Today Horoscope / ଏହି ରାଶି ଜୀବନରେ ଉନ୍ନତି କରିବେ; ଆପଣଙ୍କର ଆଜି ଦିନଟି କେମିତି କଟିବ ?
·1 hour ago·3 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ
ପଢନ୍ତୁ ଆଜିର ଭାଗ୍ୟଫଳ
ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ
ପଢନ୍ତୁ ଆଜିର ଭାଗ୍ୟଫଳ
ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ
ମେଷ-
ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ଅଫିସ୍ କାମକୁ ଠିକ୍ ସମୟରେ ଶେଷ କରିବା ପାଇଁ ଚେଷ୍ଟା କରିବେ। କଳା କ୍ଷେତ୍ରରେ ଥିବା ଲୋକମାନେ ଭଲ ପ୍ରଦର୍ଶନ କରିବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସହଯୋଗ ମନୋବଳକୁ ବଢେଇ ଦେବ । କୋର୍ଟକଚେରୀରେ ମନ୍ଥରତା ଲାଗି ରହିବ । ମହିଳାମାନେ ନିଜ ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା' କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ । ଯାନବାହନ ଚଳାଇବା ସମୟରେ ସତର୍କ ଅବଲମ୍ବନ କରନ୍ତୁ । ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା' ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପରୋକ୍ଷ ଶତ୍ରୁତା ଦୈନିକ ଜୀବନଚର୍ଯ୍ଯାକୁ କେତେକାଂଶରେ ପ୍ରଭାବିତ କରିପାରେ । ଛୋଟ କଥାକୁ ନେଇ ପରିବାର ଭିତରେ ସମ୍ପର୍କ ହାନି ହୋଇପାରେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ-
ଶିକ୍ଷାର୍ଥୀମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ଆକସ୍କିକ ବିପଦ ଦେଖାଦେଇପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
କନ୍ୟା-
ସ୍ୱାସ୍ଥ୍ୟଗତ ସମସ୍ୟାରେ ଉନ୍ନତି ହେବ । ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ । ଆପଣ ନିଜ କଥାରେ ଅନ୍ୟମାନଙ୍କ ମନ ମୋହିବେ । ଇଚ୍ଛା ନ ଥିଲେ ସୁଦ୍ଧା ହଠାତ୍ ଦୂରକୁ ଯିବାକୁ ପଡ଼ିପାରେ । ଅବଶ୍ୟ କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ
ତୁଳା-
ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ପ୍ରେମ ପ୍ରସଂଙ୍ଗରେ ଆପଣ ସଫଳତା ପାଇବେ । ସାବଧାନ ରୁହନ୍ତୁ ସଡକ ଦୁର୍ଘଟଣା ହୋଇପାରେ । ବେପାରରେ ପ୍ରଚୁର ଲାଭ ମିଳିବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଡାଲି, ଚାଉଳ ଦାନ କରନ୍ତୁ
ବିଛା-
ଶିଳ୍ପ, ବ୍ୟବସାୟ, ପରିବହନ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ସଂକୋଚବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ । କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ମହିଳା ଛାତ୍ରୀମାନେ ପୁରସ୍କୃତ ହୋଇପାରନ୍ତି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୁଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି । ପରିବାର ଲୋକ ଆପଣଙ୍କ ଠାରୁ ଅନେକ କିଛି ଆଶା କରିବେ । ସାମାଜିକ କାର୍ଯ୍ୟରେ ରୁଚି ବଢିବ । ରାଜନୀତିରେ ବଡ ଆହ୍ୱାନକୁ ଦୃଢଭାବେ ମୁକାବିଲା କରନ୍ତୁ । ପୈତୃକ ସମ୍ପତ୍ତି ବ୍ୟବହାର କରି କିଛି ଅର୍ଥ କମାଇ ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ । ନୂତନ ସ୍ଥାନ ବୁଲିଯିବାର ସୁଯୋଗ ମିଳିବ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଦୂର ସ୍ଥାନକୁ ଯାତ୍ରା କରିବେ । ନିଜ ପରିଶ୍ରମର ସଫଳତା ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳୀଙ୍କୁ ପୂଜା କରନ୍ତୁ

କୁମ୍ଭ-
ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳୀଙ୍କ ମହାକବଚ ଧାରଣ କରନ୍ତୁ
ମୀନ-
ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରିବେ । ସାଂସ୍କୃତିକ କାର୍ୟ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା' ତାରାଙ୍କର ମନ୍ତ୍ର ପାଠ କରନ୍ତୁ

Related Topics
Explore more stories