Today Horoscope / ଆଜିର ରାଶିଫଳ: ୧୨ ରାଶି ପାଇଁ ଖୋଲିବ ଭାଗ୍ୟର ନୂଆ ଦ୍ୱାର, ଜାଣନ୍ତୁ କାହାର ହେବ ଧନଲାଭ
·44 mins ago·3 min read

Key Points
ମେଷ-
ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ।

ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ। ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ। ରାଜନୀତିରେ ବିଜୟ ଲାଭରୁ ମନୋବଳ ବୃଦ୍ଧି ପାଇବ। ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ। ମାଲିମକଦ୍ଦମାରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ଜୀବନସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ। ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ। ଅର୍ଜିତ ଧନ ଓ ମାନ ହାନି ଘଟିପାରେ। ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି। ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। କୋର୍ଟ କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା’ କଟକଚଣ୍ଡୀଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ। ଜମିଜମା କାରବାରରେ ଠକାମୀରେ ପଡିବେ। ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଈକୁ ଖାଇବାକୁ ଦିଅନ୍ତୁ
କର୍କଟ-
କର୍ମ କ୍ଷେତ୍ରରେ ସହଭାଗୀ ମାନଙ୍କ ସହ ଖୁସିରେ କାମ କରିବେ। ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ। ବିଦେଶରେ ପଢ଼ିବାକୁ ଚାହୁଁଥିବା ଛାତ୍ରଛାତ୍ରୀ ମାନଙ୍କର ଇଚ୍ଛା ପୂରଣ ହୋଇପାରେ। ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା’ ଭୁବନେଶ୍ବରୀଙ୍କର ପୂଜାର୍ଚ୍ଚନା ସହିତ ମନ୍ତ୍ର ପାଠ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ-
ଦାମ୍ପତ୍ୟ ଜୀବନ ସାମଞ୍ଜସ୍ୟ ବଜାୟ ରହିବ। ଛାତ୍ରଛାତ୍ରୀମାନେ ପଢାପଢିରେ ନିରନ୍ତର ମନ ଦେବେ। ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ। ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ବିତା ବଢିବ। ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ସାଂସ୍କୃତିକ କାର୍ଯ୍ୟ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଉନ୍ନତି କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା-
ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ। ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ। ରାଜନୀତିରେ ଆଗକୁ ଯିବେ। ଆପଣଙ୍କୁ ନୂଆ ଦାୟିତ୍ୱ ମିଳିପାରେ। ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ। ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ
ତୁଳା-
କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। କୌଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ। ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ। କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟୋକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ। ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ। ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବିଦ୍ଧିପୂର୍ବକ ଶିବ ପୂଜା କରନ୍ତୁ
ଧନୁ-
ବ୍ୟବସାୟ ବିଷୟରେ ଭଲ କଥା କହିବେ। ପାରିବାରିକ ଜୀବନ ଆମୋଦ ଦାୟକ ହେବ। ଭାଗ୍ୟ ଉଦ୍ୟୋଗୀ ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ। ଅସମ୍ପୂର୍ଣ୍ଣ କାମ ପୂର୍ଣ୍ଣାଙ୍ଗ କରିବାକୁ ଚେଷ୍ଟା କରିପାରନ୍ତି। ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ। ବିଦ୍ୟାର୍ଥୀ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ। ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ। ଯଦି ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ। ନିଜ ପରିସରରେ ଘଟିଯାଉଥିବା ଘଟଣାରେ ମୁଣ୍ଡ ପୂରାନ୍ତୁ ନାହିଁ। ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
କୌଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ। ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି। ବ୍ୟାଙ୍କରୁ ଋଣ ପାଇବାର ପଥ ପରିଷ୍କାର ହୋଇଯିବ। ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ। ମହିଳା ମାନେ ଅର୍ଥଲାଭ କରିବେ। ମାଲିମକଦ୍ଦମାରେ ଜୟଯୁକ୍ତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସୂର୍ଯ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ।

Related Topics
Explore more stories