ଆର୍ଥିକ ଲାଭ ସହ ସୁଖରେ କାଟିବେ ଦିନ ଏହି ରାଶିର ବ୍ୟକ୍ତି

Key Points
ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ ।
ମେଷ-
ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ । ପାରିବାରିକ ମାଙ୍ଗଳିକ କାର୍ୟ୍ୟର ସୂଚନା ମିଳିବ । ରାଜନୈତିକ ସମର୍ଥନ ପାଇବେ । କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ଘରୁ ବାହାରିବା ସମୟରେ ଠାକୁରଙ୍କ ପାଖରେ ଦୀପଟିଏ ଜାଳନ୍ତୁ
ବୃଷ-
ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ଅନ୍ୟର ଭଲ କାମ କରିବାକୁ ଯାଇ ଅପମାନିତ ହୋଇପାରନ୍ତି । ଅନ୍ୟମାନଙ୍କର କଥା ଓ କାର୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ଖାଦ୍ୟ, ପ୍ରତି ସଜାଗ ରୁହନ୍ତୁ । ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ମିତ୍ର ଆପଣଙ୍କ ପ୍ରଶଂସା କରିଲେ ମଧ୍ୟ ସାବଧାନ ରୁହନ୍ତୁ । ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ । କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ପଡୋଶୀଙ୍କ ସହ ଲାଗିରହିଥିବା ବିବାଦ ଦୂର ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ
କର୍କଟ-
ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଜଳ ସୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ
ସିଂହ-
କର୍ମ କ୍ଷେତ୍ରରେ ବୁଦ୍ଧି ପୟୋଗ କରି କାର୍ୟ୍ୟ ହାସଲ କରିବେ । ପାରିବାରିକ ଜୀବନ ଶାନ୍ତିମୟ ହେବ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ । ଗୃହିଣୀ ମାନେ କର୍ତବ୍ୟପରିୟଣ ରହିବେ । ପଢାପଢି ଓ ପରୀକ୍ଷାରେ ସଫଳତା ପାଇବେ । ସନ୍ତାନଙ୍କ ଭବିଷ୍ୟତ ପାଇଁ ଚିନ୍ତା କରିପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା-
ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଭାବିଚିନ୍ତି ଜମିରେ ନିବେଶ କରନ୍ତୁ । ମହିଳା ମାନଙ୍କର କାମରେ ଉତ୍ସାହ ବଢିବ । ଆପଣଙ୍କ ମସ୍ତିସ୍କରେ ନୂଆ ନୂଆ ଚିନ୍ତାରେ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଆରଧନା କରନ୍ତୁ
ବିଛା-
ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ୟ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ