TodayHoroscope / ଆଜିର ରାଶିଫଳ: ୧୨ ରାଶି ପାଇଁ କେମିତି ରହିବ ଦିନ? ଜାଣନ୍ତୁ ଭାଗ୍ୟଫଳ
·32 mins ago·3 min read

Key Points
ମେଷ-
ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସଙ୍ଗକୁ ଅର୍ଥଲାଭ ହୋଇପାରେ। କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ବସ୍ତି ଅନୁଭବ କରିବେ। ଜମିଜମା ବିବାଦ ଜଟିଳ ହୋଇପାରେ। ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା- ୯
ପ୍ରତିକାର- ଗରିବ ଲୋକଙ୍କୁ ଖାଦ୍ୟ ଏବଂ ବସ୍ତ୍ର ଦାନ କରନ୍ତୁ ।
ବୃଷ-
କୌଣସି କଥାରେ ଜୋର୍ ନ କରି କୌଶଳ ଖଟାଇ କାର୍ଯ୍ୟ ହାସଲ ପାଇଁ ଚେଷ୍ଟିତ ହେଲେ ଉପକୃତ ହେବେ। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ପାରିବାରିକ କ୍ଷେତ୍ରରେ ଭୁଲ୍ ନ କରି ମଧ୍ୟ ଅଶାନ୍ତି ଅନୁଭବ କରିପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ନାଲି ରଙ୍ଗର ଗାଈକୁ ଖାଇବାକୁ ଦିଅନ୍ତୁ
ମିଥୁନ-
ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ସାମାଜିକ ସହଯୋଗ ଲାଭ କରିବେ। ଛାତ୍ରଛାତ୍ରୀମାନଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ। ପଡିରହିଥିବା ପୁରୁଣା ଧନ ଲାଭ କରିପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ବିଷ୍ଣୁଙ୍କ ସହସ୍ର ପାଠ ନାମ କରନ୍ତୁ ।
କର୍କଟ-
ଆଜି ଦୂରଯାତ୍ରା ସହ ବନ୍ଧୁମିଳନ ଘଟିପାରେ। ଆର୍ଥିକ ସହାୟତାର ଅଭାବ ରହିବ ନାହିଁ। ପାରିବାରିକ ସମସ୍ୟା ସମାଧାନ କରିବାରେ ସଫଳ ହେବ। କର୍ମକ୍ଷେତ୍ରରେ ନିଜ ଉପରେ ନ୍ୟସ୍ତ ଥିବା କାର୍ଯ୍ୟକୁ ଏକାଗ୍ରତା ସହ ତୁଲାଇ ପ୍ରଶଂସିତ ହୋଇପାରନ୍ତି। ସାମୟିକ କେତେକ କାରଣକୁ ନେଇ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶିବଙ୍କ ସହସ୍ର ନାମ ପାଠ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ-
ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ। ବ୍ୟବସାୟରେ ସମସ୍ୟା ସତ୍ତ୍ବେ ଲାଭ ଆଦି ଫଳ ଭୋଗ କରିବେ। ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି। ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା-
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସକାଶେ ଯେତେ ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟଙ୍କୁ ତାହା କିଞ୍ଚିତ ମନେ ହେବ। ପାରିବାରିକ ସ୍ଥିରତା ହଠାତ୍ ଆସି ନ ପାରେ, ଯାହାକି ମାନସିକ ଅସୁସ୍ଥତାର କେନ୍ଦ୍ରବିନ୍ଦୁ ପାଲଟି ଯିବ। ସ୍ବାର୍ଥକୁ ଜାବୁଡି ଧରି ଆତ୍ମୀୟମାନେ ଶତ୍ରୁତା କରିବେ। ଆଲୋଚନା ପରିସରରେ ସତର୍କରେ ନ ଚଳିଲେ ବିବାଦରେ ପଡିପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ
ତୁଳା-
ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ। ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ। ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ବିଛା-
ମନ ଚାହୁଁଥିବା କାମ ଯଥାସମୟରେ ସମ୍ପନ୍ନ କରିବାରେ ଅସୁବିଧା ହେବ ନାହିଁ। ପାରିବାରିକ କ୍ଷେତ୍ରରେ ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ସମସ୍ୟା ସମାଧାନ କରି ବ୍ୟବସାୟ ଓ ପରିବହନରେ, କଳା ସାହିତ୍ୟ ଓ ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ। ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଉତ୍ସାହିତ ହେବେ। ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ। ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଃଖିତ ରହିବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ମକର-
କୌଣସି ଅସୁବିଧା ନ ଥିଲେ ମଧ୍ୟ ଦୀର୍ଘଦିନ ହେଲା ପ୍ରିୟଜନଟିକୁ ନ ଦେଖି ମନରେ ଭାବାନ୍ତର ସୃଷ୍ଟି ହେବ। ବନ୍ଧୁମାନଙ୍କୁ ମନାଇ କାମ ହାସଲ କରିବେ। ନୂତନ ଯୋଜନା କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଯେଉଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ସନ୍ଧ୍ୟା ସମୟରେ ଦେବଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା’ ଶାରଳାଙ୍କ ଆରଧନା କରନ୍ତୁ

କୁମ୍ଭ-
ବିଦ୍ୟାର୍ଥୀ ମାନେ ପ୍ରତିଦ୍ବନ୍ଦ୍ବିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ। ନୂଆ ବାହନ କିଣିବାର ଆଶା ପୂରଣ ହୋଇପାରେ। ବ୍ୟବସାୟରେ ସାମାନ୍ୟ ପରିବର୍ତ୍ତନ ହେତୁ ସାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ। ଯେଉଁ ବ୍ୟକ୍ତି ମାନେ ନୂଆ ଚାକିରି ଚାହୁଁଛନ୍ତି ସେମାନେ ଏଥିରେ ସଫଳ ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
ଆର୍ଥିକ ଦିଗରୁ ଆଜିର ଦିନଟି ବହୁତ ଭଲ, ମୁହଁ ଖୋଲିଲେ କୌଣସି ଅଭାବ ରହିବ ନାହିଁ। ଯେ କୌଣସି କାମ ହେଉନା କାହିଁକି ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ଏହା ସାଙ୍ଗକୁ ପାରିବାରିକ କ୍ଷେତ୍ରରେ ମଧ୍ୟ କାହାର ଛୋଟ କଥାକୁ ଧରି ବସନ୍ତୁ ନାହିଁ। ବାଣିଜ୍ୟ, ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ ହେବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

Related Topics
Explore more stories