Daily Horoscope / ଆଜି କେମିତି କଟିବ ଆପଣଙ୍କ ଦିନ, ଘରୁ ବାହାରିବା ପୂର୍ବରୁ ଏମାନେ ସତର୍କ ରୁହନ୍ତୁ
·2 hours ago·4 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ
ପଢନ୍ତୁ ଆଜିର ଭାଗ୍ୟଫଳ
ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ
ପଢନ୍ତୁ ଆଜିର ଭାଗ୍ୟଫଳ
ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ
ମେଷ-
ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ କିଛିଟା ଆଶ୍ୱସ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ସାଧାରଣ କଥାରେ ମତାନ୍ତର ଆଶଙ୍କା ରହିଛି । ବହୁ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନରେ ଭୟ ସୃଷ୍ଟି କରିପାରେ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବା ସମ୍ଭାବନା ରହିଛି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ
ବୃଷ-
ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ବଡ କମ୍ପାନୀ ସହିତ ବ୍ୟବସାୟରେ ଜଡିତ ହୋଇପାରନ୍ତି । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ପରିକ୍ଷାରେ ଶ୍ରେୟ ହାସଲ କରିବେ । କାର୍ଯ୍ୟାଳୟରେ ନିଜର ଭୁଲକୁ ସ୍ୱୀକାର କରିବା ଆପଣଙ୍କ ପକ୍ଷରେ ରହିବ । ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
କୌଣସି କାମ ନିର୍ଦ୍ଦିଷ୍ଟ ସମୟରେ ସମ୍ପନ୍ନ କରିବା କଷ୍ଟକର ହେବ। ଅନ୍ୟମାନଙ୍କ କଥାରେ ଭାସି ନ ଯାଇ ଶତ୍ରୁତା କରୁଥିବା ବ୍ୟକ୍ତି ନିକଟରୁ ଦୂରେଇ ରହିବା ଭଲ। ଧାର କରଜ କରି ଆବଶ୍ୟକତା ଚଳାଇ ନେବେ । କ୍ରୀଡ଼ା, କଳା, ସାହିତ୍ୟ , ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
କର୍କଟ-
ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । ଆର୍ଥିକ ଅବସ୍ଥାରେ ନିହାତି ସୁଧାର ଆସିବ, କିନ୍ତୁ ସମାନ ଭାବରେ ଖର୍ଚ୍ଚ ମଧ୍ୟ ହେବ । ବହୁତ ଦୂରରେ ରହୁଥିବା ବନ୍ଧୁ ଆଜି ଆପଣଙ୍କୁ ସମ୍ପର୍କ କରି ପାରନ୍ତି । କୌଣସି ଦୂର ସମ୍ପର୍କୀୟ ଆଜି ଆପଣଙ୍କ ଘରକୁ ଆସିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ସୌଭାଗ୍ୟପ୍ରଦ ରହିବ ଫଳରେ ପ୍ରତ୍ୟେକ କାମରେ ସଫଳତା ପାଇବେ। ଗତକାଲିଠାରୁ ଯାହା କରିବାକୁ ମନସ୍ଥ କରିଛନ୍ତି ଶୀଘ୍ର ଆରମ୍ଭ କଲେ ସଫଳତା ପାଇବେ। ବନ୍ଧୁଙ୍କ ନିକଟରୁ କୌଣସି ଖବର ପାଇ ବିସ୍ମିତ ହେବେ । ଶିକ୍ଷା, ସଭାସମିତି, ଲେଖାପଢ଼ା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମା ଭୁବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହିତ ଜଡିତ ହୁଅନ୍ତୁ ଯେଉଁ ମାନେ ଭବିଷ୍ୟରେ ଧାରା ଦେବାରେ ଆପଣଙ୍କ ସାହାଯ୍ୟ କରି ପାରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କୁକୁର, କାଉକୁ ଖାଇବାକୁ ଦିଅନ୍ତୁ
ତୁଳା-
ଦିନଟି ବହୁ ଭଲରେ ଅତିବାହିତ ହେବ । ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସମାଧାନ ସକାଶେ ମାର୍ଗ ଉନ୍ମୁକ୍ତ ରହିବ । ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲିମକଦ୍ଦମା, ସଙ୍ଗଠନାଦିରେ ସାମୟିକ ସମସ୍ୟା ରହିପାରେ । ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ପ୍ରତିଯୋଗିତା, ସଭାସମିତି, ଆଲୋଚନା କ୍ଷେତରୁ ସୁନାମ ମିଳିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ବିଛା-
ଆନୁଷ୍ଠାନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। କାର୍ଯ୍ୟାଳୟରେ କେହି ଆପଣଙ୍କୁ କିଛି ବଢିଆ ଜିନିଷ କିମ୍ବା ଖବର ଦେଇ ପାରେ । ପିଲା ମାନେ ଆଜି ପାଠ ପ୍ରତି ଆଗ୍ରହ ନଥିବା ଯୋଗୁଁ ବିଦ୍ୟାଳୟରେ ନିରାଶ କରି ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ-
କର୍ମକ୍ଷେତ୍ର ଏବଂ ସାମାଜିକ ସ୍ତରରେ ପ୍ରଶଂସାର ପାତ୍ର ହେବେ । ଆତ୍ମୀୟଙ୍କୁ ଭଲ କଥା କହିଲେ ମଧ୍ୟ ସେମାନେ ଭୁଲ୍ ବୁଝିପାରନ୍ତି । ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ବୃଦ୍ଧି ପାଇ ଚିନ୍ତାକୁ ବଢ଼ାଇ ଦେଇପାରେ । ସଭାସମିତିରେ, କଳା, ସାହିତ୍ୟ, ସଙ୍ଗୀତରେ ଅର୍ଥ ଓ ସମ୍ମାନ ପାଇ ଖୁସି ହୋଇପାରନ୍ତି ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ
ମକର-
କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ କରି ଲକ୍ଷ୍ୟ ହାସଲରେ ସମର୍ଥ ହେବେ। ପାଖ ପଡ଼ୋଶୀମାନଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟା ହିଁ ଚିନ୍ତାର ମୁଖ୍ୟ କାରଣ ହେବ। ନିଜ ଲୋକମାନଙ୍କ କାର୍ୟ୍ୟକଳାପ ଅସୁବିଧାରେ ପକାଇପାରେ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଘର କଥା ଓ ଆର୍ଥିକ ସମସ୍ୟା ନେଇ ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ସୃଷ୍ଟି ହୋଇପାରେ । ସାଧାରଣ କଥାକୁ ବଡ଼ କରି ସହକର୍ମୀ ମାନେ କଳହର ମାତ୍ରାକୁ ବଢ଼ାଇପାରନ୍ତି। ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ସରକାରୀ ସ୍ତରରୁ ଋଣ ଆଣିବା ସକାଶେ ମନ ବଳାଇ ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମୀନ-
ଅନେକାଂଶରେ ସ୍ୱାସ୍ଥ୍ୟ ସମସ୍ୟା ଦୂରିଭୂତ ହେବା ସହିତ ଶାରୀରିକ ସୁସ୍ଥତା ଫେରି ପାଇବେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। କଚେରି ମାମଲାର ଆଜି ଶୁଣାଣିରେ ସନ୍ତୋଷ ପାଇ ପାରିବେ ନାହିଁ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ୟ୍ୟ ସାଧନ କରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories