Today Horoscope / ଅକ୍ଟୋବର ୨୧ ତାରିଖ, ମଙ୍ଗଳବାର: ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ
·8 months ago·3 min read

Key Points
ମେଷ-
ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି । ସାମାଜିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ ।

ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି । ସାମାଜିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଗୁରୁଜନ ମାନଙ୍କ ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଗୋ ମାତାଙ୍କୁ କିଛି ଘାସ ଖାଇବାକୁ ଦିଅନ୍ତୁ
ବୃଷ-
ଦେହ ଭଲ ରହିଲେ ମଧ୍ୟ ପୁରାତନ ରୋଗପୀଡ଼ାରେ କଷ୍ଟ ପାଇପାରନ୍ତି। ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ।କର୍ମକ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ପାରିବାରିକ ଜୀବନରେ ଝଡ଼ ସୃଷ୍ଟିହେବାର ଆଶଙ୍କା ରହିଛି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା' କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
କାର୍ଯ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ନୂଆ ବାହନ କିଣିବାର ଆଶା ପୂରଣ ହୋଇପାରେ । ଜମିବାଡି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
କର୍କଟ-
ଠିକ୍ ବିଚାର ଓ ସମୟୋପଯୋଗୀ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲାଭଳି ଅନୁଭବ କରିବେ। ଅନ୍ୟମାନଙ୍କ ଉପରେ ବିରକ୍ତ ହେବା ଦ୍ୱାରା ସମସ୍ୟା କମିବା ବଦଳରେ ବୃଦ୍ଧି ପାଇବ। ପରୋକ୍ଷ ଶତ୍ରୁତା ଦୈନିକ ଜୀବନଚର୍ଯ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା' ଭୁବନେଶ୍ବରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । ଛାତ୍ରଛାତ୍ରୀ ମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ଭାବୁଥିବା କାମଟିକୁ ସଂପୂର୍ଣ୍ଣ କରିବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଇଷ୍ଟ ଦେବୀ ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ
କନ୍ୟା-
କର୍ମକ୍ଷେତ୍ରରେ ନିଜର ଅବହେଳାରୁ କେତେକ ସୁଯୋଗ ହାତଛଡ଼ା ହୋଇପାରେ। ଆତ୍ମୀୟମାନଙ୍କ ସହ ମତପାର୍ଥକ୍ୟ ହେବା କାରଣରୁ ମାନସିକ ଶାନ୍ତି ବ୍ୟାହତ ହେବ। ବ୍ୟବସାୟ ଓ ବାଣିଜ୍ୟ ପାଇଁ ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିବ। ନିଜ ଆଶା ଅନୁଯାୟୀ କାମରେ ପ୍ରବୃତ୍ତ ରହିଲେ ସଫଳତା ପାଇବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ତୁଳା-
ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ। ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ଉପାର୍ଜନ ପାଇଁ ନୂଆ ପ୍ରସ୍ତୁତ ଯୋଜନା କରିବେ। ପଇସାପତ୍ରକୁ ନେଇ ଅନର୍ଥ ସୃଷ୍ଟି ହୋଇପାରେ। କଚେରି ମାମଲାର ଆଶୁ ଶୁଣାଣି ହେବ, କିନ୍ତୁ ସନ୍ତୋଷ ପାଇ ପାରିବେ ନାହିଁ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ବିଛା-
କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ବୁଝାମଣାରେ ଅଗ୍ରଗତି ସହ ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ବନ୍ଧୁଙ୍କ ପରାମର୍ଶକ୍ରମେ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । କୌଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ଆୟ ଅପେକ୍ଷା ବ୍ୟୟ ବଢିପାରେ । ନିଜ କାର୍ଯ୍ୟକ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ବନ୍ଧୁଙ୍କ ସହ ବିଭିନ୍ନ ଯୋଜନା ସମ୍ପର୍କିତ ଆଲୋଚନାରେ ଅଗ୍ରଗତି ଘଟିପାରେ। ରାଜନୈତିକ ତଥା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଆଶାନୁଯାୟୀ ସଫଳତା ନ ପାଇବା କାରଣରୁ ସନ୍ତାନଙ୍କ ଉପରେ କ୍ଷୁବ୍ଧ ହୋଇପାରନ୍ତି। ଧୈର୍ଯ୍ୟର ସହ କାର୍ଯ୍ୟ କଲେ ଉପକୃତ ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ଲାଭବାନ୍ ହେବେ । ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି। ବିବାଦୀୟ ଘଟଣାରେ ପ୍ରତିଦ୍ୱନ୍ଦ୍ବିତା କ୍ରମଶଃ ବୃଦ୍ଧି ପାଇବ। ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ପରିବାରର ଆବଶ୍ୟକତା ପୂରଣ ଲାଗି ଧାର ସୂତ୍ରରେ ଅର୍ଥ ଆଣିବାକୁ ପଡ଼ିପାରେ। ଜମିଜମା କିମ୍ବା ଗୃହସୀମାକୁ କେନ୍ଦ୍ରକରି ରହିଥିବା ବିବଦମାନ ସ୍ଥିତି ଆପୋଷ ଆଲୋଚନା ମାଧ୍ୟମରେ ସମାଧାନ ହୋଇପାରେ। ସାଙ୍ଗଠନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories