Today Horoscope / ଆଜି ଏହି ରାଶିର ବ୍ୟକ୍ତି ଧୈର୍ଯ୍ୟ ଓ ପରିଶ୍ରମରେ କାମ କଲେ ସଫଳତା ମିଳିବ
·4 months ago·3 min read

Key Points
ମେଷ-
ନିଜର ଜୀବନସାଥୀଙ୍କୁ ସମୟ ଦେବେ । କାର୍ଯ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ। ପୁରୁଣା ବନ୍ଧୁଙ୍କ ସହିତ ଭେଟ ହୋଇପାରେ। ଗୁରୁତ୍ୱପୂର୍ଣ୍ଣ ଲୋକଙ୍କ ସହ ସାକ୍ଷାତ ହେ।ଇପାରେ ।

ନିଜର ଜୀବନସାଥୀଙ୍କୁ ସମୟ ଦେବେ । କାର୍ଯ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ। ପୁରୁଣା ବନ୍ଧୁଙ୍କ ସହିତ ଭେଟ ହୋଇପାରେ। ଗୁରୁତ୍ୱପୂର୍ଣ୍ଣ ଲୋକଙ୍କ ସହ ସାକ୍ଷାତ ହେ।ଇପାରେ । ସବୁ କାମ ନିର୍ଦ୍ଧାରିତ ସମୟରେ ସମ୍ପୂର୍ଣ୍ଣ କରିବେ। ଚାକିରି କ୍ଷେତ୍ରରେ ନୂଆ ସ୍ଥାନାନ୍ତରିତ ହୋଇପାରେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – କୌଣସି ଛୋଟା ଲୋକଙ୍କୁ କିଛି ସାହାଯ୍ୟ କରନ୍ତୁ
ବୃଷ-
ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । ଧାତୁ ପଦାର୍ଥ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ଲାଭବାନ୍ ହେବେ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ। ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ମିଥୁନ-
ଆପଣଙ୍କ ଧ୍ୟାନ ଧର୍ମ କାର୍ଯ୍ୟରେ ଲାଗି ରହିବ। କୌଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ । ସାମାଜିକ କାର୍ଯ୍ୟରେ ନିଜକୁ ନିଯୋଜିତ କରିବେ। ଛାତ୍ରଛାତ୍ରୀ ପରୀକ୍ଷାରେ ଭଲ କରିବେ । ଆପଣଙ୍କ ସମ୍ମୁଖକୁ ନୂଆ ଆହ୍ୱାନ ଆସିପାରେ । ଭାବୁଥିବା କାମକୁ ମନପ୍ରାଣ ଦେଇ ପୂରା କରିବେ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ରାଜନୀତି କ୍ଷେତ୍ରରେ ସୁଯୋଗ ହାତ ପାହାନ୍ତାରେ ପାଇ ପାରିବେ । ଏକୁଟିଆ ହୋଇ ଲଢିବାର ସକ୍ଷମତା ବିକଶିତ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ
ସିଂହ-
ବ୍ୟବସାୟ ଆରମ୍ଭ କରିବାରେ ଭଲ ସମୟ ଆସିପାରେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସତର୍କ ରହି କାର୍ଯ୍ୟ କରିବେ ସୁଫଳ ମିଳିପାରେ । ଆମୋଦ, ପ୍ରମୋଦ ଭିତରେ ଆଜି ଦିନ କଟିବ । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାଂସାରିକ ଜୀବନ ଆନନ୍ଦ ଉଲ୍ଲାସରେ କଟିବ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଘରର ବଡ ଲୋକ ମାନଙ୍କଠାରୁ ଆଶୀର୍ବାଦ ନେଇ କର୍ମ ଆରମ୍ଭ କରନ୍ତୁ
କନ୍ୟା-
ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଅବିବାହିତ ଯୁବକ,ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ତୁଳା-
ଲୋକ ସମର୍ଥନ ଥିବା କାରଣରୁ ଆପଣଙ୍କୁ ସମସ୍ୟା ମୁକ୍ତ କରାଇବାରେ ସହାୟକ ହେବେ। କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତ୍ରୁମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବ। ଫଳରେ ଆପଣଙ୍କର ବହୁତ ଲାଭ ହେବ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଅଶେଷ ସୁଖ ଲାଭ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ବିଛା-
ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ । ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ବାବନା ରହିଛି । ରାଜନୀତି କ୍ଷେତ୍ରରେ ସୁଯୋଗ ହାତ ପାହାନ୍ତାରେ ପାଇ ପାରିବେ । ଏକୁଟିଆ ହୋଇ ଲଢିବାର ଶକ୍ଷମତା ବିକଶିତ ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା' ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ-
ପାରିବାରିକ ସ୍ଥିତିରେ ଉନ୍ନତି ଦେଖାଦେବ। ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ନିଜର ଆଦର୍ଶ ପ୍ରତିଷ୍ଠା କରିବାରେ ସକ୍ଷମ ହେବେ । ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ ତେଣୁ ସର୍ତକ ରହିବା ଆବଶ୍ୟକ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ବ୍ୟବସାୟିକ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି । ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ । କଳା, ସାହିତ୍ୟ , ସଙ୍ଗୀତ ଆଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳୀଙ୍କୁ ପୂଜା କରନ୍ତୁ
କୁମ୍ଭ-
ରୋଗ ସାମୟିକ ହେଲେ ମଧ୍ୟ, ସାଧାରଣ ଭାବେ ଶାରୀରିକ ଅବସ୍ଥା ଭଲ ରହିବ । ଯୋଜନା ନ ଥାଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ମହିଳା ମାନେ ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ଶିକ୍ଷାକ୍ଷେତ୍ରରେ ଆଶାଜନକ ଭାବେ ଫଳ ପାଇବେ । ଜେଲରୁ ଜାମିନ୍ ମିଳିପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
ପ୍ରେମ ଜୀବନ ମଧୁରମୟ ରହିବ । ବ୍ୟପାର ବୃତ୍ତିରେ ପ୍ରଗତି ହେବ ଶୃଙ୍ଖଳିତ ଭାବରେ କର୍ମ କରି ସଫଳତା ପାଇବେ । ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜଭୁତ ରହିବ । ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories