ZodiacSigns / ଆଜିର ରାଶିଫଳ: ୧୨ ରାଶିର ଭାଗ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କାହାର ଦିନ ଶୁଭ?
·59 mins ago·3 min read

Key Points
ମେଷ- କର୍ମକ୍ଷେତ୍ରରେ ସାଧାରଣ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି
ମେଷ-
କର୍ମକ୍ଷେତ୍ରରେ ସାଧାରଣ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘରକଥା ଆଲୋଚନା କରି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲାଭଳି କାମ କରିପାରନ୍ତି। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନ ମାନି ଆଗେଇ ଯିବାର ସୁଯୋଗ ପାଇବେ। ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ
ବୃଷ-
ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ । ମହିଳା ମାନେ ଦାୟିତ୍ୱବାନ୍ ରହିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି । ଶତ୍ରୁମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ଛାତ୍ର ଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ
ମିଥୁନ-
ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରି ହୋଇପାରିବେ। ସ୍ୱାସ୍ଥ୍ୟ ଠିକ୍ ରହିବାସହ ଅଚାନକ ଧନ ପ୍ରାପ୍ତି ହେବ। ଆନୁଷ୍ଠାନିକ କାମରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଅତୀତ କଥାକୁ ମନରେ ସ୍ଥାନ ଦେଇ ବିଫଳତାର କାରଣ ଖୋଜିବୁଲିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
କର୍କଟ-
ଶାରିରୀକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି। ଘରକୁ ସଜାଇବାରେ ଧ୍ୟାନ ଦେବେ। ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ। ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୌଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ
ସିଂହ-
ପ୍ରତ୍ୟେକ କ୍ଷେତ୍ରରେ ପରିବାରର ପୂର୍ଣ୍ଣ ସହଯୋଗ ମିଳିବ । ଧୈର୍ଯ୍ୟ ନ ହରାଇ କାର୍ଯ୍ୟ କଲେ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ ଏବଂ ପ୍ରଶଂସିତ ହୋଇପାରନ୍ତି । ରାଜନୀତିରେ ଭାବମୂର୍ତ୍ତି ରକ୍ଷା କରି ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ପରିବାର ଭିତରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ଛାତ୍ରଛାତ୍ରୀମାନେ ପଢାରେ ମନଦେବେ। ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି। ଆଜି ଦିନଟି ବନ୍ଧୁମେଳରେ କଟିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ସାଧାରଣ ଘଟଣା ଯୋଗୁ ବନ୍ଧୁଙ୍କ ସହ ବାଦବିବାଦ ଠାରୁ ଦୂରେଇ ରହିବା ଉଚିତ। ସମ୍ପର୍କୀୟ ମାନଙ୍କ ଦ୍ୱାରା ସୁବିଧା ପାଇବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ମାନସିକ ଶାନ୍ତି ମିଳିବ । ରାଜନୀତି ରେ ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିବନ୍ଧକ ସୃଷ୍ଟି କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ବନ୍ଧୁମାନେ ପ୍ରତ୍ୟେକ କ୍ଷେତ୍ରରେ ସହଯୋଗର ହାତ ବଢ଼ାଇପାରନ୍ତି। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ନଚେତ୍ ଅସୁବିଧାର ସମ୍ମୁଖୀନ ହେବେ । କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିବେ । ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେବାର ସମ୍ଭାବନା ଅଛି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା’ ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
ବ୍ୟବସାୟରେ ବାଧା ଉପୁଜିବା ସହ ସଂଘର୍ଷ ମଧ୍ୟ ଦେଇ ଗତି କରିବେ । ସନ୍ତାନ ପକ୍ଷରୁ ଚିନ୍ତା ଦେଖାଦେଇପାରେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧି ହେବ । ଉଚ୍ଚ ବର୍ଗଙ୍କ ଠାରୁ ସମାଲୋଚିତ ହୋଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ
ମକର-
ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । ପରିବାରରେ ଗୁରୁଜନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । କାର୍ଯ୍ୟକ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ । ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାର ଭିତରେ ଯୁକ୍ତିତର୍କ ହୋଇପାରେ । ରାଜନୀତି, ସଭାସମିତି, ପ୍ରଶାସନ କ୍ଷେତ୍ରରେ ଲୋକମାନଙ୍କ ସହ ଭଲ ସମ୍ପର୍କ ଗଢିବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ଭ୍ରାତୃତ୍ୱ ବନ୍ଧନରେ ନିବିଡତା ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ କାର୍ଯ୍ୟତେ ସହାୟକ ହେବ। ବନ୍ଧୁମିଳନ ସାଙ୍ଗକୁ ଖୁସିର ଆସର ଜମିବ। ବହୁତ ଦିନର ବାକିପଡିଥିବା ଅର୍ଥ ପାଇବା ସହ ଆୟର ମାର୍ଗ ପ୍ରଶସ୍ତ ହେବ। ରାଜନୀତିରେ ପରିଶ୍ରମ ଦ୍ୱାରା କାର୍ଯ୍ୟ ସଫଳ ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ପରିବାରର ସମସ୍ତ ବ୍ୟକ୍ତି ମନ୍ଦିର ଭ୍ରମଣ ପାଇଁ ଯିବେ। ବ୍ୟବସାୟରେ ଅତ୍ୟଧିକ ଲାଭବାନ୍ ହେବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ। ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ବିଭିନ୍ନ ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories