Horoscope / ଜାଣନ୍ତୁ କେମିତି କଟିବ ଆଜି ? ଛୋଟ କଥାକୁ ନେଇ ଦାମ୍ପତ୍ୟ ଜୀବନରେ ହୋଇପାରେ କଳହ
·1 hour ago·3 min read

Key Points
ବନ୍ଧୁ ମିତ୍ରଙ୍କ ଠାରୁ ଉପହାର ପ୍ରାପ୍ତି ହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ ।
ମେଷ
କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ନୂତନ କାର୍ଯ୍ୟ ଆରମ୍ଭ କରିବେ । ବନ୍ଧୁ ମିତ୍ରଙ୍କ ଠାରୁ ଉପହାର ପ୍ରାପ୍ତି ହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ । ଶିକ୍ଷାର୍ଥୀମାନେ ଭଲ ନମ୍ବରରେ ପରୀକ୍ଷାରେ ଉତୀର୍ଣ୍ଣ ହେବେ । ନୂତନ ଯାନବାହନ କିଣିବା ପାଇଁ ଚିନ୍ତା କରିବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
ବୃଷ
ଆନୁଷ୍ଠାନିକ କ୍ଷେତ୍ର, ସଭାସମିତିରେ ସମ୍ମାନିତ ହେବେ । ରାଜନୈତିକତା ଉତ୍ପରତା ବଢିବା ନିଶ୍ଚିନ୍ତତା ଅନୁଭବ କରିବେ । ମହିଳାମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ । ନୂଆ କଳା କୌଶଳ ଶିଖିବାକୁ ସୁଯୋଗ ମିଳିବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର- ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ମିଥୁନ
କର୍ମକ୍ଷେତ୍ରରେ ବ୍ୟସ୍ତତା ହେତୁ ପରିବାରରେ ଅଶାନ୍ତି ଉପୁଯିବ । ଦାମ୍ପତ୍ୟ ଜୀବନରେ ଛୋଟ ଛୋଟ କଥାକୁ ନେଇ କଳହ ସୃଷ୍ଟି ହୋଇପାରେ । ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ । ସହକର୍ମୀମାନଙ୍କୁ ଉତ୍ତମ ପରାମର୍ଶ ଦେଇ ପ୍ରଶଂସିତ ହେବେ। ରାଜନୈତିକ ସ୍ଥିତି ସଂଘର୍ଷ ମୟ ରହିବ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର- ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ
ଆପଣଙ୍କ ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରି ପାରିବେ । ଆକସ୍ମିକ ବିପଦ ଦେଖାଦେଇପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର- ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ
କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମ ଗୁଡିକ ସମ୍ପୂର୍ଣ୍ଣ ହୋଇଯିବ । ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍ ହୋଇଯିବ । ପ୍ରେମୀ ଯୁଗଳଙ୍କ ସମ୍ପର୍କ ମଧୁର ରହିବ । ଆଜି ଦିନଟିରେ ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ । ଯାନବାହାନ ସତର୍କତା ସହ ଚଲାନ୍ତୁ ନଚେତ୍ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଫଟୋ କୁ ପୂଜା କରନ୍ତୁ

କନ୍ୟା
ମନେ ମନେ ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ । ବାଣିଜ୍ୟ, ପରିବହନ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦୃଢ଼ କରିବେ । ଛାତ୍ରଛାତ୍ରୀ କ୍ୟାରିୟରରେ ନୂଆ ରୂପରେ ସୁଶୋଭିତ ହେବେ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କୁକୁର, କାଉକୁ ଖାଇବାକୁ ଦିଅନ୍ତୁ
ତୁଳା
ଦେହ ଭଲ ରହିଲେ ମଧ୍ୟ ଭ୍ରମଣ ଜନିତ କ୍ଳାନ୍ତି ଅନୁଭବ କରିବେ। କୌଣସି ମୂଲ୍ୟବାନ ଜିନିଷଟି ନ ପାଇ ବନ୍ଧୁଙ୍କ ଉପରେ ରାଗିପାରନ୍ତି । ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି । ଚାକିରିଆ ମାନେ ଉପରିସ୍ଥ ମାନଙ୍କର ଶ୍ରଦ୍ଧା ଲାଭ କରିବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର- ପର୍ଶୁରାମ ଫଟୋକୁ ପୂଜାର୍ଚ୍ଚନା କରନ୍ତୁ
ବିଛା
ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଘର ଲୋକଙ୍କ ସାହାଯ୍ୟରେ ଅଧୁରା କାମ ପୂରା କରିବେ । ବ୍ୟବସାୟରେ ତ୍ୱରିତ ନିଷ୍ପତି ଲାଭପ୍ରଦ ହେବ । ରାଜନୀତି, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହେବ । ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ
ଅଫିସର ଗୁରୁତ୍ଵପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିବେ । ତରବରିଆ ପଦକ୍ଷେପ ନେଲେ ଅସୁବିଧା ଦେଖାଦେଇପାରେ । ରାଜନୀତିରେ ଲୋକ ସମର୍ଥନ ରହିବା ଯୋଗୁ ଆଗେଇ ଯାଇପାରନ୍ତି । ପିଲାମାନଙ୍କ ଉଚ୍ଚ ଶିକ୍ଷା ସକାଶେ ଜଟିଳ ପରିସ୍ଥିତି ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ ରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ
ମକର
ପ୍ରେମ ପ୍ରସଙ୍ଗରେ ଆପଣ ସଫଳତା ପାଇବେ । ସାବଧାନ ରୁହନ୍ତୁ ସଡକ ଦୁର୍ଘଟଣା ହୋଇପାରେ । ବେପାରରେ ପ୍ରଚୁର ଲାଭ ମିଳିବ । ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ହେବ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର - ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ
ପାରିବାରିକ ସ୍ଥିତିରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ଅପୂରଣୀୟ ଆଶା ପୂରଣ ହୋଇଯିବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ବାଣିଜ୍ୟ, କାରବାର ଓ କଚେରି ମାମଲା କ୍ଷେତ୍ରରେ ଶୁଭଫଳ ମିଳିବ । ଅତି ଭଲ ସମ୍ପର୍କ ଥିବା ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର - ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମୀନ
ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତ୍ୟ ଜୀବନ ପ୍ରେମ ପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଛାତ୍ରଛାତ୍ରୀ ମାନେ ପଢାରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର- ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

Related Topics
Explore more stories