Today Horoscope / ଆଜିର ରାଶିଫଳ; ଏମାନେ ପାଇବେ ଖୁସି ଖବର, ହେବ ଟଙ୍କା ବର୍ଷା
·2 hours ago·4 min read

Key Points
ଆଜି କେମିତି କଟିବ ଆପଣଙ୍କ ଜୀବନ
ଏହି ରାଶିଧାରୀ ପାଇବେ ଖୁସି ଖବର
ଘରୁ ବାହାରିବା ପୂର୍ବରୁ ପଢନ୍ତୁ କଣ ଅଛି ଯୋଗ ?

ମେଷ-
ପ୍ରେମ ବଢ଼ିବ ଏବଂ ପରସ୍ପର ପ୍ରତି ଉତ୍ସର୍ଗୀକୃତ ଭାବନା ସୃଷ୍ଟି ହେବ । ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ । ଶୃଜନା ଶୀଳତା ଓ ଧର୍ମପ୍ରାପ୍ତିରେ ବାଧା ଆସିପାରେ । ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି, ଏଣୁ ସତର୍କ ରହିବା ଭଲ । ପିଲାମାନଙ୍କ କଳହକୁ କେନ୍ଦ୍ରକରି ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ
ବୃଷ-
ପାରିବାରିକ ସ୍ତରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । କର୍ମ କ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ ସ୍ଥଗିତ କାମ ଯଥା ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ । ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀମାନେ ଉତ୍ତମ ଫଳ ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ
ମିଥୁନ-
ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦୂର ହେବ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ । କର୍ମ କ୍ଷେତ୍ରରେ ଆଗେଇବେ । ସମ୍ପତ୍ତିକୁ ନେଇ ସମସ୍ୟା ଉପୁଜିପାରେ । ଉଚ୍ଚଶିକ୍ଷା କରିବାକୁ ଛାତ୍ରଛାତ୍ରୀମାନେ ଭଲ ଫଳାଫଳ ପାଇପାରିବେ । ଯେକୌଣସି ଘରର ମରାମତି କିମ୍ବା ସାଜସଜ୍ଜା କାର୍ୟ୍ୟରେ ବହୁତ ଖର୍ଚ୍ଚ କରି ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗୋମାତାଙ୍କୁ ଖାଇବାକୁ ଦିଅନ୍ତୁ
କର୍କଟ-
ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ । ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ । କୌଣସି ନୂଆ କାମର ପ୍ରସ୍ତାବକୁ ଅନ୍ୟମାନେ ଦୃଢ ସମର୍ଥନ ଜଣାଇବେ । ଆବଶ୍ୟକ ଜିନିଷ କିଣିବା ସକାଶେ ସମ୍ପର୍କୀୟ ଜଣେ ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ସିଂହ-
ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ । ବାଣିଜ୍ୟ ବ୍ୟବସାୟରେ ଲାଭ ହେବାର ଆଶା ଅଛି । ଜଣେ ବିଶିଷ୍ଟବ୍ୟକ୍ତିଙ୍କ ଛତ୍ରଛାୟାରେ ଅସମ୍ଭବ କାମକୁ ସମ୍ଭବ କରିପାରିବେ। ସରକାରୀ ସ୍ତରରୁ କୌଣସି ଖବର ପାଇ ଖୁସି ହେବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀରାମଙ୍କୁ ପୂଜା କରନ୍ତୁ
କନ୍ୟା-
ଛୋଟ ଘରୋଇ କଥାକୁ ବଡ ଆକାରରେ ଚିନ୍ତା କରିବେ । କର୍ମ କ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦରେ ପଡିପାରନ୍ତି । କୌଣସି କାମ ଆରମ୍ଭ କଲେ ଅବଶ୍ୟ ସଫଳତା ପାଇବେ । କଠିନ ପରିଶ୍ରନ କରୁଥିବା ବିଦ୍ୟାର୍ଥୀ ମାନଙ୍କର ଆଶା ପୂରଣ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
କର୍ମକ୍ଷେତ୍ରରେ ବନ୍ଧୁ କିମ୍ବା ସହକର୍ମୀ ମାନଙ୍କ ସହ ତିକ୍ତତା ଦେଖାଦେଇ ପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । ମାନସିକ ସ୍ଥିରତା ଅଭାବରୁ ବିନା କାରଣରେ ଝଗଡା ଲାଗିପାରେ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବାର ସୂଚନା ରହିଛି । ଓକିଲଙ୍କ ପାଇ ଦିନଟି ଭଲ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ
ବିଛା-
ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସ କାମରେ ଆପଣ ବହୁତ ବ୍ୟସ୍ତ ରହିବେ । କଚେରୀ ମାମଲା କିମ୍ବା ବିବାଦୀୟ ଘଟଣା ଟିକିଏ ଜଟିଳ ଆଡକୁ ଗତି କରିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଦୂର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ରାଜନୀତି ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସମ୍ପତି ପାଇଁ ସାମାନ୍ୟ ସମସ୍ୟା ସୃଷ୍ଟି ହୋଇପାରେ । ସାମାଜିକ ସ୍ତରରେ ସେବା ଓ ପରୋପକାରକରି ପ୍ରଶଂସିତ ହେବେ । ମହିଳା ମାନେ କୁଟୁମ୍ଭ ଲୋକଙ୍କ ସହ ସମୟ ବିତାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
ବାଣିଜ୍ୟ ଓ ବ୍ୟବସାୟରୁ ଭଲ ଲାଭ ପାଇବେ। ପାରିବାରିକ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବାର ଆଶା କରାଯାଇପାରେ। ଜୀବନସାଥୀର ସହଯୋଗ ମିଳିବ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ
କୁମ୍ଭ-
ଉଚ୍ଚ ସମ୍ଭାବନାର ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ବ୍ୟବସାୟରେ ପ୍ରଚୁର ଲାଭ ହୋଇପାରେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ସରକାରୀ ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ
ମୀନ-
କାର୍ୟ୍ୟକ୍ଷେତ୍ରରେ ଲୋକଙ୍କ ନେତୃତ୍ୱ କରନ୍ତୁ, କାରଣ ଆପଣଙ୍କ ନିଷ୍ଠା ଆଗକୁ ବଢ଼ିବାରେ ଲାଭକାରୀ ପ୍ରମାଣିତ ହେବ । ପିଲାଙ୍କ ପଢ଼ା ପାଇଁ ଅର୍ଥ ଖର୍ଚ୍ଚ କରିବାକୁ ପଡ଼ିବ । କୈାଣସି କଥା ଆପଣଙ୍କ ଉପରେ ମାନସିକ ଚାପ ପକାଇପାରେ । ଜମିଜମା କାରବାର, ନୂତନ ଘର ତିଆରି, ଯାନ ବାହନ ମରାମତି, ଦୋକାନର ଉନ୍ନତି କାରଣରୁ ଖୁସୀ ରହିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀକୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories