Today Horoscope / ଆଜି କେମିତି କଟିବ ଆପଣଙ୍କ ଦିନ ? କ'ଣ ରହିଛି ଆପଣଙ୍କ ରାଶିରେ ? ଜାଣନ୍ତୁ ଆଜିର ରାଶିଫଳ
·51 mins ago·3 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ?
ଜାଣନ୍ତୁ...
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ?
ଜାଣନ୍ତୁ...
ମେଷ
ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ୍ଣ ହୋଇଯିବ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କର ଚାଳିଶା ପାଠ କରନ୍ତୁ
ବୃଷ
ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ମହିଳାମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଫଟୋକୁ ପୂଜା କରନ୍ତୁ
ମିଥୁନ
ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ନିଜ ପରିସରରେ କୌଣସି ସାଧାରଣ ଘଟଣାକୁ କେନ୍ଦ୍ରକରି ମନ ଅଶାନ୍ତ ରହିବ । ଅନ୍ୟମାନଙ୍କ ଉପରେ ନିର୍ଭର ନ କରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟା ସୁଧାରିନେବେ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
କର୍କଟ
ପରିବାରରେ ନୂଆ ଦାୟିତ୍ୱ ଗ୍ରହଣ କରିବେ । ବୁଝି ବିଚାରି ସମସ୍ୟାର ସମାଧାନ କରିବେ । ସମାଜ ସେବାରେ ମନ ବଳାଇବେ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର- ବାପା ମା ଙ୍କ ସେବା କରନ୍ତୁ
ସିଂହ
ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋଇ ଉପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ହୋଇପାରେ । ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ଜମିରେ ନିବେଶ ପାଇଁ ଶୁଭ ରହିବ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା
କର୍ମ କ୍ଷେତ୍ରରେ ଶତୃତା ବୃଦ୍ଧି ହୋଇପାରେ । ପ୍ରିୟ ବନ୍ଧୁଙ୍କ ସହିତ ଗପସପରେ ସମୟ ବିତାଇବେ । ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ । ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି । କୌଣସି ଦୂର ସ୍ଥାନକୁ ତୀର୍ଥ ଯାତ୍ରାର ସୁଯୋଗ ପାଇବେ । ଆପଣଙ୍କ ଆୟ ପୂର୍ବ ପରି ରହିବ । ସମାଜରେ ମାନସମ୍ମାନ ପାଇ ପାରନ୍ତି ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ
ତୁଳା
ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ବହୁ ଦିନର ସ୍ୱପ୍ନ ସାକାର ହେବ । ଭୂ-ସମ୍ପତି କିଣିବା ପୂର୍ବରୁ ଶୁଭ ମୁହୂର୍ତ୍ତ ଦେଖନ୍ତୁ । ଜମିଜମା କିଣିବାର ସୁଯୋଗ ରହିଛି । ଚାକିରିରେ କୌଣସି ଗୋଟେ ବଡ଼ ପଦବୀ ଯାଇପାରେ । ମହିଳାମାନେ ଧର୍ମପରାୟଣ ହେବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ
ବିଛା
ବାପା, ମାଆଙ୍କ ପରାମର୍ଶ ଆପଣଙ୍କ ଲାଗି ଫଳପ୍ରଦ ସାବ୍ୟସ୍ତ ହେବ । ସାଙ୍ଗସାଥି ମାନଙ୍କ ପାଇଁ ଅଧିକ ଖର୍ଚ୍ଚ କରି ପାରନ୍ତି । ଆପଣ ଅଜ୍ଞାତ ବିପଦର ସମ୍ମୁଖିନ ହୋଇ ପାରନ୍ତି । କର୍ମ ତତ୍ପରତା ହେତୁ ଆଗେଇ ଚାଲିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ
କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ରାଜନେତାଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମକର
କାରବାରରେ ସଫଳତା ପାଇବେ । ଲେଖାପଢା ପ୍ରତି ଆଗ୍ରହ ରୁଚି ବଢିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ମହିଳାମାନେ ସରକାରୀ ଚାକିରିର ସୁଯୋଗ ପାଇବେ । ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୈବୀ ଆଶ୍ରୀବାଦରୁ ସମସ୍ୟା ଗୁଡିକ ସେତେ ଗୁରୁତ୍ୱର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର- ଧଳା ରଙ୍ଗର ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ
କୁମ୍ଭ
କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳାମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ଛୋଟ ଛୋଟ କଥାର ଅଣଦେଖା ନ କରିବା ଭଲ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମୀନ
ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

Related Topics
Explore more stories