Today Horoscope / ଅକ୍ଟୋବର ୨୬ ତାରିଖ, ରବିବାର: ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ?
·8 months ago·4 min read

Key Points
ମେଷ-
ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ।
ବୃଷ-
ଘରକୁ ଅତିଥିଙ୍କର ଯିବା ଆସିବା ଲାଗି ରହିବ । ଦୁଃସାହସିକ କାର୍ୟ୍ୟ ସମ୍ପାଦନା କରିବେ । ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ ।

ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ । ସମ୍ମାନିତ ଲୋକଙ୍କ ସହ ମିଶିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ
ବୃଷ-
ଘରକୁ ଅତିଥିଙ୍କର ଯିବା ଆସିବା ଲାଗି ରହିବ । ଦୁଃସାହସିକ କାର୍ୟ୍ୟ ସମ୍ପାଦନା କରିବେ । ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ । ଅଧିକାର ଜାହିର କରିବାରୁ ନିବୃତ୍ତ ରୁହନ୍ତୁ। ପ୍ରସାଧନ ଦୋକାନୀଙ୍କର ଉନ୍ନତି ହେବ। ଘରୋଇ କମ୍ପାନୀରେ ଚାକିରି ମିଳିପାରେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ
ମିଥୁନ-
ଜୀବନ ସାଥୀଙ୍କ ସହିତ ସମୟ ବିତାଇବେ । ଅଫିସ୍ରେ ଆପଣଙ୍କ ପରାମର୍ଶକୁ ସମ୍ମାନ କରିବେ । କୌଣସି କାମକୁ ମୂଳରୁ ଆରମ୍ଭ କରିବେ । ଆର୍ଥିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଛାତ୍ର ଛାତ୍ରୀ ମାନେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ଅବିବାହିତ କନ୍ୟାଙ୍କ ଲାଗି ଲାଭ ଦିନଟିଏ । ଆପଣ ଯେଉଁ ନିଷ୍ପତି ନେବେ ତାହା ଆପଣଙ୍କୁ ଭବିଷ୍ୟତରେ ଲାଭ ଦେବ । ଜୀବସାଥି ସହ ସୁଖଦ ସମୟ କାଟିବେ । କମ୍ପାନିରେ ଚାକିରି କରୁଥିବା ଲୋକଙ୍କ ଲାଗି ଦିନ ଭଲ ରହିବ । ଅନ୍ୟମାନଙ୍କ ସହିତ କଥା ହେବା ସମୟରେ ଠିକ୍ ଭାଷା ପ୍ରୟୋଗ କରନ୍ତୁ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ସିଂହ-
ଜୀବନସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ । ଛାତ୍ରଛାତ୍ରୀଙ୍କର ପାଠ ପଢାରେ ମନ ଲାଗିବ । ରାଜନୈତିକ ସମର୍ଥନ ପାଇବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି । ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗୀଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ସାମୟିକ ଭାବେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ସ୍ୱାସ୍ଥ୍ୟ ପରୀକ୍ଷା ଲାଗି ଅଧିକ ଖର୍ଚ୍ଚ ହୋଇପାରେ ।
ମନରେ ବିଭିନ୍ନ ପ୍ରକାରର ଭାବନା ସୃଷ୍ଟି ହୋଇପାରେ। ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ଅନ୍ୟମାନଙ୍କ ସହେଯାଗ ପାଇ ଉପକୃତ ହେବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ଜଣେ ଅପରଚିତ ବ୍ୟକ୍ତିଙ୍କର ସାହାଯ୍ୟ ସହଯୋଗ ପାଇ ଅସମ୍ପୂର୍ଣ୍ଣ କାମଟିକୁ ସମ୍ପୂର୍ଣ୍ଣ କରିପାରନ୍ତି । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ତୀର୍ଥଯାତ୍ରାରେ ଦେବ ଦର୍ଶନ କରିପାରନ୍ତି । ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ବିଛା-
ଘରର ପରିବେଶ ଶାନ୍ତିପୂର୍ଣ୍ଣ ରହିବ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ । ଉଚ୍ଚ ସ୍ଥାନରୁ ପଡି ଯାଇ ଗୋଡରେ ଆଘାତ ଲାଗିପାରେ । ମନକୁ ସ୍ଥିର ରଖି ସବୁ ସମସ୍ୟାର ସମାଧାନ କରି ପାରିବେ । ଛାତ୍ରଛାତ୍ରୀଙ୍କୁ ପାଠ ପଢାରେ ପ୍ରଶଂସା ମିଳିପାରେ । କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଦୂର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ । କୌଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ । ଛାତ୍ରଛାତ୍ରୀ ମାନେ ପଢାରେ ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଶିଳ୍ପ, ବାଣିଜ୍ୟ, ପ୍ରଶାସନ, ଆଇନ, ଅଦାଲତ ଓ କଳା, କାରିଗରି କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ। ଛାତ୍ରଛାତ୍ରି ମାନେ ସୁଖ୍ୟାତି ଅର୍ଜନ କରିବା ସହିତ ସବୁ ପ୍ରକାର ସହଯୋଗ କରିବେ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଆପଣଙ୍କ ଚିନ୍ତାଧାରା ଭଲ ହେଲେ ମଧ୍ୟ ପାରିପାର୍ଶ୍ୱିକ ପରିସ୍ଥିତି ଓଲଟା ରହିବ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ
କୁମ୍ଭ-
ଘରକୁ ସଜାଇବାରେ ସମୟ କଟାଇବେ । ବନ୍ଧୁଙ୍କ ସହିତ ମିଶି କିଛି ନୂତନ ଯୋଜନ। କରି ପାରନ୍ତି। ନୂତନ ସ୍ଥାନ ପରିଭ୍ରମଣ କରି ପାରନ୍ତି । ବିଦ୍ୟାର୍ଥୀ ମାନଙ୍କ ପାଇଁ ଶୁଭ ଦାୟକ ରହିବ । ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କରିଲେ ଅପେକ୍ଷାକୃତ ସଫଳତା ପାଇ ପାରନ୍ତି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମୀନ-
ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ଉନ୍ନତଜ୍ଞାନ କୌଶଳରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ । ବିଦ୍ୟାର୍ଥୀଙ୍କୁ କମ୍ ପରିଶ୍ରମରେ ଯଥେଷ୍ଟ ସୁଫଳ ମିଳିବ । ବାହାର ଜାଗାରେ ଆପଣଙ୍କର କୌଣସି କାମ ଅଟକି ରହିବ ନାହିଁ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories