Zodiac Signs / ଏହି ରାଶିର ବ୍ୟକ୍ତିଙ୍କ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିବ
·4 months ago·4 min read

Key Points
ମେଷ-
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ମନା କରିବେ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହେବେ ।

କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ମନା କରିବେ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହେବେ । ଆର୍ଥିକ ଅନାଟନ ହେତୁ ଆଶା ପୂରଣ ହୋଇପାରିବ ନାହିଁ । ପରିବହନ କ୍ଷେତ୍ରରେ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ, ସଭାସମିତିରେ ସମସ୍ୟା ସମାଧାନ ହେବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା' ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ଜୀବନସାଥୀଙ୍କୁ ମନ ପସନ୍ଦ ଉପହାର ଦେବେ । ରାଜନୀତିରେ ନିଜର ଦକ୍ଷତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ । ବିଦ୍ୟାର୍ଥୀ ମାନେ ପଢାପଢିରେ ପ୍ରସନ୍ନ ରହିବେ । ବ୍ୟାଙ୍କରୁ ଋଣ ପାଇବାର ପଥ ପରିଷ୍କାର ହୋଇଯିବ । ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ । ମହିଳାମାନେ ଅର୍ଥଲାଭ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ ।
ମିଥୁନ-
ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ଉଦ୍ରେକ ହୋଇପାରେ । ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଅନ୍ୟମନଷ୍କ ହେତୁ କର୍ମ କ୍ଷେତ୍ରରେ କୌଣସି ଭୁଲ୍ କାମ କରି ଅନୁତପ୍ତ ହେବେ । ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କର୍କଟ-
କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରି ଆପଣଙ୍କୁ ଉପହାର ଦେବେ । ମହିଳା ମାନେ ଧୈର୍ଯ୍ୟ ଧରି କାମ କରିଲେ କାର୍ଯ୍ୟରେ ବିଜୟଲାଭ କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଣ୍ଟିବେ। ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ । ଅଫିସ୍ରେ ଆପଣଙ୍କୁ ସାବଧାନ୍ ରହିବାକୁ ପଡିବ । ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୌଣସି ଅସହାୟ ବ୍ୟକ୍ତିଙ୍କୁ ସାହାଯ୍ୟ କରନ୍ତୁ
ସିଂହ-
ପରିବାର ମଧ୍ୟରେ ଛୋଟକଥାକୁ ଧରି ବସିଲେ ଅଶାନ୍ତି କମିବା ବଦଳରେ ବଢ଼ିଯିବ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ନତବା ହରାଇପାରନ୍ତି। ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ଲେଖାପଢ଼ା, ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସୁଫଳ ପାଇବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ । ଆନୁଷ୍ଠାନିକ କ୍ଷେତ୍ରରୁ ଏବଂ କ୍ରୀଡ଼ା ଚଳଚ୍ଚିତ୍ର କ୍ଷେତ୍ରରୁ ସମ୍ମାନ ଲାଭ କରିବେ। ଦୀର୍ଘଦିନରୁ ଲାଗିରହିଥିବା ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ତୁଳା-
ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ। ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ବନ୍ଧୁ ମିଳନରୁ ଆନନ୍ଦିତ ହେବେ । ବ୍ୟବସାୟ, ପରିବହନ, ବାଣିଜ୍ୟ, କଳକାରଖାନା ଦିଗରୁ ଉପକୃତ ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ସ୍ୱାସ୍ଥ୍ୟ ସମସ୍ୟା ମାନସିକ ଅସୁସ୍ଥତାର କାରଣ ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରୁ ସୁଫଳ ପାଇବେ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ। ଉତ୍ତରାଧିକାରୀ ସୂତ୍ରରେ କୌଣସି ସମ୍ପତ୍ତିର ମାଲିକାନା ପାଇପାରନ୍ତି । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଦୂର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ପାରିବାରିକ ଜୀବନ ଆମୋଦ ଦାୟକ ହେବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ , ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନୀତି କ୍ଷେତ୍ରରେ କୌଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଗୃହିଣୀଙ୍କ ଘର କାମରେ ଘର ଲୋକ ସାହାର୍ଯ୍ୟ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର-
ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା, ଯାତ୍ରା ପାଇଁ ଦିନଟି ଭଲ। ଅସମର୍ଥିତ ସୂତ୍ରରୁ ଭୁଲ୍ ଖବର ପାଇ ସାମୟିକ ବିବ୍ରତ ହେବେ । ଯାତ୍ରା ସମୟରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତ, ନଚେତ୍ ହଜିଯିବା ସମ୍ଭାବନା ରହିଛି । ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ହୋଇଯିବ
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା' ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ । ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । କର୍ମକ୍ଷେତ୍ରରେ ବନ୍ଧୁତା ରହିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ପ୍ରତ୍ୟେକ କାମ କରାଇ ନେବେ । ଆକସ୍ମିକ ଭାବେ କାହା ଉପରେ ରାଗି ଅନର୍ଥ ଓ ଶତ୍ରୁତା ସୃଷ୍ଟି କରିବାକୁ ପଡ଼ିପାରେ । ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ସେମିତି କିଛି ହେବନାହିଁ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା' ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories