Horoscope Today / ସେପ୍ଟେମ୍ବର ୨୬ ତାରିଖ, ଶନିବାର ..ଜାଣନ୍ତୁ ଆଜି କେଉଁ ରାଶି ପାଇଁ କେମିତି କଟିବ ଦିନ?
·1 hour ago·3 min read

Key Points
ମେଷ-
ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ
ଚାକିରିରେ କିଛି ପରିବର୍ତ୍ତନ ଆସିପାରେ
ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ
ଚାକିରିରେ କିଛି ପରିବର୍ତ୍ତନ ଆସିପାରେ
ମେଷ-
ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ । ଚାକିରିରେ କିଛି ପରିବର୍ତ୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ । ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବୃଷ-
ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଯେ କୌଣସି କାମରେ ହାତ ଦେଲେ ସଫଳତା ପାଇବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା’ ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ପ୍ରେମିକା , ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେପାରରେ ପ୍ରଚୁର ଲାଭ ମିଳିବାର ସମ୍ଭାବନା ରହିଛି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦତ୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ-
ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ରହିବ । କାର୍ଯ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ମାନିତ ହୋଇପାରନ୍ତି । ମହିଳା ମାନେ ପରିବାରରେ ଗୁରୁ ଦାୟିତ୍ୱ ତୁଲାଇବେ। ମାଲିମକଦ୍ଦମାରେ ଜୟଯୁକ୍ତ ହୋଇ ପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା’ ଭୁବନେଶ୍ବରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତା ଦୂରେଇ ଯିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ପାରିବାରିକ ଜୀବନ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତି ପାଇବେ । ଆପଣଙ୍କ ଧ୍ୟାନ ଧର୍ମ କାର୍ଯ୍ୟରେ ଲାଗି ରହିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜ୍ବଳ ହେବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ
ତୁଳା-
ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ମାନିତ ହୋଇପାରନ୍ତି । ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଅଧିକ ଯତ୍ନଶୀଳ ରହିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ବିଛା-
ନେତ୍ରା ଜନିତ ସମସ୍ୟା ଅନୁଭବ କରି ପାରନ୍ତି । କର୍ମକ୍ଷେତ୍ରରେ କିଛି ନୂଆ ଅଭିଜ୍ଞତା ହାସଲ କରିବେ । ରାଜନୀତିରେ କିଛି ବିଶେଷ କଥା ଆଲୋଚନା କରିବେ । କୋର୍ଟ ମାମଲାରେ ଲାଭ ହେବ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ-
ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇ ପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଯାନବାହନ ଓ ସାମୟିକ ସମସ୍ୟା ଦେଖା ଦେଇପାରେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ମକର-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ। କୌଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣାଧୀନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ଦୂର ଯାତ୍ରାରେ ସଫଳତା ପ୍ରାପ୍ତି ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳୀଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କୁମ୍ଭ-
ପାରିବାରିକ ମାଙ୍ଗଳିକ କାର୍ଯ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ସମ୍ପତ୍ତି ବଢାଇବାର ଯୋଜନା ସଫଳ ହେବ । ରାଜନୀତିରେ ସହଯୋଗ ମିଳିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ-
ପ୍ରେମୀଯୁଗଳ ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରିବାରରେ ଆନନ୍ଦମୟ ମୂହୁର୍ତ୍ତ ସହିତ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନ ଜନକ ଘଟଣା ଦେଖାଦେବ । ବୁଦ୍ଧି ବିଦ୍ୟାର ଉତ୍ତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories