Today Horoscope / ଆଜିର ରାଶିଫଳ; ଏହି ରାଶିଧାରୀ ଟିକେ ସାବଧାନ ରୁହନ୍ତୁ..
·2 hours ago·3 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ ?
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ମେଷ-
ବନ୍ଧୁ ମାନେ ଠିକ ଖବର ଦେବାରେ ହେଳା କରିପାରନ୍ତି । ପାରିବାରିକ ଶାନ୍ତି ଓ ସ୍ଥିରତା ଅବ୍ୟାହିତ ରହିବ । ରାଜନୀତିରେ କୈାଣସି ପଦକ୍ଷପ ଗ୍ରହଣ କରିପାରନ୍ତି । ଅଫିସ କ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀମାନେ କଳହର ମାତ୍ରାକୁ ବଢାଇ ଦେଇପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ
ବୃଷ-
ବ୍ୟବସାୟରେ ଆଶା ପୂରଣ କରିବା ପାଇଁ ସମ୍ଭାବନା ରହିଛି । ଜମିଜମା କାରବାରରେ ଉପକୃତ ହେବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇପାରନ୍ତି । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି । ପ୍ରଶାସନିକ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା' କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ଗୃହ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇ ପଡିବେ । ମାନସିକ ସ୍ତରରେ ଉନ୍ନତି ଆସିବ । ସାସ୍କୃତିକ କାର୍ଯ୍ୟରେ ସମ୍ମାନିତ ହେବାର ଯୋଗ ରହିଛି । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିପାରେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
କର୍କଟ-
ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ଶିକ୍ଷାର୍ଥୀମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ କରିବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୂରା କରିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ସିଂହ-
ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ । ରାଜନୀତିରେ ଆଗକୁ ଯିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ବ୍ୟବସାୟରେ କୌଣସି ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ । କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି କରିବେ । ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି । ଜମିଜମା କ୍ଷେତ୍ରରେ ଆଶାନୂରୁପ ସଫଳତା ମିଳିବ । ମହିଳା ମାନଙ୍କ ପାଇଁ ଦିନଟି ମହତ୍ୱପୂର୍ଣ୍ଣ ରହିବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ଓ ଆର୍ଥିକ ଉନ୍ନତି ଘଟିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି । ସକଳ ଗୁଣର ଆଧାର ହେବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ବିଛା-
ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିପାରନ୍ତି । ସାମାଜିକ କଲ୍ୟାଣରେ ପୂର୍ଣ୍ଣ ସହଯୋଗ କରିବେ । ବିଦ୍ୟାର୍ଥୀ ମାନେ ପାଠପଢାରେ ମନ ଲଗାଇ ପାରିବେ ନାହିଁ । ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବା ସହ ଋଣ ପରିଶୋଧ କରିପାରନ୍ତି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
ବୈବାହିକ ଜୀବନରେ ମଧୁରତା ଆସିପାରେ । କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡ଼ିବ । ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା' ତାରାଙ୍କ ମନ୍ତ୍ର ପାଠ କରନ୍ତୁ
ମକର-
ବ୍ୟବସାୟ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି । ସୁସ୍ଥ ମାନସିକତା ରକ୍ଷା କରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରିବା ଉଚିତ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା' ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ଗୁରୁଜନମାନଙ୍କ ସହିତ ମତାନ୍ତର ହୋଇପାରେ । ସମ୍ପତି ପାଇଁ ସାମାନ୍ୟ ମତାନ୍ତର ସୃଷ୍ଟି ହୋଇପାରେ । ମହିଳାମାନେ ଉତ୍ସାହିତ ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମୀନ-
ବ୍ୟବସାୟୀମାନେ ନୂଆ ବ୍ୟବସାୟ ଆରମ୍ଭ କରିବେ । ଶିକ୍ଷାର୍ଥୀ ମାନେ ଟିକେ ଚିନ୍ତାରେ ରହିବେ । ରାଜନୀତିରେ କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୂର୍ଣ୍ଣ କରିବେ । ଜମିରେ ଆଜି ନିବେଶ କରନ୍ତୁ ନାହିଁ । ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories