Jodiac Sign Today / ଆଜିର ରାଶିଫଳ: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ସ୍ଥିତିରେ ଉନ୍ନତି, ବ୍ୟବସାୟରେ ପ୍ରଗତି ହେବ
·5 months ago·3 min read

Key Points
ମେଷ-
ନିଜ ପରିସରରେ ପ୍ରତିଷ୍ଠିତ ହେବେ। ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ ଆଶା ମନରେ ଦୁଃଖ ଦେଇପାରେ ।

ନିଜ ପରିସରରେ ପ୍ରତିଷ୍ଠିତ ହେବେ। ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ ଆଶା ମନରେ ଦୁଃଖ ଦେଇପାରେ । ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ଆପଣ ବିଜୟୀ ହେବେ । ଭଲ କାମ କଲେ ମଧ୍ୟ ପ୍ରଶଂସା ପାଇବେ ନାହିଁ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା- ୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଫେରି ଯାଉଥିବା ବନ୍ଧୁଟି ଲେଉଟି ଆସିବା ଯୋଗୁ ନିଜର କାମ ସମ୍ପନ୍ନ କରିପାରିବେ । ଭୁଲ୍ ବୁଝାମଣା ହେତୁ ସମସ୍ୟା ବୃଦ୍ଧିର ଆଶଙ୍କା ଦେଖାଦେବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା' ବିରଜାଙ୍କର ଆରଧନା କରନ୍ତୁ
କର୍କଟ-
ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇ । ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଦିଗ ପ୍ରତି ଗତି କରି ପାରନ୍ତି । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ଶିକ୍ଷା ଓ ପରୀକ୍ଷାରେ ପିଲାଙ୍କ ସଫଳତାକୁ ନେଇ ଆନନ୍ଦ ଅନୁଭବ କରିବେ। ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ। ଉପରିସ୍ଥ ଅଧିକାରୀ କାମହାସଲ ସକାଶେ ସହଯୋଗ ଲୋଡ଼ିପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢ଼ା ପ୍ରଭୃତିରୁ ସୁଫଳ ପାଇବେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ
କନ୍ୟା-
ଉଦର ରୋଗରେ ଆକ୍ରାନ୍ତ ହେବେ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖେଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ । ଦୂର ଜାଗାକୁ ଭ୍ରମଣ ପାଇଁ ଯାଇ ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ମନରେ ଉତ୍ତେଜନାକୁ ନିୟନ୍ତ୍ରିତ କରି ସହୃଦୟତାର ସହ ବାକ୍ୟାଳାପ କରିବାରେ ସମର୍ଥ ହେବେ। ପାରିବାରିକ ସମ୍ପର୍କକୁ ପ୍ରାଧାନ୍ୟ ଦେବାକୁ ପଡ଼ିପାରେ। ନିଜର ଲୋକଙ୍କ ସହ କଳହର ସମ୍ମୁଖୀନ ହେବେ। ଅବଶ୍ୟ କିଛି ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ ଶାନ୍ତି ଫେରି ଆସିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ବିଛା-
ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ମନର ଅଶାନ୍ତି ଓ ରାଗକୁ ନିୟନ୍ତ୍ରଣରେ ରଖିପାରିବେ ନାହିଁ । ଆଜି ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତି ଅର୍ଥଲାଭର ମାର୍ଗକୁ ସୁଗମ କରିପାରନ୍ତି। ଉଚ୍ଚ ପଦସ୍ଥଙ୍କ ସାନ୍ନିଧ୍ୟ ଲାଭ କରି ସ୍ବାର୍ଥ ହାସଲ ଚେଷ୍ଟା କରିପାରନ୍ତି। ଘରୋଇ କ୍ଷେତ୍ରରେ ଅଭାବ ନ ଥିଲେ ମଧ୍ୟ ସନ୍ତାନ ହେତୁକ ପୀଡ଼ା ଅନୁଭବ କରିବେ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଗୋମାତାଙ୍କୁ ସବୁଜ ଖାଦ୍ୟ ଏବଂ କିଛି ଗୁଣ୍ଡ ଖାଇବାକୁ ଦିଅନ୍ତୁ
ମକର-
କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ମହିଳା ମାନେ ପରିବାରରେ ଉତ୍କଷ୍ଟ ମନୋଭାବ ଜାଗ୍ରତ କରିବେ । ସାମାଜିକ ଜୀବନ ଉନ୍ନତତର ରହିବ । ପଦ ମର୍ଯ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସୀ ରହିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
କୌଣସି କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ କାମ ଆରମ୍ଭ କରି ପ୍ରଶଂସିତ ହେବେ। ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହି ନପାରେ। ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ। ପୈତୃକ ସମ୍ପତ୍ତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ୍ ହେବ । ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା' ତାରାଙ୍କର ପୂଜା କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories