Today Horoscope / ଆଜିର ରାଶିଫଳ: ଏମାନଙ୍କ ଜୀବନ ହସ ଉଲ୍ଲାସରେ ଭରିଯିବ, ସତର୍କ ରୁହନ୍ତୁ ଏହି ରାଶି
·6 days ago·3 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ ?
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ମେଷ-
ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ଜୀବନ ସାଥି ଆପଣଙ୍କର ପ୍ରଂଶସା କରିବେ । ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ବେପାର ବୃତ୍ତିରୁ ସଫଳତା ହାସଲ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ
ବୃଷ-
ଅର୍ଥ ସମ୍ବନ୍ଧୀୟ କାର୍ଯ୍ୟରେ ସଫଳତା ମିଳିବ ଏବଂ ତଦନୁସାରେ ଖର୍ଚ୍ଚର ଦିଗ ମଧ୍ୟ ବ୍ୟାପକ ହୋଇପାରେ । ରାଜନୀତି କ୍ଷେତ୍ରରେ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ । ସାମାଜିକ ସ୍ତରରେ ଉଚ୍ଚବର୍ଗର ବ୍ୟକ୍ତିଙ୍କ ସହଯୋଗ ପାଇବେ । ମାଲିମକଦ୍ଦମାର ବିଚାର ବିଳମ୍ବ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ମିଥୁନ-
ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ । କାରବାରରେ ଆପଣଙ୍କର ବହୁତ ଲାଭ ହେବ । ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହେବେ । ମହିଳା ମାନେ ପୂଜାପାଠରେ ମନ ଲଗାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା' ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ବ୍ୟବସାୟ ଭଲରେ ଚାଲିବ ଓ ପାରିବାରିକ ଜୀବନ ମଧ୍ୟମ ଧରଣର ରହିବ । ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶ କରିବାରେ ସମର୍ଥ ହେବେ । ପ୍ରଶାସନିକ ସ୍ତରରେ କାର୍ଯ୍ୟଭାର ବୃଦ୍ଧି ଜନିତ ଆଜି ବ୍ୟସ୍ତତାରେ ରହିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ
ସିଂହ-
ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । ଆଇନ ଛାତ୍ରମାନେ ସମୟର ସଦୂପଯୋଗ କରନ୍ତୁ । ରାଜନୀତିରେ ମନକାମନା ପୂରଣ ହେବ । ମାଲିମକନ୍ଦମାରେ ସଫଳତା ହାସଲ କରିବେ । ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତ୍ଵକୁ ପ୍ରେରଣା ଦେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । କେତେକ କ୍ଷେତ୍ରରେ କାରଣ ନଥାଇ ମଧ୍ୟ ଦୋଷୀ ସାବସ୍ତ୍ୟ ହୋଇପାରନ୍ତି । କର୍ମ କ୍ଷେତ୍ରରେ ଥିବା ସମସ୍ତ ସମସ୍ୟାର ସମାଧାନ ହୋଇଯିବ । ପୈତୃକ ସମ୍ପତିକୁ କେନ୍ଦ୍ର କରି କଳହ ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ତୁଳା-
ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ବ୍ୟବସାୟରେ କଠିନ ପରିଶ୍ରମ କରି ଲାଭବାନ୍ ହୋଇ ପାରନ୍ତି । ବିଶ୍ୱାସି ଲୋକ ବିଶ୍ୱାସଘାତ କାମ କରିପାରନ୍ତି । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ବ୍ୟବସାୟିକ ଦିଗରେ ଆଶାନୁଯାୟୀ ସଫଳତା ପାଇପାରନ୍ତି । ସବୁ ସୁବିଧା ଥିଲେ ମଧ୍ୟ ମନ ବିଚଳିତ ହୋଇପାରେ । କେତେକ କ୍ଷେତ୍ରରେ ଜିଦ୍ଖୋର ମନୋବୃତ୍ତି ଯୋଗୁ ହଇରାଣ ହୋଇପାରନ୍ତି । କଳା, ସାହିତ୍ୟ, ସଙ୍ଗୀତରେ ସମ୍ମାନିତ ହେବେ । ସାମାଜିକ ସ୍ତରରେ ହସଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
ଆୟ ଖୁବ୍ ଭଲ ହେବ । ପାରିବାରି ଜୀବନ ହସ, ଖୁସିରେ କଟିବ । ଚାକିରିରେ ପ୍ରାଧ୍ୟାନ୍ୟ ବଜାୟୀ ରଖିବେ । ଜମିଜମା କିଣିବାର ସୁଯୋଗ ରହିଛି । ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ । କୈାଣସି ଗୋଟେ ବଡ ପଦବୀ ଯାଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର-
ବକେୟା ଅର୍ଥ ପାଇପାରନ୍ତି । ଆଗାମୀ ଆନୁଷ୍ଠାନିକ ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ କରିପାରନ୍ତି । ପାରିବାରିକ ଅସ୍ଥିରତା ଲାଗି ରହିବା କାରଣରୁ ଅଧିକାଂଶ ସମୟ ଅନ୍ୟମନସ୍କ ରହିପାରନ୍ତି । ସମ୍ପର୍କୀୟଙ୍କ ସମର୍ଥନ ଲାଭ କରି କାର୍ଯ୍ୟ ହାସଲ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ । ଛାତ୍ରଛାତ୍ରୀମାନେ ପଢାପଢିରେ ନିରନ୍ତର ମନ ଦେବେ । ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ । ଗୃହିଣୀଙ୍କ ଘରକାମରେ ଘର ଲୋକ ସାହାର୍ଯ୍ୟ କରିବେ । କେହି ଆପଣଙ୍କୁ ସାହାର୍ଯ୍ୟର ହାତ ବଢାଇବେ । ବିଦ୍ୟାର୍ଥୀମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମୀନ-
କର୍ମ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ପରିବାରର ଖର୍ଚ୍ଚ ପରିମାଣ ଦି ଗୁଣା ହୋଇପାରେ । ଠିକ୍ ସମୟରେ ଉଚିତ୍ ପଦକ୍ଷେପ ନେବେ । ଖୋଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମହିଳା ମାନେ ପୂରାତନ ରୋଗର ପୀଡା ଅନୁଭବ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀକୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories