Horoscope Today / ନଭେମ୍ଵର ୦୮ ତାରିଖ, ଶନିବାର: ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ
·10 months ago·3 min read

Key Points
ମେଷ-
ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ ।

ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ କରିବେ । ପରିବହନରେ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ଠାରୁ ସହାୟତା ନେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ବଡ କମ୍ପନୀ ସହିତ ବ୍ୟବସାୟରେ ଜଡିତ ହୋଇପାରନ୍ତି । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ପରିକ୍ଷାରେ ଶ୍ରେୟ ହାସଲ କରିବେ । କାର୍ଯ୍ୟାଳୟରେ ନିଜର ଭୁଲକୁ ସ୍ୱୀକାର କରିବା ଆପଣଙ୍କ ପକ୍ଷରେ ରହିବ । ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ପରିବାରରେ ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ଖେଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମାଲିମକଦ୍ଦମାର ଶୁଣାଣି ଆପଣଙ୍କ ସପକ୍ଷରେ ଯିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ-
ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । ଆର୍ଥିକ ଅବସ୍ଥାରେ ନିହାତି ସୁଧାର ଆସିବ, କିନ୍ତୁ ସମାନ ଭାବରେ ଖର୍ଚ୍ଚ ମଧ୍ୟ ହେବ । ବହୁତ ଦୂରରେ ରହୁଥିବା ବନ୍ଧୁ ଆଜି ଆପଣଙ୍କୁ ସମ୍ପର୍କ କରି ପାରନ୍ତି । କୌଣସି ଦୂର ସମ୍ପର୍କୀୟ ଆଜି ଆପଣଙ୍କ ଘରକୁ ଆସିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ-
ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବନରେ ସୁଧାର ଆଣିବେ । ଜୀବନରେ ନୂଆ ସଙ୍କେତ ମିଳିପାରେ । ବିଦ୍ୟାର୍ଥୀ ପ୍ରତିଦ୍ୱନ୍ଦ୍ବିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗୀଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି ।
ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହିତ ଜଡିତ ହୁଅନ୍ତୁ ଯେଉଁ ମାନେ ଭବିଷ୍ୟରେ ଧାରା ଦେବାରେ ଆପଣଙ୍କ ସାହାଯ୍ୟ କରି ପାରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କୁକୁର, କାଉକୁ ଖାଇବାକୁ ଦିଅନ୍ତୁ
ତୁଳା-
କୌଣସି ନୂତନ ଯୋଜନା ଅର୍ଥ ଅଭାବ ଯୋଗୁ ଆରମ୍ଭ ହୋଇ ପାରିବ ନାହିଁ । ଆଧ୍ୟାତ୍ମିକ , ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ପାରନ୍ତି । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ରାଜନୀତିରେ କ୍ଷେତ୍ରରେ ବହୁତ ଉପରକୁ ଯାଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟୋକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ଆନୁଷ୍ଠାନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। କାର୍ଯ୍ୟାଳୟରେ କେହି ଆପଣଙ୍କୁ କିଛି ବଢିଆ ଜିନିଷ କିମ୍ବା ଖବର ଦେଇ ପାରେ। ପିଲାମାନେ ଆଜି ପାଠ ପ୍ରତି ଆଗ୍ରହ ନଥିବା ଯୋଗୁଁ ବିଦ୍ୟାଳୟରେ ନିରାଶ କରି ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ-
ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷେପ ନେବେ । ଚାକିରୀ କ୍ଷେତ୍ରରେ ଆପଣଙ୍କ କାମକୁ ନେଇ ସହକର୍ମୀ ମାନେ ବିରୋଧ କରିପାରନ୍ତି । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର୍ଯ୍ୟ କରିବେ । ରାଜନୀତି କ୍ଷେତ୍ରରେ ଆଗକୁ ଯିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଗୁରୁଙ୍କର ଗାୟତ୍ରୀ ପାଠ କରନ୍ତୁ
ମକର-
କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ କରି ଲକ୍ଷ୍ୟ ହାସଲରେ ସମର୍ଥ ହେବେ। ପାଖ ପଡ଼ୋଶୀମାନଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟା ହିଁ ଚିନ୍ତାର ମୁଖ୍ୟ କାରଣ ହେବ। ନିଜ ଲୋକମାନଙ୍କ କାର୍ଯ୍ୟକଳାପ ଅସୁବିଧାରେ ପକାଇପାରେ।ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ। ଶିକ୍ଷାର୍ଥୀ ମାନେ ଆତ୍ମନିର୍ଭରଶୀଳ ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମ୍ନା କରିବାକୁ ପଡିପାରେ । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଚେଷ୍ଟା କରିବେ । ଗଣ ମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଜୀବନ ସାଥୀଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଚାକିରିରେ ଅପଦସ୍ତ ହୋଇପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ-
ଅନେକାଂଶରେ ସ୍ୱାସ୍ଥ୍ୟ ସମସ୍ୟା ଦୂରୀଭୂତ ହେବା ସହିତ ଶାରୀରିକ ସୁସ୍ଥତା ଫେରି ପାଇବେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। କଚେରି ମାମଲାର ଆଜି ଶୁଣାଣିରେ ସନ୍ତୋଷ ପାଇ ପାରିବେ ନାହିଁ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟସାଧନ କରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।

Related Topics
Explore more stories