Horoscope / ଆଜିର ରାଶିଫଳ: ଦୀପାବଳିରେ ବଦଳିବ ଏହି ରାଶିର ଭାଗ୍ୟ
·8 months ago·3 min read

Key Points
ଆଜିର ରାଶିଫଳ ଖବର ଜାଣନ୍ତୁ
ଦୀପାବଳିରେ ବଦଳିବ ଏହି ରାଶିର ଭାଗ୍ୟ
ଦୀପାବଳିରେ ବଦଳିବ ଏହି ରାଶିର ଭାଗ୍ୟ
ମେଷ-
ବ୍ୟବସାୟ ସମ୍ପର୍କିତ ସମସ୍ୟା ମଧ୍ୟାହ୍ନରେ ଦୂର ହୋଇଯିବ। ସମସ୍ୟା ରହିଥିଲେ ମଧ୍ୟ କାମ ସମ୍ପାଦନ କରିବାରେ କୌଣସି ଅସୁବିଧା ହେବନାହିଁ । ପିଲାଙ୍କ ସଫଳତା, ମୂଲ୍ୟବାନ୍ ଦ୍ରବ୍ୟ ଲାଭ, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ, ଯାତ୍ରାର ସୁଯୋଗ ଲାଭରୁ ଖୁସି ରହିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ
ବୃଷ-
ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ । ରାଜନୀତିରେ ନିଜର ଦକ୍ଷତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ । ବିଦ୍ୟାର୍ଥୀ ମାନେ ପଢାପଢି ପ୍ରସନ୍ନ ରହିବେ । ବ୍ୟାଙ୍କରୁ ଋଣ ପାଇବାର ପଥ ପରିଷ୍କାର ହୋଇଯିବ । ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ । ମହିଳା ମାନେ ଅର୍ଥଲାଭ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂରମିଶେଇ ମସ୍ତକରେ ଧାରଣ କରନ୍ତୁ
ମିଥୁନ-
ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ପଦାଧିକାରୀଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ଅସମର୍ଥ ହୋଇପାରନ୍ତି। ସାମାଜିକ ସ୍ତରରେ ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। ମନ୍ଥର ଗତିରେ କର୍ମକ୍ଷେତ୍ରରେ ଆଶାତୀତ ସଫଳତା ପାଇବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରି ଆପଣଙ୍କୁ ଉପହାର ଦେବେ । ମହିଳା ମାନେ ଧୈର୍ୟ୍ୟ ଧରି କାମ କରିଲେ କାର୍ୟ୍ୟରେ ବିଜୟଲାଭ କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ । ଅଫିସ୍ରେ ଆପଣଙ୍କୁ ସାବଧାନ୍ ରହିବାକୁ ପଡିବ । ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଅସହାୟ ବ୍ୟକ୍ତିଙ୍କୁ ସାହାଯ୍ୟ କରନ୍ତୁ
ସିଂହ-
କର୍ମକ୍ଷେତ୍ରରେ ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ଅନ୍ୟମନସ୍କ ନ ରହି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ବିଭିନ୍ନ ଦିଗରୁ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
କନ୍ୟା-
ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ । ଆନୁଷ୍ଠାନିକ କ୍ଷେତ୍ରରୁ ଏବଂ କ୍ରୀଡ଼ା ଚଳଚ୍ଚିତ୍ର କ୍ଷେତ୍ରରୁ ସମ୍ମାନ ଲାଭ କରିବେ। ଦୀର୍ଘଦିନରୁ ଲାଗିରହିଥିବା ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ତୁଳା-
ସକାଳୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ। ଛୋଟ କଥାକୁ କେନ୍ଦ୍ରକରି ନିଜ ଲୋକଙ୍କ ସହ ଯୁକ୍ତିତର୍କ ଠିକ୍ ହେବନାହିଁ। ଅଫିସରେ ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ। ପ୍ରତିବନ୍ଧକ ମଧ୍ୟରେ କେତେକ ସ୍ଥଗିତ କାମ ସକାଶେ ଚିନ୍ତିତ ରହିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ବିଛା-
ସ୍ୱାସ୍ଥ୍ୟ ସମସ୍ୟା ମାନସିକ ଅସୁସ୍ଥତାର କାରଣ ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରୁ ସୁଫଳ ପାଇବେ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ଇଚ୍ଛା ଅନୁଯାୟୀ କାମଗୁଡ଼ିକ ହେବା କାରଣରୁ ମାନସିକ ସ୍ଥିରତା ରହିବ। କର୍ମ ସମ୍ପାଦନ କରିବାରେ ସମସ୍ୟାର ସମ୍ମୁଖୀନ ହେବେ। କୌଣସି ସମସ୍ୟା କାମକୁ ଅଟକାଇ ପାରିବନାହିଁ । ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲି ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର –୫ଟି ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ
ମକର-
ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା, ଯାତ୍ରା ପାଇଁ ଦିନଟି ଭଲ। ଅସମର୍ଥିତ ସୂତ୍ରରୁ ଭୁଲ୍ ଖବର ପାଇ ସାମୟିକ ବିବ୍ରତ ହେବେ । ଯାତ୍ରା ସମୟରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତ, ନଚେତ୍ ହଜିଯିବା ସମ୍ଭାବନା ରହିଛି । ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ହୋଇଯିବ
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ପରିବାର ଓ ବନ୍ଧୁ ବାନ୍ଧବଙ୍କ ସହିତ ହସ ଖୁସିରେ ସମୟ ବିତାଇବେ । କୌଣସି ନୂତନ କାମରେ ଜୀବନ ସାଥୀଙ୍କର ସହଯୋଗ ପାଇବେ । ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାପାଇଁ ସକ୍ଷମ ହେବେ । ସାଙ୍ଗଠନିକ କାର୍ୟ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । କର୍ମକ୍ଷେତ୍ରରେ ବନ୍ଧୁତା ରହିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ପ୍ରତ୍ୟେକ କାମ କରାଇ ନେବେ । ଆକସ୍ମିକ ଭାବେ କାହା ଉପରେ ରାଗି ଅନର୍ଥ ଓ ଶତ୍ରୁତା ସୃଷ୍ଟି କରିବାକୁ ପଡ଼ିପାରେ । ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ସେମିତି କିଛି ହେବନାହିଁ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର:

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: