ ପାରିପାର୍ଶ୍ବିକ ପରିସ୍ଥିତି ଭଲ ରହିବାରୁ ଖୁସି ରହିବେ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି ।

ପାରିବାରିକ କ୍ଷେତ୍ରରେ ପାରିପାର୍ଶ୍ବିକ ପରିସ୍ଥିତି ଭଲ ରହିବାରୁ ଖୁସି ରହିବେ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ ।
କୋର୍ଟରେ ଶୁଭ ଫଳ ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମହାଦେବଙ୍କ ପୂଜା କରନ୍ତୁ
ବୃଷ-
କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ । ଶାରୀରିକ କଷ୍ଟ ଦୂର ହେବ । କଳକାରଖାନା ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ
ମିଥୁନ-
ବାସସ୍ଥାନ ବା ଯାନବାହନ ପାଇଁ ଖର୍ଚ୍ଚାନ୍ତ ହୋଇ ପାରନ୍ତି । କୌଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ସମ୍ପତ୍ତି ସମ୍ବନ୍ଧୀୟ ଶୁଭ ସମାଚାର ଶୁଣିବାକୁ ମିଳିବ । କଚେରି ମାମଲା କାରଣରୁ ଉଦ୍ବେଗ ବୃଦ୍ଧି ପାଇବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ-
ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ। ଅସାବଧାନତା କାରଣରୁ ଦୁର୍ଘଟଣା ଗସ୍ତ ହୋଇପାରନ୍ତି । ଧନ ସମ୍ପତ୍ତି ବୃଦ୍ଧି ହୋଇପାରେ। ଗାଡିମଟର କ୍ରୟ କରିବାର ଅଭିଳାଷା ପୂରଣ ହେବ। ମନ ବୁଝିବା ଭଳି କଥା କହି ବନ୍ଧୁଙ୍କୁ ଆପଣେଇବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ
ସିଂହ-
ପରିବାରରେ ହସଖୁ୍ସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ । ଆୟ ବଢିବା ସହିତ ଚାକିରିରେ ପଦେନ୍ନତି ହେବ ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତ୍ତି ଓ ମାନ୍ୟତା ଅର୍ଜନ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ୍ ରହିବ । ଗମ୍ଭୀରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତ୍ତି କିଣିବାର ଯୋଗ ରହିଛି । ଘରୋପକରଣ କିଣିବାରେ ଅଧିକ ବ୍ୟୟ କରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । କଳହ ଲାଗିଥିବା ବନ୍ଧୁଙ୍କ ପ୍ରତି ସତର୍କ ରୁହନ୍ତୁ। କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ଅପୂରଣୀୟ ଅଭିଳାଷ ନେଇ ଦୁଃଖ ଅନୁଭବ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ
ବିଛା-
ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଖୁବ୍ ଭଲ ରହିବ । କାରବାର ବିସ୍ତାର କରିବା ପାଇଁ ଅଧିକ ପରିଶ୍ରମ କରିବାକୁ ପଡିବ । ବ୍ୟବସାୟରେ ନୂଆ ଯୋଜନା କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବୁଥିବା କଥାକୁ ବନ୍ଧୁଙ୍କ ଆଗରେ କହି ପାରିବେ ନାହିଁ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
ବିବାହ ଆଦି ଶୁଭ କାର୍ଯ୍ୟରେ ଯୋଗ ଦେଇ ମନ ଖୁସି ରହିବ । ସାମାଜିକ ସ୍ତରରେ ଜନମଙ୍ଗଳ କାମରେ ନିଜକୁ ନିଯୋଜିତ କରିପାରନ୍ତି । ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶନି ଦେବଙ୍କ ପୂଜା ପୂଜା କରନ୍ତୁ
ମକର-
ବାରମ୍ବାର କାମରେ ପରିବର୍ତ୍ତନ ମନରେ ଚିନ୍ତା ସୃଷ୍ଟି କରିବ । ଆଜି ସାଙ୍ଗମାନେ ବହୁତ ସହଯୋଗ କରିବେ । ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ। ଅଫିସ୍ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ପଡୋଶୀଙ୍କ ସହ ଦିବାଦ ଦେଖା ଦେଇପାରେ । ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ବ୍ୟବସାୟରେ ବଡ ବ୍ୟବସାୟୀଙ୍କ ସହ ହାତ ମିଳାଇବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି ସାମାଜିକ ସ୍ତରରେ ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବା ପାଇଁ ନିଷ୍ପତ୍ତି ନେବେ । ଅଫିସ୍ରେ ସବୁକାମ ସମ୍ଭାଳି ନେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନାଲି ପୋଷାକ ବ୍ୟବହାର କରନ୍ତୁ
ମୀନ-
ବଡ ବ୍ୟବସାୟୀଙ୍କ ସହିତ ହାତ ମିଶାଇବେ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ । କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିପାରେ । ବ୍ୟବସାୟରେ ଲାଭାଂଶ କମାଇବେ । ପ୍ରଶାସନିକ କ୍ଷେତ୍ରରେ ଉତ୍ତେଜନା ପରିସ୍ଥିତି ରହିପାରେ । ଋଣଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories