Zodiac Sign / ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ ....କଣ କହୁଛି ଆପଣଙ୍କ ରାଶିଫଳ
·6 months ago·3 min read

Key Points
ମେଷ-
ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ସାମୟିକ ବିଚଳିତ ହେବେ। କର୍ମକ୍ଷେତ୍ରରେ କେତେକ କାର୍ଯ୍ୟରେ ସଫଳତା ହାସଲ କରିବାରେ ନିକଟସ୍ଥ ବନ୍ଧୁମାନେ ସାହାଯ୍ୟ କରିବେ ।

ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ସାମୟିକ ବିଚଳିତ ହେବେ। କର୍ମକ୍ଷେତ୍ରରେ କେତେକ କାର୍ଯ୍ୟରେ ସଫଳତା ହାସଲ କରିବାରେ ନିକଟସ୍ଥ ବନ୍ଧୁମାନେ ସାହାଯ୍ୟ କରିବେ । ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରିବେ । ବିବାଦୀୟ ପରିସ୍ଥିତିରେ ନିଜ ଘର ଅପେକ୍ଷା ବାହାର ଲୋକ ଆପଣଙ୍କ ପକ୍ଷ ସମର୍ଥନ କରିବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା' ଦତ୍ତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
ବୃଷ-
ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇପଡ଼ିବେ। କର୍ମକ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇପାରେ। ଟିକିଏ କଥାରେ କ୍ରୋଧ ପ୍ରକାଶ କରି ପରିବେଶକୁ ଗମ୍ଭୀର କରିଦେଇପାରନ୍ତି। ନିଜ ପରିସରରେ ଏକ ଛୋଟ ଘଟଣା ଧୀରେ ଧୀରେ ଭିନ୍ନ ଆକାର ଧାରଣ କରିବାର ଆଶଙ୍କା ରହିଛି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ
ମିଥୁନ-
ସମ୍ପର୍କୀୟଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାରେ ପଡ଼ିପାରନ୍ତି । ବହୁତ ଦିନରୁ ବାକି ପଡ଼ିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଆପଣଙ୍କ ସାହାଯ୍ୟକାରୀ ମନୋବୃତ୍ତି ହେତୁ ସହକର୍ମୀଙ୍କ ସହ ସଦ୍ଭାବ ବଢ଼ିବ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦତ୍ତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପାରିବାରିକ ଶୃଙ୍ଖଳା ପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ । ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ ଓ ଲକ୍ଷ୍ୟ ହାସଲ କରିବେ। ଯୋଜନା ମୁତାବକ ଆବଶ୍ୟକ ସୁବିଧା ସୁଯୋଗ ଆପଣାଛାଏଁ ଜୁଟିଯିବ। ପର କଥାରେ ପଡି ନିଜ ଲୋକଙ୍କୁ ଭୁଲ ବୁଝିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୌଣସି ଅସହାୟ ବ୍ୟକ୍ତିଙ୍କୁ ସାହାଯ୍ୟ କରନ୍ତୁ
ସିଂହ-
କର୍ମକ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କଠାରୁ ସାହାଯ୍ୟ ପାଇପାରିବେ। କ୍ରମଶଃ ଦୂରେଇ ଯାଉଥିବା କୌଣସି ଆତ୍ମୀୟଙ୍କ ପାଇଁ ମନ ଦୁଃଖ ହୋଇପାରେ। ଅଶାନ୍ତିଜନିତ ମାନସିକ ଯନ୍ତ୍ରଣା କେତେକାଂଶରେ ବନ୍ଧୁଙ୍କ ଆଶ୍ୱାସନାରୁ ଉପଶମ ହେବ। ସାମାଜିକ ସ୍ତରରେ ସମସ୍ୟା ସୃଷ୍ଟି ହୋଇପାରେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ପାରିପାର୍ଶ୍ବିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖିବା ପରେ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା ହ୍ରାସ ପାଇପାରେ । ଆର୍ଥିକ ସ୍ଥିତି ପୂର୍ବପାରି ରହିବ ଓ ବିଭିନ୍ନ ଯୋଜନାରେ ସଫଳ ହେବେ । ଈର୍ଷାପରାୟଣ ଶତ୍ରୁ ମାନଙ୍କର ସମସ୍ୟା ସୃଷ୍ଟି ମନକୁ ଭାରାକ୍ରାନ୍ତ କରିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ତୁଳା-
ପାରିବାରିକ ସମ୍ପର୍କ ଦ୍ୱନ୍ଦ୍ୱ ମଧ୍ୟରେ ଗତି କରିବେ। କର୍ମକ୍ଷେତ୍ରରେ ପ୍ରଶାସନିକ କିମ୍ବା ପରିଚାଳନାଗତ ତ୍ରୁଟିକୁ ସୁଧାରିବାକୁ ଚେଷ୍ଟା କରିବେ। ମନ ବୁଝିଲା ଭଳି କଥା କହି ପରକୁ ଆପଣେଇ ନେବା । କଳା, ସାହିତ୍ୟ, ସଭାସମିତି ଓ ମନୋରଞ୍ଜନରେ ଆଗ୍ରହୀ ହୋଇପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ରପାଠ କରନ୍ତୁ
ବିଛା-
ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ସମସ୍ୟା ରହିଥିଲେ ମଧ୍ୟ ବୁଝିବିଚାରି କାମ କରନ୍ତୁ । କଚେରୀ ମାମଲାର ଶୁଣାଣି ନିଜ ସପକ୍ଷରେ ଯିବାର ସମ୍ଭାବନା ରହିଛି । ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ପରିବାରରେ ପିଲାଙ୍କ ଆଚରଣରେ ପରିବର୍ତ୍ତନ କାରଣରୁ ବିରକ୍ତ ଅନୁଭବ କରିପାରନ୍ତି। ଯଥା ସମୟରେ ସବୁ କାମ ସମ୍ପନ୍ନହେବାରୁ ମନ ଖୁସି ହୋଇଯିବ । କୋର୍ଟରେ ରାୟ ଆପଣଙ୍କ ସପୋର୍ଟ ରେ ଆସିପାରେ । ମନ ମୁତାବକ ଭୁମି ଚୟନ କରି ତାକୁ କ୍ରୟ କରିବେ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ
ମକର-
ସ୍ବାସ୍ଥ୍ୟ ସମସ୍ୟା, ଅସଜଡ଼ା ପାରିବାରିକ ପରିସ୍ଥିତିକୁ ନେଇ ଅଶାନ୍ତି ଲାଗିରହିପାରେ। ବ୍ୟବସାୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିବେ। ସାଧାରଣ କଥାକୁ ଗୁରୁତର ସହ ବିଚାର କରି କାମ କରିବା ଭଲ ହେବ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ ବନ୍ଧୁ କେହି ଈର୍ଷାପରାୟଣ ହୋଇ ସମସ୍ୟା ସୃଷ୍ଟି କରିପାରନ୍ତି।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା' ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଯେ କୌଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଚଳାଇନେଇ ପାରିଲେ କୃତକାର୍ଯ୍ୟ ହେବେ। ବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରିବେ। ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ। କୌଣସି ଜିନିଷ ପାଇବାକୁ କେନ୍ଦ୍ରକରି ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମୀନ-
କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଥିବା କାରଣରୁ କର୍ମକ୍ଷେତ୍ର ସମସ୍ୟାବହୁଳ ହୋଇପାରେ। କର୍ମକ୍ଷେତ୍ରରେ ସହକର୍ମୀ ସମସ୍ୟା ସୃଷ୍ଟି କଲେ ମଧ୍ୟ କିଛି ଅସୁବିଧା ହେବନି। ପ୍ରଶାସନିକ, ପରିବହନ,ନିର୍ମାଣ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇପାରନ୍ତି । ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବାଦବିବାଦ କ୍ରମେ ଜଟିଳ ହୋଇପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା' ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories