TodayHoroscope / ଆଜି କେଉଁ ରାଶିଧାରୀଙ୍କ ପାଇଁ ରହିଛି ଧନଲାଭ, କେଉଁ ରାଶି ସାମ୍ନା କରିବେ ଚ୍ୟାଲେଞ୍ଜ?
·2 hours ago·3 min read

Key Points
ମେଷ- ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ
ବୃଷ- ମଧୁର କଥାରେ ପରକୁ ଆପଣାର କରିପାରନ୍ତି
ବୃଷ- ମଧୁର କଥାରେ ପରକୁ ଆପଣାର କରିପାରନ୍ତି
ମେଷ-
ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ । ପରିବାରରେ ଥିବା ମତାନ୍ତର- ମନାନ୍ତରରେ ପରିଣତ ହୋଇପାରେ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକୁ ପରିବର୍ତ୍ତନ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ଶ୍ରୀ ହନୁମାନଙ୍କ ପାଖରେ ପେଡା ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ
ବୃଷ-
ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ। ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ଅନେକ ଦିନରୁ ଧାର୍ଯ୍ୟ କରିଥିବା ଲକ୍ଷ୍ୟ ପୂରଣ କରିବେ। ଜମିବାଡି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ। ସାଙ୍ଗଠନିକ କାର୍ଯ୍ୟରେ ଯୋଗଦାନ କରି ପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଗୋଶାଳାରେ ଗୋଖାଦ୍ୟ ଦାନ କରନ୍ତୁ
ମିଥୁନ-
ପୁରା ସମୟ ଆନନ୍ଦ ଦାୟକ ରହିବ ଏବଂ ଚିନ୍ତା ମୁକ୍ତ ରହିବେ। କିଛି ନୂଆ କଥା ଶିଖିବାକୁ ସୁଯୋଗ ମିଳିବ। ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ। ଅଫିସ୍ରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ। କର୍ତ୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗୋଟାମୁଗ କୌଣସି ଗ୍ରହବିପ୍ରଙ୍କୁ ଦାନ କରନ୍ତୁ
କର୍କଟ-
ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସଙ୍ଗକୁ ଅର୍ଥଲାଭ ହୋଇପାରେ। କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆସ୍ୱସ୍ତି ଅନୁଭବ କରିବେ। ରାଜନୀତିରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ। ଜମିବାଡି ବିବାଦ ଜଟିଳ ହୋଇପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା’ ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ। ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତ୍ତମ ରୋଜଗାର ହେବ। ନିଜ ଭାଇଭଉଣୀଙ୍କ ସହିତ କୌଣସି ମୁଭି ଦେଖିପାରନ୍ତି। କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ। ରାଜନୈତିକ ବ୍ୟକ୍ତିଙ୍କ ଅକ୍ରୋଶର ଶିକାର ହେବେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ବିଷ୍ଣୁଙ୍କର ପୂଜା କରନ୍ତୁ
କନ୍ୟା-
କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ। ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ। ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ। ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରନ୍ତୁ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- କୌଣସି ଧର୍ମାନୁଷ୍ଠାନରେ ନିଜର ସାଧ୍ୟ ମତେ କିଛି ସାହାଯ୍ୟ ସହଯୋଗ କରନ୍ତୁ
ତୁଳା-
କର୍ମ କ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ। ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ। ଆଜି ଆପଣ ଋଣ ମୁକ୍ତ ହୋଇପାରିବେ। ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶ ଯିବାର ସୁଯୋଗ ରହିଛି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- କୌଣସି ଅସାହାୟ ବା ଗରିବ ସ୍ତ୍ରୀ ଲୋକଙ୍କୁ ସାହାଯ୍ୟ କରନ୍ତୁ
ବିଛା-
ସନ୍ତାନ ମଧ୍ୟରେ ବ୍ୟକ୍ତିକ୍ରମ ଘଟିବାର ଆଶଙ୍କା ରହିଛି। ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ଓ କୌଶଳ ପ୍ରୟୋଗ କରି କାମ ହାସଲ କରିବେ। ରାଜନୀତିରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିବା ସହ ଅସ୍ଥିରତା ସୃଷ୍ଟି କରିବ। କ୍ୟାରିୟର ଓ ଶିକ୍ଷା କ୍ଷେତ୍ରରେ ପ୍ରତ୍ୟେକ କାର୍ଯ୍ୟକୁ ବଡ ମାନଙ୍କ ଠାରୁ ବୁଝିବିଚାରି କଲେ ଠିକ୍ ହେବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ଦାମ୍ପତ୍ୟ ଜୀବନରେ ପତୀପତ୍ନୀ ମଧ୍ୟରେ ଥିବା ତିକ୍ତତା ଭାବ ଦୂରିଭୂତ ହୋଇଯିବ ଓ ପ୍ରିତି ବୃଦ୍ଧି ପାଇବ। ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ । ଆଇନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ। ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ
ମକର-
ପରିବାରରେ ଅବହେଳା ପଦର୍ଶନ କରି ସମାଲୋଚିତ ହୋଇପାରନ୍ତି କ୍ଷ ସାମାଜିକ ସ୍ତରରେ ମନ ବୁଝାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ଅଫିସରେ ଅଧିକ କାମ କରଣରୁ ଘର କଥା ବୁଝିବାକୁ ସମୟ ପାଇବେ ନାହିଁ । ଅଧିକ ଅତ୍ମବିଶ୍ୱାସ ହାନିକାରକ ହୋଇପାରେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପ୍ରତିଦିନ ସକାଳୁ କିଛି ଖାଦ୍ୟ କାଉ ମାନଙ୍କୁ ଖାଇବାକୁ ଦିଅନ୍ତୁ
କୁମ୍ଭ-
ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ
ମୀନ-
ସାମୟିକ ମୁଣ୍ଡ ଓ ପେଟରେ କଷ୍ଟ ପାଇପାରନ୍ତି । ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଭୂ-ସମ୍ପତ୍ତି ଭାଗ ହୋଇପାରେ । ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ବିଚାର କରିବେ । ସମାଜରେ ପ୍ରତିଷ୍ଠା ବୃଦ୍ଧି ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- କେଶର, ବୁଟ , ହଳଦୀ ଆଦିକୁ ଖାଦ୍ୟ ପଦାର୍ଥରେ ସାମିଲ୍ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories